Tag: Biju Mahila Janata Dal

New Biju Mahila Janata Dal Office-Bearers: ମହିଳାଙ୍କ ପ୍ରତି ଅନ୍ୟାୟ ଓ ଅତ୍ୟାଚାର ବିରୁଦ୍ଧରେ ଲଢେଇ ଆହୁରି ମଜବୁତ୍‌ ହେବ: ନବୀନ ପଟ୍ଟନାୟକ

ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତା ମାନଙ୍କୁ ଭେଟିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ…