Tag: Birthday

CM Mohan Majhi Birthday: ୫୪ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଜନ୍ମଦିନର ଶୁଭେଚ୍ଛା ଜଣାଇଲ ପ୍ରଧାନମନ୍ତ୍ରୀ ମୋଦି

୫୪ ବର୍ଷରେ ପଦାର୍ପଣ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜୁନ୍‌ ୧୨ତାରିଖରେ ଶପଥ ଗ୍ରହଣ କରିଥିଲେ । ବିଜେପିର ଏହି ଯୁବ ନେତା ରାଜ୍ୟରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଁ…

Naveen Pattnaik birthday: ଜନ୍ମଦିନରେ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ ନବୀନ ପଟ୍ଟନାୟକ

ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର…

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ; ଚାରିଆଡୁ ଆସିଲା ଶୁଭେଚ୍ଛାର ବାର୍ତ୍ତା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି। ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟର ମେହସାଣା ସହରରେ ଜନ୍ମଗ୍ରହଣ କରିଥିବା ନରେନ୍ଦ୍ର ଦାମୋଦର ଦାସ ମୋଦୀ ଲଗାତାର ତିନି ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ…

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା: ଦିଲୀପ ମଲ୍ଲିକ

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା। ଏ ନେଇ ଆଜି ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ…

୮୨ ବର୍ଷରେ ପାଦ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ; ଧୁମଧାମରେ ପାଳନ କଲେ ଜନ୍ମଦିନ

୮୨ ବର୍ଷ ବୟସରେ ପାଦ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ପ୍ରତିବର୍ଷ ଭଳି ଆଜି ମଧ୍ୟ ସେ ବେଶ ଧୁମଧାମରେ ନିଜ ଜନ୍ମଦିନ ପାଳିଛନ୍ତି। ମୁକୁଟ ପିନ୍ଧି, ଫୁଲମାଳ ପକାଇ ଶୁଭେଚ୍ଛା ଦେଉଥିବା ଲୋକଙ୍କୁ କୁଣ୍ଢେଇ ପକାଉଛନ୍ତି ।…

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଆରମ୍ଭ ହେଲା ସେବାପକ୍ଷ

୨୦୧୪ ସାଧାରଣ ନିର୍ବାଚନ ପରେ ପ୍ରଧାନ ସେବକ ଭାବେ ନେତୃତ୍ୱ ନେଇ ଭାରତବର୍ଷକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ସମ୍ମାନ ପ୍ରତିଷ୍ଠା କରାଇଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜିଙ୍କ ଆଜି ୭୪ ତମ ଜନ୍ମଦିନ…