ରାଜନୀତି ରାଜ୍ୟ ବାଦ୍ ପଡ଼ିଥିବା ୪୪ ଅଞ୍ଚଳକୁ ତୁରନ୍ତ ଏନଏସି ମାନ୍ୟତା ଦିଅ: ବିଜେଡି August 20, 2025 Nirvay ବିଜେଡି ସରକାର ରାଜ୍ୟରେ ୫୬ଟି ନୂଆ ଏନଏସି ଘୋଷଣା କରିଥିଲେ, ଯାହା ମଧ୍ୟରୁ କେବଳ ୧୨ଟି ଅଞ୍ଚଳକୁ ଏନଏସି ମାନ୍ୟତା ଦେବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ବିଜୁ ଜନତା ଦଳ କଡ଼ା ସମାଲୋଚନା କରିଛି । ରାଜ୍ୟ ସରକାର…
ରାଜନୀତି ରାଜ୍ୟ ଶଙ୍ଖ ଦଳରେ କିଏ ରାବଣ କିଏ ବିଭୀଷଣ ? August 20, 2025 Papirani ଲଙ୍କାରେ ସୁବର୍ଣ୍ଣପୁରୀ ଥିଲା । ନବୀନ ବାବୁଙ୍କ ଯୁଗରେ ଓଡ଼ିଶା ସୁବର୍ଣ୍ଣପୁରୀ ହେଇଯାଇଥିଲା। ତାଙ୍କ ଘର ବା ନିବାସଟି ଥିଲା ସୁବର୍ଣପୁରୀ । ମା’ଲକ୍ଷ୍ମୀ ପୁରା ଦୟା କରିଥିଲେ । କିନ୍ତୁ ହନୁମାନ ମା’ ସୀତାଙ୍କୁ ଖୋଜିବାକୁ ଯାଇ କ’ଣ ମନ…
ରାଜନୀତି ରାଜ୍ୟ ନିର୍ବାଚନ କମିସନ ବିଜେଡି ଠାରୁ ସତ୍ୟପାଠ ଦାବି କରିନାହାନ୍ତି: ବିଜେଡି August 19, 2025 Nirvay ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ମିହିର ରାୟ ଓ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଗୋଟିଏ ଦାୟିତ୍ୱ ସମ୍ପନ୍ନ ରାଜନୈତିକ ଦଳ ଭାବେ ଗତ ନିର୍ବାଚନରେ ପରିଲକ୍ଷିତ ହୋଇଥିବା…
ରାଜନୀତି ସମ୍ପାଦକୀୟ ରାଧାକୃଷ୍ଣ ଭଜିବ ଶଙ୍ଖ ଦଳ ! August 19, 2025 Papirani ଉପ-ରାଷ୍ଟ୍ରପତି ପଦ ପାଇଁ ଏନଡିଏ ପ୍ରାର୍ଥୀ ଘୋଷଣା କରିଦେଲା । ପ୍ରାୟତଃ କେହି ଅନୁମାନ କରିନଥିଲେ ଯେ, ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଏନଡିଏ ବାଛିବ ଉପ-ରାଷ୍ଟ୍ରପତି ପଦ ପାଇଁ । ତାଙ୍କ ନାଁ ଘୋଷଣା ହେବା ମାତ୍ରେ ସେ ସସ୍ତ୍ରୀକ…
ତାଜା ଖବର ରାଜନୀତି ରାଜ୍ୟ ସୁସ୍ଥ ହେଉଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ : କ୍ୟାବିନ୍କୁ ହେଲେ ସ୍ଥାନାନ୍ତର August 18, 2025 Papirani ଧିରେ ଧିରେ ସୁସ୍ଥ ହେଉଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ନବୀନ ପଟ୍ଟନାୟକଙ୍କୁ ଆଜି ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର…
ତାଜା ଖବର ରାଜ୍ୟ ସୁସ୍ଥ ହେଉଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ August 18, 2025 Papirani ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ତଥା ନବୀନ ପଟନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଆଜି ଉନ୍ନତି ଆସିଛି । ଭୁବନେଶ୍ବର ସମ୍ ଅଲ୍ଟିମେଟ ମେଡିକେୟାରରେ ଭର୍ତ୍ତି ହୋଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି ସୂଚନା August 17, 2025 Papirani ଅସୁସ୍ଥ ହେଲେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ଅସୁସ୍ଥ ହୋଇପଡିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅପରାହ୍ନ ୫ଟା ୧୫ରେ ତାଙ୍କୁ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି…
ତାଜା ଖବର ରାଜନୀତି ରାଜ୍ୟ ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣା: ସରକାରଙ୍କୁ ଘେରିଲା ବିଜେଡି August 17, 2025 Papirani ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ…
ରାଜନୀତି ରାଜ୍ୟ ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି: ବିଜେଡି August 14, 2025 Nirvay ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ…
ରାଜନୀତି ରାଜ୍ୟ କେଉଁ ସୁଯୋଗକୁ ଅନେଇ ବସିଚନ୍ତି ନବୀନ ? August 13, 2025 Papirani ଶଙ୍ଖ ଦଳର ଅଘୋଷିତ ଚିଫ୍ ପିଆରଓ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ନବୀନ ବାବୁ କୁଆଡେ ସୁଯୋଗ ଅପେକ୍ଷାରେ ଅଛନ୍ତି । ସୁଯୋଗ ପାଇଲେ ବୋଧେ ଖେଳ କରିବେ । କିନ୍ତୁ ସୁଯୋଗଟା କ’ଣ ? ସୁଯୋଗ କଥା କିନ୍ତୁ ସେହି…