Tag: BJD

ବିଜେଡି ଓ କଂଗ୍ରେସ ପାଇଁ ‘ମହିଳା ସୁରକ୍ଷା’ ପ୍ରସଙ୍ଗ ନୁହେଁ; ବରଂ ନିଜ ରାଜନୈତିକ ସ୍ୱାର୍ଥ: ସୁକେଶୀ ଓରାମ

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ କହିଛନ୍ତି ଯେ, ଗତ କିଛି ଦିନ ଧରି ଉଭୟ କଂଗ୍ରେସ ଏବଂ ବିଜେଡି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ, ଧାରଣା, ବିକ୍ଷୋଭ, କ୍ୟାଣ୍ଡେଲ ଶୋଭାଯାତ୍ରା, ଦୀପ ଦାନ, ଲୋକସେବା ଭବନ…

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେଡି ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଖଟୁଆ ଦେଇଥିବା ଅଶାଳୀନ, ମହିଳା ବିରୋଧୀ ଓ କୁତ୍ସିତ ମନ୍ତବ୍ୟ ପାଇଁ…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ

କମିସନରେଟ୍‌ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆ ଯାଇଛି । ଅମରେଶ ଜଣେ ନାବାଳିକାଙ୍କୁ…

ନାରୀ ନିର୍ଯାତନାର ବୃଦ୍ଧି ପ୍ରସଙ୍ଗରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିଜେଡିର ବିକ୍ଷୋଭ

ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ସମଗ୍ର ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯାତନା ବୃଦ୍ଧି ପାଇଥିବା ଯୋଗୁଁ ବିଜୁ ଜନତା ଦଳ ତରଫରୁ ଶନିବାର ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିକ୍ଷୋଭ ପରେ ବିଜେଡି…

ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ବିଜେଡିର କୋରାପୁଟ ଡିଆଇଜି କାର୍ଯ୍ୟାଳୟ ଘେରାଉ

ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନାକୁ ନେଇ ଅବିଭକ୍ତ କୋରାପୁଟ ଜିଲ୍ଲାର ବିଜେଡି ନେତା ଓ କର୍ମୀ ମାନେ ଜୟପୁରସ୍ଥିତ ଡିଆଇଜି କାର୍ଯ୍ୟାଳୟ ଘେରାଓ କରିଛନ୍ତି । ୪ ଟି ଜିଲ୍ଲାର ବିଜେଡି ନେତା ଓ କର୍ମୀ ମାନେ ଆନ୍ଦୋଳନରେ ସାମିଲ…

ଜୁଲାଇ ୨୬ରେ କୋରାପୁଟର ଦକ୍ଷିଣ ପଞ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିକ୍ଷୋଭ କରିବ ବିଜେଡି

ଅବିଭକ୍ତ କୋରାପୁଟ ଜିଲ୍ଲାରେ ନିକଟରେ ଘଟିଯାଇଥିବା ଦୁଇ ଦୁଇଟି ଦୁଷ୍କର୍ମ ଘଟଣା ସହିତ ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯ୍ୟାତନା ବୃଦ୍ଧି ପାଉଥିବା କାରଣରୁ, ବିଜୁ ଜନତା ଦଳ ଜୁଲାଇ ୨୬ ତାରିଖ ଦିନ ସେଠାକାର ଡିଆଇଜି ଅଫିସ ସମ୍ମୁଖରେ ଏକ…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡିର ୪ ଜଣ ରାଜ୍ୟସଭା ସାଂସଦ

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡିର ୪ ଜଣ ରାଜ୍ୟସଭା ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ ନିରଞ୍ଜନ ବିଶି ଙ୍କୁ ନେଇ ଗଠିତ ବିଜେଡିର ଏକ ପ୍ରତିନିଧି ଦଳ ଆଜି…

ତ୍ରୁଟିଶୁନ୍ୟ ପରୀକ୍ଷା କରିବାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ: ବିଜେଡି

ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ନେଇ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରସଙ୍ଗରେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଆଜି ଅର୍ଥାତ ଜୁଲାଇ ୨୦ ତାରିଖରେ…

ନାବାଳିକା ପୋଡ଼ି ମାମଲା; ବଳଙ୍ଗା ଥାନା ଘେରାଉ ବେଳେ ବିଜେଡି କର୍ମୀ-ପୋଲିସ ଧସ୍ତାଧସ୍ତି

ପୁରୀ ଜିଲ୍ଲା ନିମାପଡା ବ୍ଲକ ଅନ୍ତର୍ଗତ ବଳଙ୍ଗା ନାବାଳିକାଙ୍କୁ ପୋଡି ଦେବା ମାମଲାକୁ ନେଇ ସରଗରମ ହୋଇଛି ରାଜନୀତି । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳ। ବଳଙ୍ଗା ନାବାଳିକାଙ୍କୁ ପୋଡି ଦେବା ଘଟଣାକୁ ନେଇ…

ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ମହିଳା ବିଜେଡିର ଶାନ୍ତିପୂର୍ଣ୍ଣ ଧାରଣା

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ,…