Tag: Bidyut Prabha Devi

ନାରୀଶିକ୍ଷାର ଅଗ୍ରଗତିରେ ଅଗ୍ରଣୀ ଭୂମିକା ନେଇଥିଲେ କବି ବିଦ୍ୟୁତ୍‌ପ୍ରଭା

ଭୁବନେଶ୍ୱର ଠାରେ ଓଡ଼ିଶା ସରକାରଙ୍କ ଓଡ଼ିଆ ବିଭାଗ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆୟୋଜିତ “ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ” ସମାରୋହରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି । ନାରୀଶିକ୍ଷାର…