Tag: Biju Patnaik

PM Modi Praises Biju Patnaik in Indonesia: ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା

ଇଣ୍ଡୋନେସିଆ ଗ୍ରସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜାକର୍ତ୍ତାରେ ଇଣ୍ଡୋନେସିଆ ସଂସଦକୁ ସମ୍ବୋଧନ କରି ଭାଷଣ ଦେବା ସମୟରେ ଇଣ୍ଡୋନେସିଆର ସ୍ୱାଧୀନତା ସଂଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଭୂମିକାକୁ ମନେ ପକାଇଛନ୍ତି ମୋଦି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ…

CM Mohan Majhi Pays Tribute to Biju Patnaik: ସମୃଦ୍ଧ ଓଡ଼ିଶା ନେଇ ବିଜୁ ବାବୁ ଦେଖିଥିବା ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଉପ…

Bijay Mohapatra Targets Pandian: ଓଡ଼ିଶା ନାଗରିକ ମଞ୍ଚରେ ପରୋକ୍ଷରେ ପାଣ୍ଡିଆନଙ୍କୁ ବିଜୟଙ୍କ ଟାର୍ଗେଟ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ଆତ୍ମପ୍ରକାଶ କରିଛି ଓଡିଶା ନାଗରିକ ମଞ୍ଚ। ଭୁବନେଶ୍ବର ଓୟୁଏଟି ଅଡିଟୋରିୟମରେ ବିଶାଳ ସମାବେଶରେ ଏକତ୍ର ହୋଇଛନ୍ତି ବହୁ ବିଜୁ ଲିଗାସି ନେତା। ଏହି…

Biju Patnaik Death Anniversary: ଓଡ଼ିଶା କ୍ରମାଗତ କେନ୍ଦ୍ର ଦ୍ୱାରା ଅବହେଳାର ଶିକାର ହୋଇ ଆସିଛି: ନବୀନ ପଟ୍ଟନାୟକ 

ଆଜି ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ୍ ଜନନାୟକ, ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ୨୯ ତମ ତିରୋଧାନ ଦିବସ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡ଼ିଶାର ରାଜନୈତିକ ଯାତ୍ରାରେ କିମ୍ବଦନ୍ତୀ ନେତା ବିଜୁ ପଟ୍ଟନାୟକଙ୍କ…

Death Anniversary Of Biju Patnaik: ଆଜି ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ । ୧୯୯୭ ମସିହା ଏପ୍ରିଲ ୧୭ରେ ବିଜୁବାବୁଙ୍କ ତିରୋଧାନ ହୋଇଥିଲା । ବିଜୁ ବାବୁଙ୍କ ପୂଣ୍ୟତିଥି ଅବସରରେ ବିଜେଡ଼ି ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି…

Nishikant Dubey’s Remarks On Biju Patnaik: ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ଅପରିଣାମଦର୍ଶୀ, ଗ୍ରହଣୀୟ ନୁହେଁ: ପୃଥ୍ୱୀରାଜ ହରିଚନ୍ଦନ

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଉପରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଦୁବେଙ୍କ ମନ୍ତବ୍ୟ ସରକାରଙ୍କ ଦୃଷ୍ଟିକୁ ଆସିଛି…

Baijayant Panda Condemns Nishikant’s Remarks on Biju Babu: ବିଜୁବାବୁଙ୍କ ଦେଶପ୍ରେମ ଉପରେ ଆପତ୍ତି ଉଠାଇବା ହାସ୍ୟାସ୍ପଦ: ବୈଜୟନ୍ତ ପଣ୍ଡା

ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଦେଶପ୍ରେମ ଉପରେ ପ୍ରଶ୍ନ ଉଠାଇବାର ପ୍ରୟାସକୁ “ହାସ୍ୟସ୍ପଦ” ଏବଂ “ଅଗ୍ରହଣୀୟ” ବୋଲି କହିଛନ୍ତି । ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ପ୍ରତିବାଦରେ…

Babu Singh Condemns Nishikant Dubey’s Remarks: ବିଜୁ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଦୃଢ ନିନ୍ଦା କଲେ ବିଜେପି ବିଧାୟକ ବାବୁ ସିଂହ

ଓଡ଼ିଶା ରାଜନୀତିର ମହାନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିରୋଧରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ଅପମାନଜନକ ଓ ଅସତ୍ୟ ମନ୍ତବ୍ୟକୁ ନେଇ ସାରା ରାଜ୍ୟରେ ତୀବ୍ର ବିରୋଧ ଦେଖିବାକୁ ମିଳିଛି। ବିଜୁ ପଟ୍ଟନାୟକଙ୍କ ଉପରେ ବିବାଦୀୟ ମନ୍ତବ୍ୟକୁ ନେଇ ଚାଲିଥିବା…

Dilip Ray Defends Biju Legacy: ବିଜୁ ବାବୁଙ୍କ ଜୀବନ ସାହସ, ତ୍ୟାଗ, ଦୂରଦୃଷ୍ଟି, ଦେଶପ୍ରେମରେ ପରିପୂର୍ଣ୍ଣ ଥିଲା: ଦିଲ୍ଲୀପ ରାୟ

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ନେଇ ରାଜନୈତିକ ଉତ୍ତେଜନା ଦେଖିବାକୁ ମିଳିଛି । ଏହାରି ମଧ୍ୟରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ସାଂସଦ ଦିଲ୍ଲୀପ ରାୟ । ଏକ ବିସ୍ତୃତ ସୋସିଆଲ…

Naveen Condemns Nishikant Dubey’s Remarks: ବିଜୁ ବାବୁଙ୍କୁ ନେଇ ଦୁବେଙ୍କ ଅପମାନଜନକ ମନ୍ତବ୍ୟ; ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ

ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଜୁ ଜନତା ଦଳ (ବିଜେଡି) ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବିରୁଦ୍ଧରେ ବିଜେପି ନେତା ନିଶିକାନ୍ତ ଦୁବେଙ୍କ ଦ୍ୱାରା ଦିଆଯାଇଥିବା ବିବାଦୀୟ ମନ୍ତବ୍ୟକୁ ଦୃଢ଼ ନିନ୍ଦା…