ତାଜା ଖବର ରାଜନୀତି ରାଜ୍ୟ MP Debashish Samantaray Resigns From BJD: ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ May 25, 2026 Papirani ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ।ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ । ଯୋଜନାବଦ୍ଧ ଭାବେ ଦଳ ଅଣଦେଖା କରିବା ଅନୁଭବ କରି ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ।…