Tag: BJD

Student Union Elections: ଛାତ୍ର ସଂସଦ ନିର୍ବାଚନ: ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ୩ ଜଣ ସସପେଣ୍ଡ

ଛାତ୍ର ସଂସଦ ନିର୍ବାଚନ-୨୦୨୬ ସମୟରେ ଦଳବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିବା ଅଭିଯୋଗରେ ବିଜୁ ଜନତା ଦଳ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ୩ ଜଣ ପ୍ରମୁଖ କର୍ମକର୍ତ୍ତାଙ୍କୁ ତୁରନ୍ତ ପ୍ରଭାବରୁ…

BJD Accuses BJP of Election Violence: ନିର୍ବାଚନ ହାରିବା ଭୟରେ ବିଜେପି ହିଂସାର ଆଶ୍ରୟ ନେଉଛି: ବିଜେଡି

ଛାତ୍ର ସଂସଦ ନିର୍ବାଚନକୁ ନିଜ ସପକ୍ଷରେ ନେବାକୁ ବିଜେପି ନେତାମାନେ ହିଂସା ଓ ଅପହରଣର ଆଶ୍ରୟ ନେଉଛନ୍ତି । ବିଜେପିକୁ ନିର୍ବାଚନ ପରାଜୟ ଭୟ ଘାରିଛି । ବିସିଜେଡି ପ୍ରାର୍ଥୀଙ୍କୁ ନାମାଙ୍କନ ପ୍ରତ୍ୟାହାର ପାଇଁ ବିଜେପିର ମନ୍ତ୍ରୀ ଓ ବିଧାୟକମାନେ ଚାପ…

BJD-BJP Clash at Pattamundai Block Office: ପଟ୍ଟାମୁଣ୍ଡାଇ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି-ବିଜେପି ମୁହାଁମୁହିଁ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଆଜି ବିଜେଡି ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ତୀବ୍ର ହଙ୍ଗାମା ସହ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓଙ୍କ ମନମୁଖୀ କାର୍ଯ୍ୟାନୁଷ୍ଠାନ ଏବଂ ପକ୍ଷପାତିତାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଉଭୟ ଦଳ ।…

Jan Sampark Padayatra: ଭୁବନେଶ୍ୱରରେ ବିଜେଡିର ଜନସମ୍ପର୍କ ପଦଯାତ୍ରା: ଡବଲ୍ ଇଞ୍ଜିନ ସରକାରକୁ ନବୀନଙ୍କ ଟାର୍ଗେଟ୍

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ…

BJD Target State Govt Over Student Union Elections: ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତିତା କରୁଛନ୍ତି
ରାଜ୍ୟ ସରକାର: ବିଜେଡି

ଛାତ୍ର ସଂସଦ ନିର୍ବାଚନରେ ଲିଙ୍ଗ୍‌ଡୋ କମିଶନଙ୍କ ନିୟମକୁ ଖୁଲମଖୁଲା ଉଲ୍ଲଙ୍ଘନ କରାଯାଉଛି । କ୍ୟାମ୍ପସ ରାଜନୀତିରେ ବିଜେପି ନେତା ହସ୍ତକ୍ଷେପ କରୁଛନ୍ତି । ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ କରିବାକୁ ରାଜନୈତିକ ଚାପ ପକାଯାଉଛି । ଶାସକ ଦଳର ସମର୍ଥିତ…

BJD Maintains Equal Distance from BJP, Congress: ବିଜେଡି ଉଭୟ ବିଜେପି ଓ କଂଗ୍ରେସଠାରୁ ସମଦୂରତା ବଜାୟ ରଖିଛି

