ତାଜା ଖବର ରାଜ୍ୟ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁଲିସ୍ ଏସ୍ଆଇ August 25, 2025 Papirani ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲାର ପୁଲିସ୍ ଏସ୍ଆଇ ଜଗା ବରିହା । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭ ହଜାର…