ତାଜା ଖବର ରାଜ୍ୟ ସାଲିଆସାହିରୁ ବୁଦ୍ଧବିହାରକୁ ଯିବେ ୫୨୧ ପରିବାର May 29, 2025 Papirani ଜୟଦେବବିହାର-ନନ୍ଦନକାନନ ବାମପାର୍ଶ୍ବ ସମାନ୍ତରାଳ ରାସ୍ତା ସାଲିଆସାହି ଭିତରେ ଯାଉଥିବାରୁ ପ୍ରଭାବିତ ହେବାକୁ ଥିବା ବସ୍ତିବାସିନ୍ଦାଙ୍କୁ କ୍ଷତିପୂରଣ ସହ ଥଇଥାନ ଦିଗରେ ପଦକ୍ଷେପ ନିଆଯାଇଛି । ବିଡିଏ, ବିଏମସି ଓ ପୂର୍ତ୍ତ ବିଭାଗ ମିଳିତ ଭାବେ ଆଜି ବସ୍ତିବାସିନ୍ଦାଙ୍କ ସର୍ଭେ କରିଛନ୍ତି ।…
ତାଜା ଖବର ରାଜ୍ୟ ୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର May 29, 2025 Papirani ୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ୧୫ ଲକ୍ଷରୁ ୫୦ ଲକ୍ଷ ଟଙ୍କା ଭିତରେ ଘର ମିଳିବ । ଭୁବନେଶ୍ୱର…
ରାଜ୍ୟ ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ May 28, 2025 Nirvay ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…
ରାଜ୍ୟ ୩ ବର୍ଷ ଭିତରେ ଭିଡ଼ ମୁକ୍ତ ହେବ ଭୁବନେଶ୍ୱର: ପୃଥ୍ଵୀରାଜ ହରିଚନ୍ଦନ May 24, 2025 Nirvay ଭୁବନେଶ୍ୱରକୁ ଭିଡ଼ ମୁକ୍ତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଜି ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ, ଭୁବନେଶ୍ୱର ସହରକୁ ଭିଡ଼ ମୁକ୍ତ କରିବାକୁ ଜୁନ ୧୨ ରେ ଏକାଧିକ…
ରାଜ୍ୟ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ୍ May 24, 2025 Nirvay କମିବ ଡିଜେଲ ବସ ବ୍ୟବହାର, ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ । ହାଇଡ୍ରୋଜେନ ପ୍ରସ୍ତୁତ ପାଇଁ ସ୍ୱେରେଜ ୱାଟର ବ୍ୟବହାର ହେବ । ଏ ନେଇ ଏମଓୟୁ ସରିଥିବା ସୂଚନା…
ତାଜା ଖବର ରାଜ୍ୟ ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ May 23, 2025 Papirani ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ। ରୋମନିଆର ଯୁବକ ମନ୍ଦିର ଭିତରେ ପଶିଆସିଥିଲେ । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ଥାନାରେ ଜିମା ଦେଇଥିଲେ । ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଛି। ଅପରପକ୍ଷେ…
ରାଜ୍ୟ ବାଂଲାଦେଶୀଙ୍କ ଲାଗି ମେୟର ସୁଲୋଚନା ଦାସଙ୍କ ଓକିଲାତିକୁ ନେଇ ବିଜେପିର ତୀବ୍ର ବିରୋଧ May 22, 2025 Nirvay ଭୁବନେଶ୍ୱରରେ ରହୁଥିବା ବାଂଲାଦେଶୀ ନାଗରିକ ପ୍ରସଙ୍ଗରେ ମେୟର ସୁଲୋଚନା ଦାସ ଦେଇଥିବା ମନ୍ତବ୍ୟକୁ ବିରୋଧ କରି କଡା ନିନ୍ଦା କରିଛି ଭାରତୀୟ ଜନତା ପାର୍ଟି । ରାଜଭବନରୁ ଶିଶୁ ଭବନ ପର୍ଯ୍ୟନ୍ତ ପ୍ରତିବାଦ ଶୋଭାଯାତ୍ରା କରି ମେୟର ସୁଲୋଚନା ଦାସଙ୍କ କୁଶ…
ତାଜା ଖବର ରାଜ୍ୟ ଲିଙ୍ଗରାଜ ଷ୍ଟେସନ ଆଗରେ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ May 22, 2025 Papirani ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ଖଣ୍ଡୁଆଳ ବସ୍ତିର ସନାତନ ରାଉତ। ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ। ମୃତକଙ୍କ ବୟସ ୩୩ ବୟସ। ଲିଙ୍ଗରାଜ ଷ୍ଟେସନ ରୋଡ଼ ପାଖରେ ଛିଡା ହୋଇ ଶ୍ରମିକ ଭାବେ…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ କରୋନା ଆକ୍ରାନ୍ତ ଚିହ୍ନଟ May 22, 2025 Papirani ସାରା ଦେଶରେ ଆସ୍ତେ ଆସ୍ତେ କରୋନା ମହାମାରୀ ପୁଣି କାୟା ବିସ୍ତାର କରୁଛି । ଯାହାଫଳରେ ସବୁଠି କରୋନାର ଭୟ ଖେଳିଯାଇଛି । ଏହାରି ମଧ୍ୟରେ ଏବେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ…
ରାଜ୍ୟ ଓଡ଼ିଶା ସୂଚନା କମିଶନରେ ହେବ ନାହିଁ ଗ୍ରୀଷ୍ମକାଳୀନ ଅବକାଶ May 21, 2025 Nirvay ଓଡ଼ିଶା ସୂଚନା କମିଶନଙ୍କ ଏକ ବୈଠକରେ କମିଶନ ଏହା ସ୍ଥିର କରିଛନ୍ତି ଯେ, ଆଗାମୀ ଗ୍ରୀଷ୍ମକାଳୀନ ଅବକାଶ ବେଳେ ମାମଲାଗୁଡ଼ିକର ଶୁଣାଣି ଜାରି ରହିବ । ବିଗତ ବର୍ଷ ଗୁଡ଼ିକରେ ଯେତେବେଳେ ଉଚ୍ଚ ନ୍ୟାୟାଳୟମାନ ବନ୍ଦ ଥିଲା ଏବଂ ଆଇନଜୀବୀମାନେ ଛୁଟିରେ…