Tag: Bhubaneswar

ଡ୍ରେନରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣା: ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବରରେ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟଣାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ବ୍ୟାରିକେଡ କାହିଁକି ହୋଇନି ବୋଲି…

ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକଙ୍କ ମୃତ୍ୟୁ

ବର୍ଷା ଯୋଗୁଁ ଆଜି ଭୁବନେଶ୍ବରରେ ଘଟିଛି ଅଘଟଣ। ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍‌ରେ ଭାସିଯାଇଥିବା ୮ ବର୍ଷର ନାବାଳକର ମୃତ୍ୟୁ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର…

ବିଜେପିର ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ

ସକାଳୁ ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ। ଏପର୍ଯ୍ୟନ୍ତ ବିଜେପି ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ ରହିଥିବା ଦେଖିବାକୁ ମିଳିଛି । ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ…

୪୮ ଘଣ୍ଟା ଭିତରେ ପ୍ରମାଣ ଦେଇପାରିଲେନି ମୁଖ୍ୟମନ୍ତ୍ରୀ: ଅପରାଜିତା

ଆଜି ସାମ୍ବାଦିକ ସମ୍ମିଳନୀ କରି ଅପରାଜିତା ଷଡଙ୍ଗୀ କହିଛନ୍ତି ଲିଙ୍ଗରାଜ ମନ୍ଦିର ବିକାଶକୁ ବିରୋଧ ପ୍ରସଙ୍ଗରେ ମିଛ କହୁଛନ୍ତି ମୁଖ୍ୟମନ୍ତ୍ରୀ । ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ କାମକୁ ବିରୋଧ କରୁଥିବା ନେଇ ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା…

ରାଜଧାନୀରେ ଯାଜପୁରର ଜଣେ ଠିକାଦାରଙ୍କ ଗାଡ଼ିରୁ ଜବତ ହେଲା ୫କୋଟିରୁ ଅଧିକ ଟଙ୍କା

ଭୁବନେଶ୍ବର: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ନିର୍ବାଚନ ପାଇଁ ସବୁଠି ଯାଞ୍ଚ କଡ଼ାକଡ଼ି ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରରୁ ଜବତ ହୋଇଛି ୫ କୋଟିରୁ ଅଧିକ ଟଙ୍କା। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ

ମୋଦିମୟ ହୋଇଛି ରାଜଧାନୀ । ରାଜଧାନୀର ସବୁଠାରୁ ବ୍ୟସ୍ତବହୁଳ ଅଂଚଳରେ ବିଜେପିର ରୋଡ ଶୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଏକ ବିଶାଳ ମେଗା ରୋଡ ସୋ କରିଛନ୍ତି । ରାମ ମନ୍ଦିର ଛକରୁ…

ସାମ୍ନା ପଟ ଗେଟ ବନ୍ଦ କରି ରାତି ୩ଟା ଯାଏଁ ଖୋଲାରହୁଛି ଡ୍ୟାନ୍ସ ବାର୍ ଓ ପବ୍

ଭୁବନେଶ୍ୱର: ରାଜଧାନୀରେ ବିଳମ୍ବିତ ରାତିଯାଏ ଖୁଲମଖୁଲା ଚାଲିଛି ବାର ଓ ପବ୍ । ଭୁବନେଶ୍ୱର ସହିଦ ନଗର ଅଂଚଳରେ ରାତି ୩ଟା ଯାଏଁ ଖୋଲାରହୁଛି ପବ୍ । ରାତି ଅଧରେ ଚାଲିଛି ମଦଲୀଳା । ନା ଅଛି ପୁଲିସର ଡର ନା…

ଆଜିବି ଜାରି ରହିବ ତାତି,୧୧ ଜିଲ୍ଲାକୁ ରେଡ୍ ଆଲର୍ଟ

ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ଖରା। ଆକାଶରୁ ଖରା ତ ନୁହଁ ଯେପରି ନିଆଁ ବର୍ଷା ହେଉଛି । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି…

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୭୫ ଲକ୍ଷ ଟଙ୍କା

ଭୁବନେଶ୍ୱର; ବିମାନବନ୍ଦରରୁ ଜବତ ହୋଇଛି ପୁଳାପୁଳା ଟଙ୍କା । ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି । ଭୁବନେଶ୍ୱର ବିମାନବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ନଗଦ ୭୫ଲକ୍ଷ ଟଙ୍କା ଜବତ କରାଯାଇଛି।…

ରାଜଧାନୀରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ

ଭୁବନେଶ୍ବର : ରେକର୍ଡ଼ ପରେ ରେକର୍ଡ଼ ଭାଙ୍ଗୁଛି ତାତି। ମରୁ ରାଜ୍ୟ ରାଜସ୍ଥାନକୁ ଅତିକ୍ରମ କରିଛି ଓଡ଼ିଶାରେ ତାପମାତ୍ରା। ଗତକାଲି ବଣଜଙ୍ଗଲ ଘେରା ଅଞ୍ଚଳ ବାରିପଦା ୪୪.୬ ଡିଗ୍ରୀ ତାପମାତ୍ରା ସହ ଦେଶର ଦ୍ୱିତୀୟ ଓ ରାଜ୍ୟର ସବୁଠୁ ତତଲା ସହରର…