Tag: BJD

ଲେଖାଶ୍ରୀଙ୍କ ଉପରେ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ: ରାଜ୍ୟ ମହିଳା କମିସନଙ୍କ ଦ୍ବାରସ୍ଥ ହେଲା ବିଜେଡି

ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ ମାମଲାରେ ରାଜ୍ୟ ମହିଳା କମିସନଙ୍କ ଦ୍ୱାରସ୍ଥ ହେଲା ବିଜେଡି। ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ ଆଜି…

ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ନବୀନ ପଟ୍ଟନାୟକ

ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରେ ସର୍ଭାଇକାଲ ଆର୍ଥ୍ରାଇଟିସର ସଫଳ ଅପରେସନ ପରେ ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦ୍ରୁତ ଆରୋଗ୍ୟ ଲାଭ କରୁଛନ୍ତି । ଆଜି ସେ ହସ୍ପିଟାଲରୁ ଡିସଚାର୍ଜ…

ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣା; ବିଧାୟକ ସନ୍ତୋଷ ଖଟୁଆଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର: ବିଜେଡି

ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ ଘଟଣାରେ ବିଜେପିର ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ସମ୍ପୃକ୍ତି…

ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍‌ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଶାନ୍ତିପୂର୍ଣ୍ଣଭାବେ ଆନନ୍ଦ ଉତ୍ସାହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କିନ୍ତୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ଅଭ୍ୟାସଗତ ଭାବେ ମିଛ ରାଜନୀତି କରି ସ୍ୱାର୍ଥ ହାସଲ ପାଇଁ ମନଗଢ଼ା ବିବୃତି ଦେଉଛନ୍ତି । ଏହା ଅତ୍ୟନ୍ତ…

୩ଟି ପ୍ରାଇଭେଟ ବ୍ୟାଙ୍କ ସହ ସରକାରୀ କାରବାର ବନ୍ଦ ନିଷ୍ପତ୍ତିର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକିଲେ ବିଜେପି ସରକାର: ବିଜେଡି

୩ଟି ପ୍ରାଇଭେଟ ବ୍ୟାଙ୍କର ପ୍ରଦର୍ଶନ ନିରୁତ୍ସାଜନକ କହିଥିବା ରାଜ୍ୟ ସରକାର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକି ପୁଣି ନିଷ୍ପତ୍ତି ବଦଳାଇବା କାହା ସ୍ୱାର୍ଥର ବୋଲି ବିଜେଡି ପ୍ରଶ୍ନ କରିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ…

ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି

ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ମୁମ୍ବାଇଠାରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିଲା ବେଳେ, ଆଜି ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ,…

ଆଠଗଡ଼ ବ୍ଲକ୍‌ ସମ୍ମୁଖରେ ବିଜେପି-ବିଜେଡି କର୍ମୀ ମୁହାଁମୁହିଁ

ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି-ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ଼ ଦେଖିବାକୁ ମିଳିଛି। ଉତ୍ତେଜନା ରୋକିବାକୁ ପୋଲିସ ପକ୍ଷରୁ ଲାଠିଚାର୍ଜ । ଘଟଣା…

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ଆଜି ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ । ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ଚିକିତ୍ସା । ୨୨ତାରିଖରେ ହସପିଟାଲରେ…

ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ଦେବୀ ମିଶ୍ର

ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ବରିଷ୍ଠ ଉପ ସଭାପତି ଦେବୀ ମିଶ୍ର। ସର୍ଭିକାଲ୍ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ହୋଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଚିକିତ୍ସା ପାଇଁ ଯିବେ ମୁମ୍ବାଇ। ଏହି ସମୟରେ ଦଳର ଦାୟିତ୍ବ ଦଳର ବରିଷ୍ଠ…