Tag: Bjd pressmeet

BJD Slams Govt Over School Book Errors: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜୁ ଯୁବ ଜନତା ଦଳ ରାଜ୍ୟରେ ହୋଇଥିବା ପାଠ୍ୟପୁସ୍ତକରେ ତ୍ରୁଟିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଦଳ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ହୋଇଥିବା…

Illegal Sand Mafia in Odisha: ରାଜ୍ୟରେ ବଢିଚାଲିଛି ବାଲି ମାଫିଆଙ୍କ ଆତଙ୍କରାଜ: ବିଜେଡି

ରାଜ୍ୟରେ ଦିନକୁ ଦିନ ବାଲି ଚୋରା ଚାଲାଣ ବଢିବାରେ ଲାଗିଛି । କେଉଁଠି ତହସିଲଦାରଙ୍କୁ ଆକ୍ରମଣ ହେଲାଣି ତ କେଉଁଠି କର୍ତ୍ତବ୍ୟରତ ପୋଲିସ ଅଫିସରଙ୍କୁ ଗାଡି ଚଢାଇ ଜୀବନରୁ ମାରିଦେଲେଣି । ରାଜ୍ୟରେ ବାଲି ଚୋରା ଚାଲାଣର କାୟା ଦିନକୁ ଦିନ…

Women Reservation Bill: ମହିଳା ସଂରକ୍ଷଣ ବିଲକୁ ନେଇ ବିଜେପି ନାଟକ କରୁଛି: ବିଜେଡି

ମହିଳା ସଂରକ୍ଷଣ ବିଲକୁ ନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ରାଜ୍ୟସଭା ସାଂସଦ ସୁଲତା ଦେଓ ଏବଂ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଡ. ଲେଖାଶ୍ରୀ ସାମନ୍ତସିଂହାର ବିଜେପି ଉପରେ ବର୍ଷିଛନ୍ତି । ୨୦୨୩ ମସିହାରେ ନାରୀ…

BJD Press Meet: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଗିଡ଼ିବାରେ ଲାଗିଛି, ସରକାରଙ୍କ ନିଘା ନାହିଁ: ବିଜେଡି

କଟକ ବଡ଼ ମେଡିକାଲରେ ଡାଏଲେସିସ ବ୍ୟବସ୍ଥା ଗତ କିଛି ଦିନ ହେଲା ଅଚଳ ହୋଇ ପଡିଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେବେ ଏହା ପୁନଃ କାର୍ଯ୍ୟକ୍ଷମ ହେବ ତାର ମଧ୍ୟ କୌଣସି ସୂଚନା ମିଳୁ ନଥିବାରୁ…

T20 In Barabati: କ୍ରିକେଟ ମ୍ୟାଚ ବେଳେ ସୁରକ୍ଷା ବ୍ୟବସ୍ଥା ସହିତ ତ୍ରୁଟିଶୂନ୍ୟ ଆୟୋଜନ ପ୍ରାଥମିକତା ହେଉ: ବିଜେଡି

ଆସନ୍ତା ଡିସେମ୍ୱର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ସାଉଥ ଆଫ୍ରିକା ମଧ୍ୟରେ ଟି-୨୦ କି୍ରକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଓଡ଼ିଶାର ଅଗଣିତ କ୍ରିକେଟ ପ୍ରେମୀ ମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି । କିନ୍ତୁ…

BJD Press Meet: ନୂଆପଡାରେ ଜିଲ୍ଲା ପ୍ରଶାସନ, ପୋଲିସ୍ ଓ ନିର୍ବାଚନ ଅଧିକାରୀଙ୍କୁ ପ୍ରଭାବିତ କରି ଭୋଟ ରିଗିଂ କରିଛି ବିଜେପି: ସ୍ନେହାଙ୍ଗିନୀ

ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ତଥା ନୂଆପଡା ଉପନିର୍ବାଚନରେ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ନୂଆପଡା ଉପନିର୍ବାଚନରେ ଜିଲ୍ଲା ପ୍ରଶାସନ, ପୋଲିସ୍ ଓ ନିର୍ବାଚନ କମିଶନଙ୍କୁ ହାତବାରିସୀ କରି ଭୋଟ ରିଗିଂ ମାଧ୍ୟମରେ ବିଜେପି ବିଜୟୀ ହୋଇଛି ବୋଲି ଅଭିଯୋଗ…

Bjd pressmeet: ପୀତବାସଙ୍କ ହତ୍ୟା ମାମଲା; ରାଜନୈତିକ ଉଦ୍ଦେଶ୍ୟରେ ବିକ୍ରମଙ୍କୁ ଫସାଇବା ପାଇଁ ଷଡ଼ଯନ୍ତ୍ର: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଜି ବିଜେଡିର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରିବା ପରେ, ବିଜୁ ଜନତା ଦଳ ଏହାକୁ ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି…

୧୫ ମାସରେ ରାଜ୍ୟରେ ୪ ହଜାରରୁ ଅଧିକ ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି: ସ୍ନେହାଙ୍ଗିନୀ ଛୁରିଆ

ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତି ପାଇବା ପରେ ସ୍ନେହାଙ୍ଗିନୀ ଛୁରିଆ ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ମହିଳା ମାନଙ୍କୁ ସୁରକ୍ଷା ଓ ସମ୍ମାନକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…

ଏଫଏମ ପୀଡ଼ିତା ଆତ୍ମହତ୍ୟା କରିନି ତାକୁ ହତ୍ୟା କରାଯାଇଛି: ବିଜେଡି

ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍‌ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ୨ ଛାତ୍ରଙ୍କ ଗିରଫଦାରିକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀରେ ବର୍ଷିଲା ବିଜେଡି। ଆଜି ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ କରି ବିଧାୟକ ଗୌତମବୁଦ୍ଧ ଦାସ କହିଛନ୍ତି FM ପୀଡ଼ିତା…

ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣା; ବିଧାୟକ ସନ୍ତୋଷ ଖଟୁଆଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର: ବିଜେଡି

ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ ଘଟଣାରେ ବିଜେପିର ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ସମ୍ପୃକ୍ତି…