Tag: Bhubaneswar

Transgender Protest: ରାଜଧାନୀରେ କିନ୍ନରଙ୍କୁ ହତ୍ୟା ଘଟଣା: ରାଜରାସ୍ତାକୁ ଓହ୍ଲାଇଲେ କିନ୍ନର ସମାଜ

ରାଜଧାନୀ ଭୁବନେଶ୍ୱର ଉପକଣ୍ଠସ୍ଥ ପିପିଲି ଥାନା ଅନ୍ତର୍ଗତ ଉତ୍ତରା ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା ଘଟଣାରେ କିନ୍ନର ଗୋଷ୍ଠୀର ହଲ୍ଲାବୋଲ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ସହ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି । ଗତକାଲି ରାତିଠାରୁ…

Subhadra Bus Soon In Bhubaneswar: ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡ଼ିବ ‘ସୁଭଦ୍ରା ବସ୍‌’

ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡ଼ିବ ‘ସୁଭଦ୍ରା ବସ୍‌’ । ରାଜଧାନୀ ଭୁବନେଶ୍ୱରରେ ମହିଳା ଯାତ୍ରୀଙ୍କ ପାଇଁ ‘ସୁଭଦ୍ରା ବସ୍‌’ ଚଳାଇବା ପାଇଁ ସ୍ଥିର କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

Bhubaneswar Blast: ଭୁବନେଶ୍ବର ସୁନ୍ଦରପଦା ବିସ୍ଫୋରଣ ଘଟଣା: ତଦନ୍ତ କରିବ ଏନ୍ଆଇଏ

ଭୁବନେଶ୍ବର ସୁନ୍ଦରପଦା ବିସ୍ଫୋରଣ ଘଟଣାରେ ଏନ୍ଆଇଏର ତଦନ୍ତ । ଘର ମାଲିକଙ୍କ ଠାରୁ ଆରମ୍ଭ କରି ଏକାଧିକ ଲୋକଙ୍କୁ ଏନ୍ଆଇଏର ଜେରା । ପଛରେ ବଡ଼ ଚକ୍ରାନ୍ତ ଆଶଙ୍କାରେ ଏନ୍ଆଇଏର ଜେରା କରିବ ବୋଲି ସୂଚନା ମିଳିଛି । ସୁନ୍ଦରପଦା ନିକଟ…

Bomb Blast In Bhubaneswar: ଭୁବନେଶ୍ବରରେ ବୋମା ବିସ୍ଫୋରଣ; ୫ ଗୁରୁତର

ରାଜଧାନୀ ବୋମା ବିସ୍ପୋରଣରେ ୫ ଜଣ ଗୁରୁତର। ଭୁବନେଶ୍ୱର ସୁନ୍ଦରପଦା ନିୟୁ ଆଜାଦ୍ ନଗରରେ ବୋମା ବିସ୍ଫୋରଣ ହୋଇଛି। ଘଟଣାସ୍ଥଳରେ ଦୁଇଟି ଅଗ୍ନିଶମ ଗାଡ଼ି ପହଞ୍ଚିବା ସହ ଭୁବନେଶ୍ୱର ଡିସିପି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଛାତ ଉପରେ ବିସ୍ଫୋରଣ ଘଟିଛି।…

Digital Arrest Scam: ମହିଳାଙ୍କୁ ଡିଜିଟାଲ ଆରେଷ୍ଟ କରି ୩୦ ଲକ୍ଷ ଟଙ୍କା ଠକେଇ; ଅଭିଯୁକ୍ତ ଗିରଫ 

ଭୁବନେଶ୍ବରରେ ଜଣେ ମହିଳାଙ୍କୁ ଡିଜିଟାଲ ଆରେଷ୍ଟ କରି ନେଇଗଲେ ୩୦ ଲକ୍ଷ ଟଙ୍କା। ପୁରୁଣା ଭୁବନେଶ୍ୱର ଅଞ୍ଚଳର ଜଣେ ମହିଳା ସାଇବର ଠକେଇର ଶିକାର ହୋଇଛନ୍ତି । ମହିଳାଙ୍କ ଫୋନକୁ କଲ କରି ମୁମ୍ବାଇ କୋଲାବ ଥାନା ଅଧିକାରୀ ପରିଚୟ ଦେବା…

