Tag: BJD

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…

Nuapada ByElection: ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟ: କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା

ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟକୁ କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା । ସେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ଇତିହାସ, ସଂସ୍କୃତି ଓ ପରମ୍ପରା ଜାଣିନାହାନ୍ତି…

Nuapada By-Poll: ସରକାରୀ ସମ୍ପତ୍ତିର ଦୁରୁପଯୋଗ ନେଇ ବିଜେପି ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

ବିଜେଡିର ବରିଷ୍ଠ ନେତୃବୃନ୍ଦ ଆଜି ସିଇଓଙ୍କ କାର୍ଯ୍ୟାଳୟରେ ଏକ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ବିଜେପି ପକ୍ଷରୁ ଲଗାଯାଇଥିବା ସମସ୍ତ ଅବୈଧ ବ୍ୟାନର ଏବଂ ହୋର୍ଡିଂ ତୁରନ୍ତ ହଟାଇବା ପାଇଁ ବିଜେଡି ଦାବି କରିଛି । ନୂଆପଡ଼ା ଉପନିର୍ବାଚନରେ ସରକାରୀ…

Pitabash Panda Murder Case: ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି…

Nuapada By-Election: ନୂଆପଡା ଉପନିର୍ବାଚନ ପାଇଁ ବଞ୍ଜାରୀ ଦେବୀ ମନ୍ଦିରରୁ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି 

ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା’ ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ…

ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ?

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…

Pitabash Panda Murder Case: ବିଜେଡିର ଅଭିଯୋଗ ନିଜ ଅପରିପକ୍ୱତାର ପରିଚୟ: ବିଜେପି

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପ ସଭାପତି ଡ଼ ଯତୀନ ମହାନ୍ତି କହିଛନ୍ତି ଯେ, ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡର ରାଜନୀତିକରଣ ହେବା ଅନୁଚିତ । ବ୍ରହ୍ମପୁର ଏସପିଙ୍କ ବିବୃତି ପରେ ବିଜୁ ଜନତା ଦଳ ତରଫରୁ ସାମ୍ବାଦିକ…

Pitabas Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଜେଡ଼ି ବିଧାୟକ ବିକ୍ରମ ପଣ୍ଡା ଅଟକ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଛି ପୁଲିସ୍। ବିଳମ୍ବିତ ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଜେରା…

BJD Press Meet: ସାମାଜିକ କର୍ମୀ ରଶ୍ମୀ ପରିଜାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ଦୃଢ଼ ନିନ୍ଦା କଲେ ନବୀନ ପଟ୍ଟନାୟକ

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲରେ ଏହାକୁ ଦୃଢ଼ ନିନ୍ଦା କରି କହିଛନ୍ତି ମହିଳାଙ୍କ ଉପରେ ବଢ଼ୁଥିବା ଏପରି…

Nuapada By-Election: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ହେଉଛି ରାଜନୀତି । ପ୍ରମୁଖ ତିନି ଦଳ ବିଜେପି, ବିଜେଡ଼ି ଓ କଂଗ୍ରେସ ନିଜ ନିଜର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାରକୁ ଜୋରଦାର କରିଛନ୍ତି । ଏହାରି ମଧ୍ୟରେ ନୂଆପଡା…