Tag: Birth Anniversary

Biju Patnaik Birth Anniversary: ବିଜୁ ବାବୁଙ୍କ ୧୧୦ତମ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ତମ ଜୟନ୍ତୀ । ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ବିଜୁ ବାବୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ…

ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରପତିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଜନଜାତି ଗୌରବ ଦିବସରେ ଆଜି ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ହେଉଛି । ବିର୍ସା ମୁଣ୍ଡା ଜୟନ୍ତୀକୁ ଜାତୀୟ ଜନଜାତି ଗୌରବ ଦିବସ ଭାବେ ପାଳୁଛି ଦେଶ । ଏହି ଅବସରରେ ବିହାରର ଜାମୁଇରେ ଆୟୋଜିତ କାର୍ଯ୍ୟକ୍ରମରେ…

ଜାତୀୟ ଉତ୍ସବ ଭାବେ ପାଳିତ ହେବ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ

କେନ୍ଦ୍ର ସରକାର ଉତ୍କଳ କେଶରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ଉତ୍ସବ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏହିପରି ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଜାତୀୟ…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଆଦର୍ଶର ଅନୁପାଳନ ହିଁ ତାଙ୍କ ପ୍ରତି ପ୍ରକୃତ ସମ୍ମାନ; ମୁଖ୍ୟମନ୍ତ୍ରୀ

ଜୟଦେବ ଭବନରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୯ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଆଜି ପାଳିତ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରି କହିଛନ୍ତି ଯେ ଦେଶ ପ୍ରତି ଦୀନଦୟାଲଙ୍କ…