ରାଜ୍ୟ ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ September 8, 2025 Nirvay ହଷ୍ଟେଲରୁ ବିଦା ହେଉଛନ୍ତି ଅଣଛାତ୍ର । ଅଣଛାତ୍ରଙ୍କୁ ବାହାର କରିବାକୁ ୟୁନିଭର୍ସିଟି କ୍ୟାମ୍ପସ୍ ଭିତରେ ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ୧,୨,୩ ଓ ୫ ନମ୍ବର ହଷ୍ଟେଲରେ ବ୍ୟାପକ ଯାଞ୍ଚ ଚାଲଛି । ସକାଳ…
ତାଜା ଖବର ରାଜ୍ୟ ୮୦୦ ଏକର ଜାଗାରେ ତିଆରି ହେବ ନୂଆ ଭୁବନେଶ୍ୱର September 1, 2025 Papirani ୮୦୦ ଏକର ଜାଗାରେ ତିଆରି ହେବ ନୂଆ ଭୁବନେଶ୍ୱର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବାକୁ ରାଜ୍ୟ ସରକାର ଅନେକ କାର୍ଯ୍ୟକ୍ରମ…
ତାଜା ଖବର ରାଜ୍ୟ ବଦଳିଲା ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା August 29, 2025 Papirani ବଦଳିଲା ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା । ଏଥର ମେଳଣ ପଡ଼ିଆରେ ହେବ ଝାରପଡ଼ା ଦୁର୍ଗା ପୂଜା । ଜେଲ୍ ରୋଡ୍ ଛକ ପରିବର୍ତ୍ତେ ମେଳଣ ପଡ଼ିଆରେ ହେବ ପୂଜା। ଏ ନେଇ ଝାରପଡ଼ା ଦୁର୍ଗା ପୂଜା ସମିତି ପକ୍ଷରୁ ସୂଚନା…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା August 29, 2025 Papirani ଭୁବନେଶ୍ୱରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ କରିବେ ଉଦ୍ଘାଟନ।୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜିତ ହେଉଛି ସମ୍ମିଳନୀ । ଏହି ସମ୍ମିଳନୀରେ CMଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବେ । SC/STଙ୍କ…
ତାଜା ଖବର ରାଜ୍ୟ ରାଜଧାନୀରେ ବିଏମସି କରିବ କୁକୁର ଗଣନା; କାନରେ ଲାଗିବ ଟ୍ୟାଗ୍ August 22, 2025 Papirani ରାଜଧାନୀରେ ବିଏମସି କରିବ କୁକୁର ଗଣନା। ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ହେବ ଗଣନା। ଏପରିକି କୁକୁରଙ୍କ କାନରେ ଲାଗିବ ଟ୍ୟାଗ। ରାଜଧାନୀରେ ଥିବା ସମସ୍ତ କୁକୁରଙ୍କ ତଥ୍ୟ BMC ପାଖରେ ରହିବ। ଏନେଇ ଆଜି ସୂଚନା ଦେଇଛନ୍ତି…
ତାଜା ଖବର ରାଜ୍ୟ ଭୁବନେଶ୍ୱର ଖଣ୍ଡଗିରି ଛକରେ ପ୍ରବଳ ଟ୍ରାଫିକ୍ ଜାମ୍ August 22, 2025 Papirani ଭୁବନେଶ୍ବର ଖଣ୍ଡଗିରି ଛକରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍ ବିପଦସଙ୍କୁଳ ଥିବା ସୂଚନା । ଓଭର ବ୍ରିଜ ଉପରେ ମରାମତି ଚାଲୁଥିବାରୁ ଏପରି ରାସ୍ତା ଜାମ ହେଉଥିବା ସୂଚନା ମିଳିଛି । ସର୍ଭିସ୍ ରୋଡ୍…
ତାଜା ଖବର ରାଜ୍ୟ ଭୁବନେଶ୍ବରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ August 12, 2025 Papirani ଭୁବନେଶ୍ବରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି । ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି । ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ…
ତାଜା ଖବର ରାଜ୍ୟ ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ରାବାସରେ ଜଣେ ଅଣଛାତ୍ରଙ୍କ ମୃତ୍ୟୁ August 11, 2025 Papirani ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ହଷ୍ଟେଲ୍ ଛାତରୁ ପଡ଼ି ଜଣେ ଯୁବଙ୍କ ମୃତ୍ୟୁ। ଜଣେ ବିଜେଡି ନେତାଙ୍କ ଡ୍ରାଇଭର ଭାବେ କାମ କରିଥିଲେ ମୃତ ଯୁବକ । ମୃତ ଯୁବକ ହେଲେ ନରସିଂହପୁରର ବିଶ୍ୱ ରଂଜନ…
ରାଜ୍ୟ ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ମୃତ୍ୟୁ August 9, 2025 Nirvay ଜୀବନ ଯୁଦ୍ଧରେ ହାରିଗଲେ ନର୍ସିଂ ଛାତ୍ରୀ । ନବରଙ୍ଗପୁର ଜିଲ୍ଲା, ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । କହିରଖୁଛୁ ଯେ, ଏହି ଯୁବତୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲା ।…
ତାଜା ଖବର ରାଜ୍ୟ ପୁଣି ଭରତପୁର ଥାନା ନାଁରେ ସାଙ୍ଘାତିକ ଅଭିଯୋଗ; ହତ୍ୟାକୁ ଆତ୍ମହତ୍ୟା ବୋଲି ଦର୍ଶାଇବାକୁ କରାଯାଉଛି ବାଧ୍ୟ August 8, 2025 Papirani ପୁଣି ଭରତପୁର ଥାନା ନାଁରେ ସାଙ୍ଘାତିକ ଅଭିଯୋଗ । ଭରତପୁର ଥାନାର SI ହତ୍ୟାକୁ ଆତ୍ମହତ୍ୟା ବୋଲି ରିପୋର୍ଟରେ ଦର୍ଶାଇବାକୁ ଚାପ ପକାଉଥିବା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକ। ଆଜି ଭରତପୁର ଥାନା ପଣ୍ଡାକୁଦିଆ ଅଞ୍ଚଳରୁ ଝୁଲନ୍ତା ମୃତଦେହ ଉଦ୍ଧାର…