Tag: Bhubaneswar

ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…

୩ ବର୍ଷ ଭିତରେ ଭିଡ଼ ମୁକ୍ତ ହେବ ଭୁବନେଶ୍ୱର: ପୃଥ୍ଵୀରାଜ ହରିଚନ୍ଦନ

ଭୁବନେଶ୍ୱରକୁ ଭିଡ଼ ମୁକ୍ତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଜି ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ, ଭୁବନେଶ୍ୱର ସହରକୁ ଭିଡ଼ ମୁକ୍ତ କରିବାକୁ ଜୁନ ୧୨ ରେ ଏକାଧିକ…

ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ୍‌

କମିବ ଡିଜେଲ ବସ ବ୍ୟବହାର, ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ । ହାଇଡ୍ରୋଜେନ ପ୍ରସ୍ତୁତ ପାଇଁ ସ୍ୱେରେଜ ୱାଟର ବ୍ୟବହାର ହେବ । ଏ ନେଇ ଏମଓୟୁ ସରିଥିବା ସୂଚନା…

ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ

ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ। ରୋମନିଆର ଯୁବକ ମନ୍ଦିର ଭିତରେ ପଶିଆସିଥିଲେ । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ଥାନାରେ ଜିମା ଦେଇଥିଲେ । ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଛି। ଅପରପକ୍ଷେ…

ବାଂଲାଦେଶୀଙ୍କ ଲାଗି ମେୟର ସୁଲୋଚନା ଦାସଙ୍କ ଓକିଲାତିକୁ ନେଇ ବିଜେପିର ତୀବ୍ର ବିରୋଧ

ଭୁବନେଶ୍ୱରରେ ରହୁଥିବା ବାଂଲାଦେଶୀ ନାଗରିକ ପ୍ରସଙ୍ଗରେ ମେୟର ସୁଲୋଚନା ଦାସ ଦେଇଥିବା ମନ୍ତବ୍ୟକୁ ବିରୋଧ କରି କଡା ନିନ୍ଦା କରିଛି ଭାରତୀୟ ଜନତା ପାର୍ଟି । ରାଜଭବନରୁ ଶିଶୁ ଭବନ ପର୍ଯ୍ୟନ୍ତ ପ୍ରତିବାଦ ଶୋଭାଯାତ୍ରା କରି ମେୟର ସୁଲୋଚନା ଦାସଙ୍କ କୁଶ…

ଲିଙ୍ଗରାଜ ଷ୍ଟେସନ ଆଗରେ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ଖଣ୍ଡୁଆଳ ବସ୍ତିର ସନାତନ ରାଉତ। ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ। ମୃତକଙ୍କ ବୟସ ୩୩ ବୟସ। ଲିଙ୍ଗରାଜ ଷ୍ଟେସନ ରୋଡ଼ ପାଖରେ ଛିଡା ହୋଇ ଶ୍ରମିକ ଭାବେ…

ଭୁବନେଶ୍ୱରରେ କରୋନା ଆକ୍ରାନ୍ତ ଚିହ୍ନଟ

ସାରା ଦେଶରେ ଆସ୍ତେ ଆସ୍ତେ କରୋନା ମହାମାରୀ ପୁଣି କାୟା ବିସ୍ତାର କରୁଛି । ଯାହାଫଳରେ ସବୁଠି କରୋନାର ଭୟ ଖେଳିଯାଇଛି । ଏହାରି ମଧ୍ୟରେ ଏବେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ…

ଓଡ଼ିଶା ସୂଚନା କମିଶନରେ ହେବ ନାହିଁ ଗ୍ରୀଷ୍ମକାଳୀନ ଅବକାଶ

ଓଡ଼ିଶା ସୂଚନା କମିଶନଙ୍କ ଏକ ବୈଠକରେ କମିଶନ ଏହା ସ୍ଥିର କରିଛନ୍ତି ଯେ, ଆଗାମୀ ଗ୍ରୀଷ୍ମକାଳୀନ ଅବକାଶ ବେଳେ ମାମଲାଗୁଡ଼ିକର ଶୁଣାଣି ଜାରି ରହିବ । ବିଗତ ବର୍ଷ ଗୁଡ଼ିକରେ ଯେତେବେଳେ ଉଚ୍ଚ ନ୍ୟାୟାଳୟମାନ ବନ୍ଦ ଥିଲା ଏବଂ ଆଇନଜୀବୀମାନେ ଛୁଟିରେ…

କଟକଣା ସତ୍ତ୍ବେ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍

ରାଜଧାନୀରେ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌ । ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଡ୍ରୋନ୍ ମନ୍ଦିର ଉପରେ ଉଡ଼ୁଥ‌ିବା ଦେଖୁବାକୁ ମିଳିଛି । ଡ୍ରୋନ୍‌ ଉଡ଼ିବା ନେଇ ଡିଜିପିଙ୍କ କଟକଣା ସତ୍ତ୍ବେ ଉଡ଼ିଲା ଡ୍ରୋନ। ଏ…

ଭୁବନେଶ୍ବରରେ ଖୋଲିବ ଏନଆଇଏ ଶାଖା

ଭୁବନେଶ୍ୱରରେ ଖୋଲିବ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଶାଖା । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ଭୁବନେଶ୍ୱରର ଭିଏସ୍‌ଏସ୍‌ନଗରରେ ପ୍ରାରମ୍ଭିକ ଭାବେ ଏନଆଇଏର ଶାଖା କାର୍ଯ୍ୟ କରିବ । ଜଣେ ଏସ୍‌ପି ପାହ୍ୟାର ଅଧିକାରୀ ଶାଖାର…