Tag: BJD targets BJP

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ବିକାଶ ଯୋଜନା ରେ ଅନିୟମିତତା : ବର୍ଷିଲା ମଧୁ ସ୍ମୃତି ପରିଷଦ

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ବିକାଶ ଯୋଜନା ରେ ଅନିୟମିତତାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଅଭିଯୋଗ କରିଛି ମଧୁ ସ୍ମୃତି ପରିଷଦ । ଓଡିଆ ଅସ୍ମିତାର କଥା କହି ସରକାରକୁ ଆସିଲା ବିଜେପି ତେବେ ସ୍ବାଭିମାନୀ ପୁରୁଷଙ୍କୁ ଅବହେଳା କରୁଛନ୍ତି…

ମୁଖ୍ୟ ଶାସନ ସଚିବ ଙ୍କ ଚିଠି ସରକାରଙ୍କ ଅପାରଗତା କୁ ଦର୍ଶାଉଛି : ବିଜେଡି

ଗତକାଲି ରାଜ୍ଯର ମୁଖ୍ଯ ପ୍ରଶାସନିକ ସଚିବଙ୍କ ଦ୍ୱାରା ପ୍ରକାଶିତ ଏକ ଚିଠିରେ ସରକାରୀ କର୍ମଚାରୀଙ୍କୁ ଚାପ ନଦେବାକୁ ଚେତାବନୀ ଦେବା ବିଜୁ ଜନତା ଦଳ ତରଫରୁ ପ୍ରଶାସନ ଏବଂ ସରକାରୀ ଦଳର ବିଫଳତା ବୋଲି ବର୍ଣ୍ଣନା କରାଯାଇଥିଲା। ବିଜୁ ଜନତା ଦଳର…

ମୁନ୍ନା ଖାଁ ଙ୍କ ବଡ଼ ବୟାନ “ବିଜେଡି ଲିଙ୍କ ରେ ୧୪ ବିଜେପି ବିଧାୟକ ”

ରାଜ୍ଯସଭା ସାଂସଦ ମୁନ୍ନା ଖାଁ ନବୀନଙ୍କ ନେତୃତ୍ୱାଧୀନ ବିଜେଡ଼ି ସରକାର ପୁଣି ଥରେ କ୍ଷମତାକୁ ଫେରିବ ବୋଲି ଦୃଢୋକ୍ତି ଦେଇଛନ୍ତି| ବରିଷ୍ଠ ବିଜେଡ଼ି ନେତା ମୁନା ଖାଁ ବିଜେପି ଦଳ ଉପରେ ଆକ୍ଷେପ କରି କହିଛନ୍ତି ଯେ ଏହା ଭାଙ୍ଗିବା ପାଇଁ…

ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ: ସୂର୍ଯ୍ୟବଂଶୀ ସୂରଜ

ଉଚ୍ଚଶିକ୍ଷା କ୍ଷେତ୍ରରେ ପୂର୍ବ ସରକାରଙ୍କ ଦ୍ୱାରା ଅଣାଯାଇଥିବା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ -୨୦୨୦ରେ ସଂଶୋଧନ ଆଣିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପାଇବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ…

ବିଜେଡିର ନ୍ୟାରେଟିଭ ସୃଷ୍ଟି ଆରମ୍ଭ, ବିଜେପି ଚୁପ୍

ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଛି। ବିଜେଡି ୨୪ ବର୍ଷ ଧରି ଶାସକ ଦଳରେ ରହିବା ପରେ ଏବେ ବିରୋଧୀ ଦଳ ଭାବେ କାମ କରିବ। ବିଜେପି ସବୁବେଳେ ବିରୋଧୀ ଦଳରେ ରହିଆସିଛି। ବିରୋଧୀ ଦଳରେ ରହି ସ୍ୱର…