ରାଜନୀତି ରାଜ୍ୟ ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ପରିବାରକୁ ଭେଟିଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ August 12, 2025 Nirvay ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ଫିରିଙ୍ଗିମାଲ ଗାଁରେ ପୀଡିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ । ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ର ନେତୃତ୍ୱ ନେଇଥିଲେ…
ତାଜା ଖବର ରାଜ୍ୟ ବରଗଡ଼ ନାବାଳିକା ପୋଡ଼ି ଘଟଣା: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ August 12, 2025 Papirani ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବରଗଡ଼ର ଗାଇସିଲଟରେ ଜଣେ ନାବାଳିକା ନିଆଁରେ ଜଳି ପ୍ରାଣ ହରାଇବା ଖବର ମୋତେ…
ରାଜନୀତି ରାଜ୍ୟ ଡବଲ ଇଞ୍ଜିନ ସରକାରରେ ରାଜ୍ୟବାସୀ ଅସହାୟ: ବିଜେଡି August 11, 2025 Nirvay ବରଗଡ ନାବାଳିକା ମୃତ୍ୟୁ ଘଟଣାରେ ଆଇନମନ୍ତ୍ରୀ ଦେଇଥିବା ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି । ଆତ୍ମାହୁତି କୌଣସି ସମସ୍ୟାର ସମାଧାନ ନୁହେଁ ବୋଲି ପାଠ ପଢ଼ାଉଥିବା ଆଇନମନ୍ତ୍ରୀ ମନେରଖିବା ଉଚିତ, ବିଜେପି ସରକାର ଉପରେ ରାଜ୍ୟବାସୀ ଭରସା ଓ…
ତାଜା ଖବର ରାଜ୍ୟ ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲା: ଆଜି ୧୨ ଘଣ୍ଟିଆ ବିଜେଡିର ରାଇଘର ବ୍ଲକ ବନ୍ଦ ଡାକରା August 11, 2025 Papirani ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେଡିର ପ୍ରତିବାଦ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ରାଇଘର ବ୍ଲକ ବନ୍ଦ ଡାକରା ଦେଇଛି ବିଜେଡି । ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି ।…
ତାଜା ଖବର ରାଜନୀତି ରାଜ୍ୟ ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତାକାଲି ବିଜେଡିର ୧୨ ଘଣ୍ଟିଆ ରାଇଘର ବନ୍ଦ ଡାକରା August 10, 2025 Papirani ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀର ମୃତ୍ୟୁକୁ ତୀବ୍ର ନିନ୍ଦା କରୁଛି ବିଜୁ ଜନତା ଦଳ । ଏହି ସରକାର ଓଡ଼ିଶାରେ ନାରୀକୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ପ୍ରତିଦିନ ନାରୀ ନିର୍ଯାତନା ଘଟଣା ଉଦବେଗଜନକ ଭାବେ ବୃଦ୍ଧି ପାଉଛି…
ରାଜନୀତି ରାଜ୍ୟ ୧୮ ଅଗଷ୍ଟରେ ବରଗଡ଼ ଠାରେ ବିଜେଡିର ବିରାଟ ଚାଷୀ ସମାବେଶ August 8, 2025 Nirvay ରାଜ୍ୟରେ ବିଜେପି ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି ବିଜୁ ଜନତା ଦଳ ଆଜି ଘୋଷଣା କରିଛି । ଭୁବନେଶ୍ୱର ଶଙ୍ଖ ଭବନ ଠାରେ ବିଜୁ…
ତାଜା ଖବର ରାଜ୍ୟ ଉପରାଷ୍ଟ୍ରପତି ନିର୍ବାଚନ ଘଟଣା; ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ଆଦୌ ସମର୍ଥନ ଦେବୁନି: ମହେଶ ସାହୁ August 8, 2025 Papirani ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ନାହିଁ ବିଜେଡି । ଏ ନେଇ ବୟାନ ଦେଇଛନ୍ତି ବିଜେଡ଼ିର ବରିଷ୍ଠ ନେତା ମହେଶ ସାହୁ । ସେ କହିଛନ୍ତି ଉପରାଷ୍ଟ୍ରପତି ନିର୍ବାଚନରେ କାହାକୁ ସମର୍ଥନ ଦିଆଯିବ ସୁପ୍ରିମୋ ନିଷ୍ପତ୍ତି ନେବେ।…
ତାଜା ଖବର ରାଜନୀତି ରାଜ୍ୟ ଏଫଏମ ଛାତ୍ରୀ ମୃତ୍ୟୁ ଘଟଣା; ଶାସକ ଦଳର ସମ୍ପୃକ୍ତି ଧରାପଡ଼ିଯିବା ଭୟରେ ଆଇଜିଙ୍କୁ ତଦନ୍ତରୁ କରାଗଲା ଅନ୍ତର: ବିଜେଡି August 7, 2025 Papirani ଏଫଏମ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ଦାୟିତ୍ୱରେ ଥିବା ଆଇଜି ଏସ୍. ସାଇନି ହଠାତ୍ ଛୁଟିରେ ଯିବା ଓ ତାଙ୍କ ସ୍ଥାନରେ ଅନ୍ୟ ଏକ ଅଧିକାରୀଙ୍କୁ ସ୍ଥାନିତ କରିବା ନିଷ୍ପତ୍ତିକୁ ନେଇ ତଦନ୍ତ ବାଟବଣା ହେବାର ସନ୍ଦେହ ସୃଷ୍ଟି ହୋଇଛି…
ତାଜା ଖବର ରାଜ୍ୟ ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବିରେ ଆଜି ବିଜେଡିର ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ August 7, 2025 Papirani ଆଜି ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ। ପୁରୀରେ ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦେବା ସହ ଅଭିଯୁକ୍ତଙ୍କୁ ଧରିବା ଦାବିରେ ବିଜେଡିର ହରତାଳ। ଗାଡ଼ି, ମୋଟର, ଦୋକାନ ବଜାର ବନ୍ଦ କଲେ ବିଜେଡି କର୍ମୀ। ସକାଳ ୬ ଟାରୁ ଦିନ ୧୨…
ରାଜନୀତି ରାଜ୍ୟ ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି August 6, 2025 Nirvay ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…