Tag: BJD

ବିଜେଡିରୁ ବିଦା ହେଲେ ବିଭୁ ପ୍ରସାଦ

ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ । ଢେଙ୍କାନାଳ ସଦର ବ୍ଲକ ପୂର୍ବତନ ବିଜେଡ଼ି ସଭାପତି ବିଭୁ ପ୍ରସାଦ ଦେହୁରୀଙ୍କ ସଭାପତି ଦଳରୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ…

ବିଜେଡ଼ିରେ ମିଶିଲେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଦଳର ନେତୃବୃନ୍ଦ

ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପ୍ରଧାନୀଙ୍କ ନେତୃତ୍ୱରେ ଶତାଧିକ ପିଆରଆଇ ସଦସ୍ୟ ଓ କର୍ମୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ବିଧାୟକ ତଥା ଜିଲ୍ଲା ସଭାପତି…

ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି

ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…

ବିଜୁ ଜନତା ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ

ବିଜୁ ଜନତା ଦଳ ଛାଡ଼ିଲେ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଜଣାପଡିଛି । ତେବେ…

ଉପକୂଳ ରାଜପଥ ନିର୍ମାଣ ଟେଣ୍ଡର ବାତିଲ ରାଜ୍ୟବାସୀଙ୍କ ପାଇଁ ଏକ ଧୋକା: ବିଜେଡି

ଏନଏଚଏଆଇ ଦ୍ୱାରା ଓଡ଼ିଶାରେ ନିର୍ମାଣ ହେବାକୁ ଥିବା ଉଚ୍ଚାଭିଳାଷୀ ଉପକୂଳବର୍ତ୍ତୀ ରାଜପଥର ଟେଣ୍ଡରକୁ ଅଚାନକ ବାତିଲ କରାଯିବାକୁ ନେଇ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ପ୍ରକଳ୍ପର ଭିତ୍ତିପ୍ରସ୍ତରକୁ ଇତି ମଧ୍ୟରେ ଦଶ ବର୍ଷ ବିତି ଯାଇଥିଲେ…

ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ମଠ ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖାଯାଇଥିଲା: ବିଜେଡି

ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ଏହି ସ୍ଥଳରେ ଥିବା ୧୯ଟି ଐତିହ୍ୟ ମଠ ଗୁଡିକର ପୁନଃବିନ୍ୟାସ ନେଇ ଗତ କାଲି ରାଜ୍ୟର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ କହିଛି, ଐତିହ୍ୟ ସ୍ୱରୂପ ବିରାଜମାନ…

ପଛୁଆ ବର୍ଗଙ୍କୁ ପ୍ରସଙ୍ଗକୁ ନେଇ ରାଜଧାନୀ ରାଜରାସ୍ତାରେ ବିଜେଡ଼ିର ବିକ୍ଷୋଭ

ପଛୁଆ ବର୍ଗ, ଅନୁସୂଚିତ ଜାତି ଏବଂ ଜନଜାତିକୁ ସଂଖ୍ୟାନୁପାତିକ ଭାବରେ ସଂରକ୍ଷଣ ଦେବା ଦାବିରେ ବିଜୁ ଜନତା ଦଳର ରଣ ହୁଂକାର । ରାଜଧାନୀ ଭୁବନେଶ୍ୱର ରାଜଭବନ ଛକରେ ବିଶାଳ ସମାବେଶ କରିଛି ବିଜେଡ଼ି । ବିଜେପି ସରକାର ପଛୁଆ ବର୍ଗଙ୍କ…

ପୋଲାଭରମ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର: ବିଜେଡି

ପୋଲାଭରମ ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୮ ତାରିଖରେ ହେବାକୁ ଥିବା ବୈଠକରେ ଓଡିଶା ସରକାର ତାଙ୍କର ପକ୍ଷ ରଖିବା ପୂର୍ବରୁ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କ ସମ୍ମୁଖରେ ତାଙ୍କର…

ବିଜେଡ଼ି ଓ କଂଗ୍ରେସ ସବୁବେଳେ ପଛୁଆ ବର୍ଗଙ୍କୁ ଅବହେଳା କରିଛନ୍ତି: ମନମୋହନ ସାମଲ

ପଛୁଆ ବର୍ଗଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ବିରୋଧୀ ଦଳକୁ ଟାର୍ଗେଟ କରି ମନମୋହନ ସାମଲ କହିଛନ୍ତି ପଛୁଆ ବର୍ଗଙ୍କୁ ଅଗ୍ରାଧିକାର ଦେବାକୁ ଜାତି…

ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ

ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା…