ତାଜା ଖବର ରାଜନୀତି ରାଜ୍ୟ ବିଜେଡି ଛାଡ଼ିଲେ ଛାତ୍ରନେତା ହରିଶଙ୍କର ରାଉତ September 11, 2025 Papirani ବିଜେଡି ଛାଡ଼ିଲେ ଛାତ୍ରନେତା ହରିଶଙ୍କର ରାଉତ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୋସିଆଲ୍ ମିଡ଼ିଆରେ ସୂଚନା ଦେଇଛନ୍ତି । ସେ ତାଙ୍କର ତିନି ପୃଷ୍ଠାର ଇସ୍ତଫା ପତ୍ର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି…