Tag: Bhubaneswar

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ୱରରେ ନୋ ଫ୍ଲାଇଂ ଜୋନ୍ ଘୋଷଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍‌ ଜୋନ୍‌ ତଥା ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି । ଆସନ୍ତାକାଲି ୧୦ ଘଟିକା ସମୟରେ ମୋଦିଙ୍କୁ ଭୁବନେଶ୍ୱର…

ରାଜଧାନୀରେ ଟଙ୍କା ସହ ତାଡ଼ିନେଲେ ଏଟିଏମ୍ ମେସିନ୍

ରାଜଧାନୀରେ ମାତିଛନ୍ତି ଏଟିଏମ୍ ଲୁଟେରା । ଟଙ୍କା ସହ ତାଡ଼ିନେଲେ ଏଟିଏମ୍ ମେସିନ୍ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗରୀ ସ୍ଥିତ ଏସବିଆଇ ଏଟିଏମରୁ ହୋଇଛି ଲୁଟ୍ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । ହେଲେ ଏଟିଏମରେ କେତେ ଟଙ୍କା…

ସମ୍ପ୍ରସାରିତ ହେବ ରାଜଧାନୀ ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱର ସମ୍ପ୍ରସାରିତ ହେବ । ଗୁରୁବାର ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ମହାପାତ୍ର । ସେ କହିଛନ୍ତି ଯେ ରାଜଧାନୀ ଭୁବନେଶ୍ୱରରେ ଲୋକସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ଏବେ ଭୁବନେଶ୍ୱରରେ ନୂଆ…

ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍‌ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…

ତୁଟିଲା ସେବାୟତ ବିବାଦ, ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

ତୁଟିଲା ସେବାୟତ ବିବାଦ । ଫଳରେ ତିନିଦିନ ପରେ ସ୍ୱାଭାବିକ ହେବ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତ ଜିଲ୍ଲାପାଳ ଚଞ୍ଚଳ ରାଣା । ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ,…

ଖଣ୍ଡଗିରି ମେଳା ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ମନା

ଭୁବନେଶ୍ୱର ଖଣ୍ଡଗିରି ମହୋତ୍ସବରେ ଚଳିତ ବର୍ଷ ହେବନି ଅଶ୍ଳୀଳ ନୃତ୍ୟ । ଏ ବର୍ଷ ଖଣ୍ଡଗିରିରେ ନାଚି ପାରିବେ ନାହିଁ ଆଇଟମ୍‌ ଡ୍ୟାନ୍ସର । ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀ ନିବାସରେ କଲେଜ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର 

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀନିବାସର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଆଜି ଉଦ୍ଧାର ହୋଇଛି । ମହାବିଦ୍ୟାଳୟର ଛାତ୍ରୀନିବାସରେ ବେକରେ ଓଢଣୀ ଲଗାଇ ଜୀବନ ହାରିଛନ୍ତି ବୋଲି ଅଭିଯୋଗ ହୋଇଛି । ମୃତ ଛାତ୍ରୀଙ୍କ ନାମ ଉତ୍କଳିକା ସ୍ୱାଇଁ ହୋଇଥିବା…

ରାଜଧାନୀରେ ଟ୍ରାଫିକ ସମସ୍ୟା ଦୂର କରିବାକୁ ନୂଆ ପଦକ୍ଷେପ

ରାଜଧାନୀରେ ନିର୍ମାଣ ହେବ ନୂଆ ଓଭର ବ୍ରିଜ। ରାଜଧାନୀର ବିଭିନ୍ନ ସ୍ଥାନରେ ନିର୍ମାଣ ହେବ ନୂଆ ଓଭରବ୍ରିଜ ରାଜ୍ୟ ସରକାର ଏଥିପାଇଁ ପ୍ରାରମ୍ଭିକ ଯୋଜନା ଆରମ୍ଭ କରିଥିବା ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗ ଦେବେ

ଆଜି ସନ୍ଧ୍ୟାରେ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ଭୁବନେଶ୍ୱରରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । କଡ଼ା ସୁରକ୍ଷା ମଧ୍ୟରେ ରାଜଭବନରେ ପହଞ୍ଚିଛି କାରକେଡ୍‌ । ରାଜଭବନ…

ରାଜଧାନୀରେ ବୀଭତ୍ସ ହତ୍ୟା ଘଟଣା: ମହିଳାଙ୍କ ସହ ୩ ଅଭିଯୁକ୍ତ ଗିରଫ

ରାଜଧାନୀ ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ରସୁଲଗଡ଼ରେ ଆଜି ସକାଳେ ଯୁବକଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼ ଜିଲ୍ଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୋଲିସ ସୂତ୍ରରୁ ଜଣାପଡିଛି ଯେ ଏହି…