Tag: BJD MP Sasmit Patra

Vacancy in Orissa HC: ଓଡ଼ିଶା ହାଇକୋର୍ଟରେ ବିଚାରପତି ପଦ ଖାଲିକୁ ନେଇ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଓଡ଼ିଶା ହାଇକୋର୍ଟରେ ବିଚାରପତି ପଦବୀ ଖାଲି ପଡ଼ିଥିବାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଉଦ୍‌ବେଗ ପ୍ରକାଶ କରିଛନ୍ତି । ଏନେଇ ସେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ ଚିଠି…