Tag: BJD

ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଉଠାଇନେଲା ଇଓଡବ୍ଲୁ

ନିମାପଡ଼ା ଆସନରେ ବିଜେଡିର ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉଠାଇନେଇଛି । କଟକ ଜିଲ୍ଲାର ବାଦାମବାଡ଼ି ଅଞ୍ଚଳସ୍ଥିତ ତାଙ୍କ ଘରୁ EOW ପଚରାଉଚରା କରି ଓ କାଗଜପତ୍ର ଯାଞ୍ଚ କରିବା ପରେ ଦିଲ୍ଲୀପ ନାୟକଙ୍କୁ ଉଠାଇନେଇଛି…

ଶ୍ରୀମୟୀଙ୍କ ସପକ୍ଷରେ ଦେବାଶିଷ

ଦିନକୁ ଦିନ ବଢ଼ିବାରେ ଲାଗିଛି ବିଜେଡି କଳି। ବିଜେଡ଼ି ନେତ୍ରୀ ଶ୍ରୀମୟୀଙ୍କୁ ଦଳରେ ଅଣଦେଖାକୁ ନେଇ ପରୋକ୍ଷରେ ମୁହଁ ଖୋଲୁଥିବା ବେଳେ ଆଜି ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରିଛନ୍ତି ଦେବାଶିଷ ସାମନ୍ତରାୟ । ଶ୍ରୀମୟୀ ଯେଉଁ ସବୁ କଥା କହିଛନ୍ତି ସେଥିରେ…

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ ବୋଲି…

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣା: ୧୭ ତାରିଖରେ ରାଜ୍ୟବ୍ୟାପୀ ଏସପି ଅଫିସ୍ ଘେରିବ ବିଜେଡି

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାରେ ୧୭ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାର ଏସ୍ପି ଅଫିସ ସମ୍ମୁଖରେ ଧାରଣା ଦେବ ବିଜୁ ମହିଳା ଜନତା ଦଳ । ବ୍ରହ୍ମଗିରିର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ପ୍ରେମିକକୁ ଗଛରେ ବାନ୍ଧି ତା…

ଆଜି ବିଜେଡିର ଶୃଙ୍ଖଳା କମିଟି ବୈଠକ

ଆଜି ବସିବ ବିଜେଡିର ଶୃଙ୍ଖଳା କମିଟି ବୈଠକ । ଶଙ୍ଖ ଭବନରେ ବସିବ ଶୃଙ୍ଖଳା କମିଟି ବୈଠକ । ଆଜି ଅପରାହ୍ଣ ୫ଟାରେ ଶଙ୍ଖଭବନରେ ବିଜେଡି ଶୃଙ୍ଖଳା କମିଟି ବୈଠକ। ଶୃଙ୍ଖଳା କମିଟି ବୈଠକରେ ଉପସ୍ଥିତ ରହିବେ କମିଟିର ୭ ସଦସ୍ୟ…

ପୁଣି ରାଜ୍ୟରେ ଲଜ୍ଜା; ବାଲି ହରଚଣ୍ଡୀ ପୀଠରେ ଯୁବତୀଙ୍କୁ ଗଣଧର୍ଷଣ

ଦୁଇ ଦିନ ତଳେ ବ୍ରହ୍ମଗିରି ପ୍ରସିଦ୍ଧ ଶକ୍ତିପୀଠ ମା’ ବାଲି ହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ଘଟିଛି ଲଜ୍ଜାଜନକ ଘଟଣା। ବାଲି ହରଚଣ୍ଡୀ ପୀଠରେ ଜଣେ ଯୁବତୀଙ୍କୁ ଗଣଧର୍ଷଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଇବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି

ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଣ ସୁନିଶ୍ଚିତ କରିବା ଏବଂ ବଣ୍ଟନରେ ବ୍ୟାପକ କଳାବଜାରୀ ଓ ଅବ୍ୟସ୍ଥାକୁ ରୋକିବା ପାଇଁ ଜରୁରୀ ହସ୍ତକ୍ଷେପ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି । ଚିଠି ମାଧ୍ୟମରେ ବିଜେଡି କହିଛି ଚଳିତ ଖରିଫ…

ସାର ସମସ୍ୟାକୁ ନେଇ ରାଜଭବନ ସାମ୍ନାରେ ବିଜେଡିର ହଲ୍ଲାବୋଲ

ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ସାର ସଙ୍କଟ। ରାଜ୍ୟରେ ଚାଲିଥିବା ସାର ସଙ୍କଟ ବିରୋଧରେ ଆଜି ରାଜଭବନ ଆଗରେ ବିଜେଡିର ହଙ୍ଗାମା ଦେଖିବାକୁ ମିଳିଛି। ବିଜେଡି ରାଲି କରି ରାଜଭବନ ଆଡ଼କୁ ଯାଉଥିବା ବେଳେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା।…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

ସାର ନିଅଣ୍ଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ସାର ଅଭାବକୁ ନେଇ ରାଜ୍ୟର କୃଷକ ସମାଜ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ସାର ମହଜୁଦ ରହିଛି ବୋଲି ରାଜ୍ୟ ସରକାର…