Tag: BJD

ଜୟ ଢୋଲକିଆଙ୍କ ବିଜେପି ମିଶିବା ଚର୍ଚ୍ଚା ଭିତରେ ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତାତ୍ସଲ୍ୟ ଭରା ପୋଷ୍ଟ

ପୁଣି ଶ୍ରୀମୟୀଙ୍କ ତେରଚ୍ଛା ବାଣ । ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କହ୍ନେଇ, ସନ୍ନ୍ୟାସୀ କହି ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ ନିଜ ପୋଷ୍ଟରେ କହିଛନ୍ତି, ‘କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ। ଜୟ ଢୋଲକିଆଙ୍କ ବିଜେପି…

ସାକ୍ଷୀଗୋପାଳରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ, ତାଙ୍କର ଜନ୍ମମାଟି ସୁଆଣ୍ଡୋ ଗ୍ରାମରେ ଉକ୍ରଳମଣିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବିଜୁ ଜନତା ଦଳ ତାର ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ଗାନ୍ଧୀ ଜୟନ୍ତୀରେ ଅର୍ଥାତ ଅକ୍ଟୋବର ୨…

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟିଅରିଂ, ଜୋନାଲ୍ ଏବଂ ଲୋକାଲ୍ ଆକ୍ସନ କମିଟି ଗଠନ କଲା ବିଜେଡି

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟିୟରିଂ ଓ ଜୋନାଲ୍‌ କମିଟି ଗଠନ କଲା ବିଜେଡି । ନୂଆପଡା ଉପନିର୍ବାଚନକୁ ନଜରରେ ରଖି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ବରିଷ୍ଠ ନେତାମାନଙ୍କୁ ନେଇ ତିନୋଟି କମିଟି ଗଠନ କରିଛନ୍ତି। ଦଳର…

୧୧ ବରିଷ୍ଠ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଲା ବିଜେଡି

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୧୧ ଜଣ ବରିଷ୍ଠ ନେତାଙ୍କୁ ସାଂଗଠନିକ ତାୟିତ୍ୱ ଦେଇଛି ବିଜୁ ଜନତା ଦଳ । ଉପସଭାପତି, ବରିଷ୍ଠସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା…

ପୋଲିସ୍ SI ନିଯୁକ୍ତି କେଳେଙ୍କାରୀ ପ୍ରସଙ୍ଗ: ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଲା ବିଜେଡି

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ରାଜ୍ୟବ୍ୟାପୀ ଯୁବ ଛାତ୍ର ନ୍ୟାୟ ଆନ୍ଦୋଳନ କରାଯିବ ବୋଲି ଆଜି ଦଳ ତରଫରୁ ଘୋଷଣା କରାଯାଇଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ,…

ନୂଆଦିଲ୍ଲୀରୁ ଫେରି ନୂଆପଡ଼ା କେବେ ଯିବେ ନବୀନ ?

ନୂଆପଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ନୂଆପଡ଼ା ପାଇଁ ଅନେକ ଉପହାର ଘୋଷଣା କରିସାରିଛନ୍ତି। କଂଗ୍ରେସ ସଭାପତି ଭକ୍ତଚରଣ ଦାସ ମଧ୍ଯ ନୂଆପଡ଼ାରେ। କିନ୍ତୁ ବିଜୁ ଜନତା ଦଳ ସଭାପତି…

ମୋହନ ସରକାର ଆସିବା ପରେ ଗଞ୍ଜାମରେ ହୋଇଛି ୧୨୮ ମର୍ଡର: ବିଜେଡି

ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜୁ ଜନତା ଦଳ ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ, ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଅଣାୟତ ହୋଇ ପଡିଛି ବୋଲି ଅଭିଯୋଗ କରି ଆଜି ରାଜ୍ୟ ବିଜେପି…

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି

ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ପୋଲ୍ ଖୋଲିଲା ବିଜେଡି । ଆଜି ସାମ୍ୱାଦିକ ସମ୍ମିଳନୀରେ ପ୍ରଶ୍ନପତ୍ର ମାମଲାରେ ବିଜେପି ସରକାରକୁ ଟାର୍ଗେଟ କରିଛି ବିଜେଡି ।…

ବ୍ୟୋମକେଶ ରାୟଙ୍କୁ ଘେରିଲେ ସାଧାରଣ ଜନତା

ଦୁର୍ଗା ମେଢ଼ ଦେଖିବାକୁ ଆସି ହରଡ଼ଘଣାରେ ପଡ଼ିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ନିଜ ନିର୍ବାଚନ ମଣ୍ଡଳୀରେ ଦୁର୍ଗାପୂଜା ମଣ୍ଡପ ବୁଲୁଥିବା ବେଳେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଖେରଙ୍ଗ ପଞ୍ଚାୟତର ଲୋକ ‘ଭତ୍ତା ଚୋର’ କହି ଶ୍ରୀ…