Tag: BJD

BJD Starcampaigners: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି। ଗତକାଲି ବିଜେପି ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଥିବା ବେଳେ ଆଜି ବିଜେଡି ମଧ୍ୟ ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଛି । ଏହି ଷ୍ଟାର ପ୍ରଚାରକ ତାଲିକାରେ ନବୀନ…

Nuapada Bypoll: ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟାଇଲା ବିଜେଡି

ନୂଆପଡା ରାଜନୀତିରେ ବଡ଼ ହଲଚଲ । ନୂଆପଡ଼ା ନିର୍ବାଚନ ପୂର୍ବରୁ ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟିଛି । ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବରିଷ୍ଠ ଆଦିବାସୀ ନେତା ଭାନୁ ପ୍ରତାପ ସିଂହ ମାଝୀ । କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କ ପୁତୁରା…

Naveen Pattnaik birthday: ଜନ୍ମଦିନରେ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ ନବୀନ ପଟ୍ଟନାୟକ

ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର…

Nuapada By-Poll: ଆତ୍ମହତ୍ୟାର ପନ୍ଥା କାହିଁକି ବାଛିଲା ବିଜଦ?

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି । ରାଜ୍ୟର କୌଣସି ଉପନିର୍ବାଚନ ଇତିହାସରେ ପୂର୍ବରୁ ଏପରି ମନୋନୟନ ଦେଖିବାକୁ ମିଳିନାହିଁ । ଉପନିର୍ବାଚନରେ…

Snehangini Chhuria Bjd candidate: ନୂଆପଡ଼ା ଉପନିର୍ବାଚନ; ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ

ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ…

Nuapada By-Election: ୨୪ ବର୍ଷର ଶାସନ; ପ୍ରାର୍ଥୀ ଖୋଜି ପାଉନି ବିଜୁ ଜନତା ଦଳ

ନୂଆପଡ଼ା ଉପନିର୍ବାଚନ ପାଇଁ ସବୁ ଦଳର ଅଙ୍କକଷା ଆରମ୍ଭ ହୋଇଗଲାଣି । କଂଗ୍ରେସ ମାଡ଼ି ଚାଲିଥିବା ବେଳେ ବିଜେଡିର ପ୍ରାର୍ଥୀ ଚୟନ ଅଙ୍କ ଛିଡ଼ୁନି । ବିଜେଡି ୨୪ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିଲା । ହେଲେ ନୂଆପଡ଼ା…

Nuapada Byelection: ନୂଆପଡା ଉପନିର୍ବାଚନ; ୩ ଆଶାୟୀଙ୍କୁ ନବୀନ ନିବାସକୁ ଡାକରା

ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ ଚାଲିଛି। ବିଜେଡି ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ୩ ଆଶାୟୀଙ୍କୁ ନବୀନ ନିବାସ ଡକରା ହୋଇଛି । ସିଧାସଳଖ ନବୀନଙ୍କୁ ଭେଟି ଆଲୋଚନା କରିବେ ୩ ଆଶାୟୀ…

ନୂଆପଡ଼ା ଉପନିର୍ବାଚନ: ବିଜେଡି ପ୍ରାର୍ଥୀ ହୋଇପାରନ୍ତି ମନୋଜ ମିଶ୍ର

ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ରାଜନୀତି । ଭାଜପାର ପ୍ରାର୍ଥୀ ଜୟ ହେବା ନେଇ ଏକପ୍ରକାର ନିଶ୍ଚତ ହେବା ପରେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମନୋଜ ମିଶ୍ର ପ୍ରାର୍ଥୀ ହୋଇପାରନ୍ତି ବୋଲି…

ନୂଆପଡ଼ାରେ କଂଗ୍ରେସ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର; ବିଜେଡିରେ ହାହାକାର

ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ହେଲାଣି ପ୍ରଚାର ମଇଦାନ । ନୂଆପଡ଼ା ଆଦିବାସୀ ଅଞ୍ଚଳ ହୋଇଥିବାବେଳେ ଭୋଟ୍ ହାତେଇବାକୁ ଆଦିବାସୀ କାର୍ଡ ଖେଳିଛି କଂଗ୍ରେସ । କଂଗ୍ରେସ ନୂଆପଡ଼ା ଜିଲ୍ଲା ସଭାପତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ଆଦିବାସୀ ଭୋଟ୍ ହାତେଇବାକୁ…

ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି

ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…