ଆଜି ଏକ ପ୍ରେସ୍ ବିବୃତ୍ତିରେ ବିଜେଡି ମିଡିଆ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି ଯେ, ବିଜେଡି ଆସନ୍ତାକାଲି ଡକାଯାଇଥିବା ବନ୍ଦକୁ ନା ସମର୍ଥନ କରୁଛି, ନା ବିରୋଧ କରୁଛି । ଆମେ ଏକ ସ୍ୱାଧୀନ ଓ ନୀତିନିଷ୍ଠ ଆଭିମୁଖ୍ୟ ବଜାୟ…

BJD Takes U-Turn on Odisha Bandh: ବିଜେଡି ଆଭିମୁଖ୍ୟକୁ ନେଇ କଂଗ୍ରେସର କଟାକ୍ଷ

କଂଗ୍ରେସ ପକ୍ଷରୁ ଅକ୍ଟୋବର ୮ ତାରିଖରେ ଆହ୍ୱାନ କରାଯାଇଥିବା ଓଡ଼ିଶା ବନ୍ଦକୁ ସମର୍ଥନ ନେଇ ବିଜୁ ଜନତା ଦଳ (ବିଜେଡି) ନିଜ ନିଷ୍ପତ୍ତିରୁ ଓହରି ଯାଇଥିବା ନେଇ କଂଗ୍ରେସ ପକ୍ଷରୁ ବିଜେଡିକୁ ତୀବ୍ର ସମାଲୋଚନା କରାଯାଇଛି । ବିଜେଡିର ଆଭିମୁଖ୍ୟକୁ ନେଇ…

Odisha Bandh Tomorrow: ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା; ସମର୍ଥନ ଦେବାକୁ ମନା କଲା ବିଜେଡି

ଆସନ୍ତାକାଲି ବିଭିନ୍ନ ଦାବିରେ ବିରୋଧୀ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ପାଳନ ପାଇଁ ସମସ୍ତଙ୍କୁ ଆହ୍ୱାନ କରାଯାଇଛି । ମୁଖ୍ୟ ନିର୍ବାଚନ ଆୟୋଗ ଜ୍ଞାନେଶ କୁମାରଙ୍କ ଇସ୍ତଫା,…

Biranchi Narayan Tripathy Slams Opposition: ଅପ୍ରସଙ୍ଗକୁ ପ୍ରସଙ୍ଗ କରିବାକୁ ହୀନ ଉଦ୍ୟମ କରୁଛି ବିରୋଧୀ: ବିରଞ୍ଚି ନାରାୟଣ ତ୍ରିପାଠୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶରେ ୧୨ ବର୍ଷର ସୁଶାସନ ଏବଂ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାରଙ୍କ ଅଢ଼େଇ ବର୍ଷର ଲୋକାଭିମୁଖୀ ଶାସନ ଯୋଗୁଁ ଆଜି ବିରୋଧୀ ଦଳ ସମ୍ପୂର୍ଣ୍ଣ ମୁଦ୍ଦାହୀନ ହୋଇପଡ଼ିଛନ୍ତି। ଜନସାଧାରଣ ବିଜେପି ଉପରେ ଅତୁଟ ବିଶ୍ୱାସ ଓ…

BJD Joins INDIA Bloc March: ଇଣ୍ଡି ମେଣ୍ଟକୁ ବିଜେଡିର ପ୍ରସଙ୍ଗ ଭିତ୍ତିକ ସମର୍ଥନ: ପ୍ରଦୀପ ମାଝୀ

ବିଜେଡି ଇଣ୍ଡି ମେଣ୍ଟକୁ ପ୍ରସଙ୍ଗ ଭିତ୍ତିକ ସମର୍ଥନ ପ୍ରଦାନ କରିଥିବା ନେଇ ଦଳର ବରିଷ୍ଠ ନେତା ପ୍ରଦୀପ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ବର୍ତ୍ତମାନ ଭାରତୀୟ ଜନତା ପାର୍ଟି ନିର୍ବାଚନ ବ୍ୟବସ୍ଥାକୁ ପୂରା ହାଇଜାକ୍ କରି ନେଇଛି, ଯାହା ଫଳରେ…