Tag: Bidya Bharati

ACF Soumya Ranjan Death Case: ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ଝଟକା, ଆବେଦନ ଖାରଜ

ପାରଳାଖେମୁଣ୍ଡିର ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟରୁ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ଆଶ୍ୱସ୍ତି ମିଳିନାହିଁ। ଦୀର୍ଘ ଦିନର ଆଇନଗତ ଲଢ଼େଇ ମଧ୍ୟରେ ବିଦ୍ୟାଭାରତୀଙ୍କ ଦ୍ୱାରା ଦାଖଲ କରାଯାଇଥିବା ସ୍ୱତନ୍ତ୍ର ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ଏହା ସହିତ…