Tag: Bhubaneswar

Bhubaneswar Pollution: ପ୍ରଦୂଷଣ ରୋକିବାକୁ ବିଏମ୍‌ସି ପକ୍ଷରୁ ଜାରି ହେଲା କଟକଣା

ପ୍ରଦୂଷଣ ପାଇଁ ରାଜଧାନୀରେ ଲାଗିଲା କଟକଣା । ଅନୁଗୁଳ ଏବଂ ବାଲେଶ୍ୱର ପରେ, ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ଓଡ଼ିଶା ରାଜଧାନୀରେ ବାୟୁ ଗୁଣବତ୍ତା ହ୍ରାସ କରିବା ପାଇଁ କଟକଣା ଜାରି କରିଛି । ହୋଟେଲ୍ ଢାବାରେ କାଠ ଓ କୋଇଲା…

Ama Bus Accident: ଆମ ବସ୍‌’ ଧକ୍କାରେ ଅଟୋ ଚାଳକ ମୃତ ଘଟଣା; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସଂପର୍କୀୟଙ୍କୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। CMRFରୁ ୪ ଲକ୍ଷ ଟଙ୍କା ସହାୟତା ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି । ଏହା ସହ ଏହି ଘଟଣାକୁ ନେଇ…

Patha Utsav: ଭୁବନେଶ୍ବରରେ ଆରମ୍ଭ ହୋଇଛି ପଥ ଉତ୍ସବ 

୨୦୨୬ର ପ୍ରଥମ ପଥ ଉତ୍ସବ କରାଯାଉଛି। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନିକଟରେ ଏହି ପଥ ଉତ୍ସବ ଅନୁଷ୍ଠିତ କରାଯାଇଛି। ଚଳିତ ବର୍ଷ ପଥ ଉତ୍ସବକୁ ଟିକିଏ ନିଆରାଢଙ୍ଗରେ ପାଳନ କରାଯାଉଛି। ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ରାସ୍ତାରେ “ପଥ…

Khandagiri Mela 2026: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା; ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି

ଖଣ୍ଡଗିରିରେ ମାଘ ମେଳା ଆୟୋଜନ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସାଧୁସନ୍ଥଙ୍କ ରହଣିଠାରୁ ଆରମ୍ଭ କରି ସୁରକ୍ଷା ବ୍ୟବସ୍ଥା ଉପରେ ଅନେକ ଗୁରୁତ୍ୱ ପୂର୍ଣ୍ଣ…

Bhubaneswar Residents Consume Liquor: ଡିସେମ୍ବର ୨୫ ଠାରୁ ‘ଜିରୋ ନାଇଟ୍‌’ ଯାଏଁ ରାଜଧାନୀବାସୀ ପିଇଦେଲେ ୩୨ କୋଟି ଟଙ୍କାର ମଦ

ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜ୍ୟରେ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରିକୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ବର୍ଷର ଶେଷ ସାତ ଦିନରେ ରାଜଧାନୀବାସୀ ପିଇଲେ ୩୨ କୋଟିର ମଦ । ଅଢେଇ ଲକ୍ଷ ଲିଟର ବିଦେଶୀ ମଦ…

Nico Park Revamp Redevelopment: ଭୁବନେଶ୍ବର ନିକୋ ପାର୍କର ହେବ ନବ କଳେବର

ଭୁବନେଶ୍ବର ନିକୋ ପାର୍କର ହେବ ନବ କଳେବର । ଓଡ଼ିଶା ସରକାର ଭୁବନେଶ୍ୱରର ‘ନିକ୍କୋ ପାର୍କ’ ଭାବରେ ଜଣାଶୁଣା ବିଡିଏ ସିଟି ସେଣ୍ଟରର ଏକ ବ୍ୟାପକ ପୁନଃବିକାଶ କରିବେ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର…

Sanitation Operations In Bhubaneswar: ଉଷା ପାଢ଼ୀଙ୍କ ଭୁବନେଶ୍ୱରରେ ରାତ୍ରିକାଳୀନ ସ୍ୱଚ୍ଛତା କାର୍ଯ୍ୟର ପରିଦର୍ଶନ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ଗତକାଲି ରାତିରେ ଭୁବନେଶ୍ୱର ସହରର ବିଭିନ୍ନ ସ୍ଥାନରେ ଚାଲୁଥିବା ସ୍ୱଚ୍ଛତା କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ସହିତ ସମୀକ୍ଷା କରିଥିଲେ । ଏହି ପରିଦର୍ଶନ ସମୟରେ ତାଙ୍କ ସହ ଭୁବନେଶ୍ୱର…

Congress Protest Outside TPCODL Office: ଭୁବନେଶ୍ବର TPCODL କାର୍ଯ୍ୟାଳୟକୁ ଘେରିଲା କଂଗ୍ରେସ

ଭୁବନେଶ୍ୱରରେ ଟାଟା ପାୱାର ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPCODL) କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାଙ୍କ ବିକ୍ଷୋଭ । ସ୍ମାର୍ଟ ମିଟର, ସିକ୍ୟୁରିଟି ଅର୍ଥ ପ୍ରତ୍ୟାହାର ଦାବି ନେଇ TPCODL…

Shikharachandi Hill reopens For Tourists: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିଖରଚଣ୍ଡି ପୀଠ

ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିଖରଚଣ୍ଡି ପୀଠ। ପାହାଡ଼ରୁ ଦନ୍ତା ଆଉଟ୍ ପରେ ଖୋଲିଲା ଶିଖରଚଣ୍ଡୀ ପୀଠ । ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଲା ଅନୁମତି । କିଛିଦିନ ହେବ ଶିଖରଚଣ୍ଡି ପୀଠରେ ଦୁଇଟି ଦାନ୍ତ ହାତୀ…

CEC Visits Bhubaneswar: ରଘୁରାଜପୁର, ଧଉଳି, ଉଦୟଗିରି, ମୁକ୍ତେଶ୍ଵର ମନ୍ଦିର ପରିଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଓଡିଶା ଗସ୍ତରେ ଆସିଥିବା ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଆଜି କଳାଗ୍ରାମ ରଘୁରାଜପୁର ପରିଦର୍ଶନ କରି ସେଠାକାର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ନିଖୁଣ ପଟ୍ଟଚିତ୍ର, ଟସର ଓ କାଠ ଶିଳ୍ପ ଆଦି କଳାକୃତିର ପ୍ରତ୍ୟକ୍ଷ ଅନୁଭୂତି ନେବା ସହିତ…