Tag: Bhubaneswar

ବିଏମ୍‌ସି ଅଧିନକୁ ଆସିବ ଭୁବନେଶ୍ବର ଏମ୍ସ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପାୟୀଙ୍କ ଷଷ୍ଠ ପୂଣ୍ୟ ତିଥିରେ ଭୁବନେଶ୍ବର ଏମ୍ସ ପରିସରରେ ଥିବା ବାଜପାୟୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ଅବସରରେ ଏମ୍ସ ପାଇଁ…

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ଭୁବନେଶ୍ୱର ଏମ୍ସ ଡାକ୍ତରଙ୍କ ଧାରଣା

କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ ପାଇଁ କୋଲକାତାରେ ପହଞ୍ଚିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଏକ ଟିମ୍। କୋଲକାତା ହାଇକୋର୍ଟ ମଙ୍ଗଳବାର କୋଲକାତା ପୋଲିସରୁ କେନ୍ଦ୍ରୀୟ ଏଜେନ୍ସିକୁ ତଦନ୍ତ ଦାୟିତ୍ୱ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ…

ଭୁବନେଶ୍ୱର ମଧ୍ୟ ବିଧାୟକଙ୍କୁ ହାଇକୋର୍ଟର ନୋଟିସ୍ 

ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ହାଇକୋର୍ଟଙ୍କ ନୋଟିସ । ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି ହୋଇଛି। ସେପ୍ଟେମ୍ବର ୯ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ…

ଗାଡ଼ି ପାର୍କିଙ୍ଗକୁ ନେଇ ଡବଲ ମର୍ଡର ଘଟଣା: ୨ ଗିରଫ

ଭୁବନେଶ୍ବର ଗାଡ଼ି ପାର୍କିଙ୍ଗକୁ ନେଇ ଡବଲ ମର୍ଡର ଘଟଣାରେ ୨ ଅଭିଯୁକ୍ତ ଗିରଫ କରିଛି ପୋଲିସ। ପ୍ରଦୀପ ମଲ୍ଲିକ ଏବଂ ଗଣେଶ ମଲ୍ଲିକଙ୍କୁ ଚଣ୍ଡିଖୋଲରୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ହତ୍ୟା ସମୟରେ ବ୍ୟବହୃତ ଏକ ଗାଡି ଜବତ ହୋଇଛି। ଏଥିସହ…

ନୂତନ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟକୁ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ…

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୬ଟି ଟ୍ରେନ୍‌ ବାତିଲ

ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ ରବିବାର ରାତି ପ୍ରାୟ୧ଟା ୩୫ରେ ଲାଇନ୍‌ଚ୍ୟୁତ ହୋଇଛି। ମଞ୍ଚେଶ୍ୱର ଷ୍ଟେସନ ୟାର୍ଡରେ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ୍‌ ହୋଇଥିଲା। ଫଳରେ ୨ଟି ଟ୍ରେନ୍‌କୁ ବାତିଲ କରାଯିବା ସହ ୬ଟି ଟ୍ରେନର ସମୟ ବଦଳିଛି ।…

ଭିଜିଲାନ୍ସ ପଞ୍ଝାରେ ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ଉ ଜାରି…

ରାଜଧାନୀରେ ବିଳମ୍ବିତ ରାତି ଯାଏଁ ବାର୍ ଖୋଲା ରହିଲେ କାର୍ଯ୍ୟାନୁଷ୍ଠାନ ହେବା ସହ ରଦ୍ଦ ହେବ ଲାଇସେନ୍ସ

ବାର୍ ମାଲିକଙ୍କୁ ଚେତାବନୀ। ରାଜଧାନୀର ଅନେକ ବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ବାରମ୍ବାର ଅଭିଯୋଗ ଆସିବାପରେ ରାଜ୍ୟ ଅବକାରୀ ବିଭାଗର ବାର୍ ମାଲିକଙ୍କୁ ଦେଇଛନ୍ତି ଚେତାବନୀ। ଅବକାରୀ ବିଭାଗ ଆୟୁକ୍ତ ନରସିଂହ ଭୋଳ ରାଜଧାନୀର ସମସ୍ତ ବାରଗୁଡ଼ିକୁ ନିୟମ…

ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ସପ୍ତମ ବାଟାଲିୟନର ସିପାହୀ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଦୁର୍ଯ୍ୟୋଧନ ୨୦୦୨ ବ୍ୟାଚର ସିପାହୀ ଥିଲେ । କାରଣ ସ୍ପଷ୍ଟ…

ରାଜଧାନୀରେ ୬ ମାସରେ ୩୬ କୋଟି ଲୁଟ: ପୋଲିସ କମିଶନର

ସାଇବର ଠକକୁ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର। ଜାନୁଆରୀରୁ ୬ ମାସ ମଧ୍ୟରେ ୩୬ କୋଟି ଠକେଇ ହୋଇଛି। ସାଇବର ଥାନାରେ ୨୩୯୪ଟି ରିପୋର୍ଟ ହୋଇଛି। ସାଇବର ଠକଙ୍କ ୯ କୋଟି ୫୦ ଲକ୍ଷ ଫ୍ରିଜ୍‌ ହୋଇଛି। ୪୬ ଲକ୍ଷ…