Tag: Bidyabharati Panda

ACF Soumya Ranjan Death Case: ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: କୋର୍ଟରେ ଆତ୍ମସମର୍ପଣ କଲେ ପତ୍ନୀ ବିଦ୍ୟାଭାରତୀ

ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଏକ ବଡ଼ ମୋଡ଼ ଆସିଛି। ମୃତ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ପାରଳାଖେମୁଣ୍ଡି ଏସ୍.ଡି.ଜେ.ଏମ୍. କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶା ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହେବା ପରେ…