Tag: bird flu

କଣାସରେ ବାର୍ଡ ଫ୍ଲୁ !

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ବିଭିନ୍ନ ବ୍ଲକ ଅଞ୍ଚଳ ପରେ ଏବେ କଣାସ ଅଞ୍ଚଳରେ ବାର୍ଡ ଫ୍ଲୁ ବ୍ୟାପିଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ ସତ୍ୟାସତ୍ୟ ଜାଣିବା ପାଇଁ କୁକୁଡ଼ାଙ୍କ ଲାଳ ରକ୍ତ ନମୁନା ଭୋପାଳ ପରୀକ୍ଷାଗାରାକୁ…

ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି। ତେଣୁ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ…

କେନ୍ଦ୍ରାପଡ଼ାରେ ବାର୍ଡଫ୍ଲୁ ଆତଙ୍କ; ଚିକେନ ଓ ଅଣ୍ଡା ବିକ୍ରି ଉପରେ ଲାଗିଲା କଟକଣା

କେନ୍ଦ୍ରାପଡ଼ାରେ ବାର୍ଡଫ୍ଲୁ ଭୟ । ଚିକେନ ଓ ଅଣ୍ଡା ବିକ୍ରି ଉପରେ ଲାଗିଲା କଟକଣା । ବିକ୍ରି କରୁଥିଲେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଏହା ସହ ମାଂସ ଓ ଅଣ୍ଡା ନ ଖାଇବାକୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରୁଛି ପ୍ରଶାସନ…

କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ବ୍ୟାପିବା ଆଶଙ୍କା

ପୁରୀ ଜିଲ୍ଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗରେ ବାର୍ଡ ଫ୍ଲୁ ବ୍ୟାପିଛି। ଏବେ କେନ୍ଦ୍ରାପଡ଼ାରେ ବ୍ୟାପିଥିବା ନେଇ ଆଶଙ୍କା କରାଯାଉଛି। ରାସ୍ତାକଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ ହୋଇଛି। ଡେରାବିଶ ଥାନା ନରସିଂହପୁର ପଞ୍ଚାୟତ ବାଇକିଆ ରାସ୍ତାରେ ମୃତ…

ନିମାପଡ଼ା ଓ ଡେଲାଙ୍ଗକୁ ବ୍ୟାପିଲା ବାର୍ଡ ଫ୍ଲୁ

ପୁରୀ ଜିଲ୍ଲାର ପିପିଲି ଓ ସତ୍ୟବାଦୀ ପରେ ଏବେ ନିମାପଡ଼ାକୁ ବ୍ୟାପିଛି ବାର୍ଡ ଫ୍ଲୁ। ନିମାପଡ଼ାର କୋଠ କୋସଙ୍ଗ ଓ ଡେଲାଙ୍ଗରେ ବାର୍ଡ ଫ୍ଲୁ। ବାର୍ଡ ଫ୍ଲୁ ଚିହ୍ନଟ ପରେ କୁକୁଡ଼ା ମାରିବାକୁ ପ୍ରସ୍ତୁତି ଚାଲିଛି। ୪୦ ଜଣିଆ ରାପିଡ ରେସପନ୍ସ…

ରାଜ୍ୟରେ ବ୍ୟାପୁଛି ବାର୍ଡ ଫ୍ଲୁ; ଚିକେନ୍ ନ ଖାଇବାକୁ ଅନୁରୋଧ କଲେ ଭୁବନେଶ୍ୱର ମେୟର

ରାଜ୍ୟରେ ଦିନକୁ ଦିନ ବାର୍ଡ ଫ୍ଲୁ ଆତଙ୍କ ଦେଖିବାକୁ ମିଳୁଥିବା ବେଳେ ଆଜି ଭୁବନେଶ୍ବରର କୁକୁଡ଼ା ଦୋକାନୀଙ୍କୁ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ତରଫରୁ ନୋଟିସ୍ ଜାରି କରାଯାଇଛି । ସଂକ୍ରିମତ ଅଞ୍ଚଳରୁ କୁକୁଡ଼ା ନକିଣିବାକୁ ଦୋକାନୀଙ୍କୁ ନୋଟିସ୍ ଦିଆଯାଇଥିବା ବେଳେ କୌଣସି…

ମଣିଷ ଶରୀରରେ ଚିହ୍ନଟ ହେଲା ବାର୍ଡ ଫ୍ଲୁ ଭାଇରସ୍‌

ପୁରୀ ଜିଲ୍ଲା ମଙ୍ଗଳପୁରରେ ଜଣେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ସୂଚନା ଦେଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । ସେ କହିଛନ୍ତି ବାର୍ଡ ଫ୍ଲୁ ଏକ ଭୁତାଣୁଜନିତ ରୋଗ ଯାହା ଦ୍ୱାରା କୁକୁଡା ଇତ୍ୟାଦି ପକ୍ଷୀ ଆକ୍ରାନ୍ତ ହୋଇଥାନ୍ତି…

ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା

ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଜଣେ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି, ଆକ୍ରାନ୍ତ ବୋଲି କହି ହେବନି। ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି। ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ…

ଚିନ୍ତା ବଢ଼ାଉଛି ବାର୍ଡ ଫ୍ଲୁ: ସର୍ଭେଲାନ୍ସ ନିର୍ଦ୍ଦେଶ

ପୁରୀ ଜିଲ୍ଲାର ୨ଟି ବ୍ଲକରେ ବଢୁଥିବା ବାର୍ଡ ଫ୍ଲୁ ପାଇଁ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ସର୍ଭେଲାନ୍ସ ପାଇଁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୁରୀ ସିଡିଏମଓ ଏବଂ ଜନସ୍ୱାସ୍ଥ୍ୟ ଅଫିସରଙ୍କୁ ଚିଠି କରିବା ସହ ବ୍ୟାପକ ପଦକ୍ଷେପ…

ପିପିଲିରେ ବାର୍ଡ଼ ଫ୍ଲୁ ଆତଙ୍କ; ଚିନ୍ତାରେ କୁକୁଡ଼ା ପାଳକ

ପିପିଲିରେ କୁକୁଡାଙ୍କଠାରେ ବାର୍ଡ଼ ଫ୍ଲୁ ଚିହ୍ନଟ ହେବା ପରେ ଆତଙ୍କ ଖେଳିଯାଇଛି। କୁକୁଡ଼ା ପାଳକ ଚିନ୍ତାରେ ପଡିଛନ୍ତି। କୁକୁଡ଼ା ମଡ଼କ ଖବର ପ୍ରଚାର ହେବା ପରେ ଫୁଲନଖରା ସ୍ଥିତ ପ୍ରାଣୀସମ୍ପଦ ରୋଗ ଅନୁସନ୍ଧାନ କେନ୍ଦ୍ର (ଏଡିଆରଆଇ) ପକ୍ଷରୁ କୁକୁଡାଙ୍କ ମଳ, ଲାଳ…