ରାଜନୀତି ରାଜ୍ୟ ପୂର୍ବତନ ମନ୍ତ୍ରୀ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନମୋହନ ସାମଲ August 7, 2025 Nirvay ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି । ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ…