ତାଜା ଖବର ରାଜନୀତି ରାଜ୍ୟ Odisha CM Extends Birthday Wishes to Naveen: ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 16, 2026 Papirani ଆଜି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଅକ୍ଟୋବର ୧୬ ତାରିଖରେ ୮୦ ବର୍ଷ ବୟସ ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ‘ଏକ୍ସ’ ମାଧ୍ୟମରେ…