Khandagiri Jatra Guidelines: ଖଣ୍ଡଗିରି ଯାତ୍ରା ପାଇଁ ପୋଲିସର ୧୪ ନିୟମ; ନୋଟିସ୍‌ ଜାରି କଲା କମିଶନରେଟ ପୋଲିସ୍‌

ଖଣ୍ଡଗିରି ଯାତ୍ରା ପାଇଁ ଯାତ୍ରା କମିଟି ମାନଙ୍କୁ ନୋଟିସ୍‌ ଜାରି କଲା କମିଶନରେଟ ପୋଲିସ୍‌ । ଆଜିଠାରୁ ଆରମ୍ଭ ହୋଇଛି ଖଣ୍ଡଗିରି ଯାତ୍ରା। ଦୀର୍ଘ ୯ ଦିନ ବ୍ୟାପି ହେବାକୁ ଥିବା ଏହି ମେଳା ପାଇଁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ୍…

Khandagiri Mela: ଆଜି ଠାରୁ ଆରମ୍ଭ ହେଲା ଭୁବନେଶ୍ୱର ଖଣ୍ଡଗିରି ପାହାଡ଼ରେ କୁମ୍ଭ ମେଳା

ପବିତ୍ର ମାଘ ସପ୍ତମୀରେ ଆରମ୍ଭ ହେଉଛି ଐତିହାସିକ ଖଣ୍ଡଗିରି କୁମ୍ଭ ମେଳା। ଭୁବନେଶ୍ୱର ଖଣ୍ଡଗିରି ପାହାଡ଼ରେ ଆଜି ଠାରୁ ଆରମ୍ଭ ହେଲା କୁମ୍ଭ ମେଳା। ରାଜ୍ୟ ଓ ରାଜ୍ୟ ବାହାର ନାଗା ସାଧୁମାନଙ୍କ ଧୀରେ ଧୀରେ ସମାଗମ ହେଉଛି। ଖଣ୍ଡଗିରୀ ମେଳାର…

State-Level Republic Day Parade At Bhubaneswar: ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପରେଡ୍ ପାଇଁ ଜୋରସୋରରେ ଅଭ୍ୟାସ

ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ । ସମାରୋହ ପୂର୍ବରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆରମ୍ଭ ହୋଇଛି ପରେଡ୍‌ ରିହର୍ସାଲ । ଆଜି ଫୁଲଡ୍ରେସ ରିହରସାଲ୍ କରାଯାଉଛି । ଏଥର ଗଣତନ୍ତ୍ର ଦିବସ ପରେଡରେ ୫୪ଟି କଣ୍ଟିଜେଣ୍ଟ ଭାଗ ନେବେ…

Ama Bus Accident In Bhubaneswar: ଜନପଥରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍‌; ଭାଙ୍ଗିଲେ ଦେଲେ ୩ଟି ଆମ ବସ୍

ପୁଣି ଥରେ ରାଜଧାନୀରେ ଆମ ବସ୍ ଆତଙ୍କ ଦେଖାଦେଇଛି । ଜନପଥ ରାସ୍ତାରେ ଏକ ବାଇକୁ ଆମ ବସ୍ ଧକ୍କା ଦେବା ପରେ ଲୋକେ ତାତିଛନ୍ତି । ଫଳରେ ୩ଟା ଆମ ବସ୍ ଭାଙ୍ଗିଦେଲେ ଉତ୍ତ୍ୟକ୍ତ ଲୋକେ । ଦୁର୍ଘଟଣା ଘଟାଇଥିବା…

BBSR Airport Issues Advisory: ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିମାନ ଯାତ୍ରା ପାଇଁ ଜାରି ହେଲା ନିର୍ଦ୍ଦେଶାବଳୀ

ସାଧାରଣ ଦିବସ ଉପଲକ୍ଷେ ଯାତ୍ରୀଙ୍କ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି । ହାତରେ ଯଥେଷ୍ଟ ସମୟ ରଖି ବିମାନ ବନ୍ଦର ଆସନ୍ତୁ ଯାତ୍ରୀ । ଚେକ୍ ଇନ ପ୍ରକ୍ରିୟା ପାଇଁ ହାତରେ ଯଥେଷ୍ଟ ସମୟ…