ତାଜା ଖବର ରାଜ୍ୟ ଭୁଟାନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ; ଅନ୍ତର୍ଜାତୀୟ ସମ୍ମିଳନୀରେ ଭାରତର ପ୍ରତିନିଧିତ୍ଵ କରିବେ May 19, 2025 Papirani ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବାକୁ ଭୁଟାନ ଗସ୍ତରେ ଗଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସ ଭୁଟାନର…