Tag: BJD

Nuapada By-Election: ନୂଆପଡ଼ାରେ ଗାଈ ମୃତ୍ୟୁକୁ ନେଇ ତାତିଲା ବିଜେଡି

ଗତକାଲି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ସଭା ପାଇଁ ବ୍ୟାପକ ଆୟୋଜନ ହୋଇଥିଲେ ମଧ୍ୟ ଲୋକ ନ ହେବାରୁ ହତାଶ ହୋଇ ବିଜେପି ଦଳ ଲୋକଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ ଫୋପାଡ଼ି ଦେଇଥିଲା ଏବଂ ଏହି ଖାଦ୍ୟ ଖାଇ ୨୦ଟି ଗୋମାତା ମୃତୁ୍ୟବରଣ କରିଛନ୍ତି…

Nuapada ByElection: ନୂଆପଡାରେ ଶକ୍ତି ପ୍ରଦର୍ଶନ କଲା ବିଜେଡି

ଉପନିର୍ବାଚନ ପାଇଁ ନୂଆପଡ଼ା ଚଳଚଞ୍ଚଳ । ନୂଆପଡା ଉପନିର୍ବାଚନକୁ ନେଇ ସରଗରମ ରାଜନୈତିକ ମାହୋଲ। ଏହାରି ମଧ୍ୟରେ ଆଜି ଶକ୍ତି ପ୍ରଦର୍ଶନ କରିଛି ବିଜେଡି । ନୂଆପଡ଼ାରେ ନିର୍ବାଚନ ଉପଲକ୍ଷେ ଏକ ବିଶାଳ ରାଲି କରି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ…

ବଳ ପାଉନି ବିଜେଡି; ଛୁରିଆଙ୍କୁ ନେଇ ନାହିଁ ଉତ୍ସାହ

ଦିନେ ଓଡ଼ିଶାର ଏକ ପ୍ରମୁଖ ଦଳ ଭାବେ ଶାସନଭାର ସମ୍ଭାଳିଥିବା ବିଜେଡିର ଏବେ ବଳ ପାଉନି । ମୁହଁ ମାଡ଼ି କଚାଡ଼ି ହୋଇ ପଡ଼ିଛି । ଦଳୀୟ କନ୍ଦଳ ଓ ବିଶୃଙ୍ଖଳା ଲାଗି ରହିଛି । ନେତା ଓ କର୍ମୀ ଅସନ୍ତୁଷ୍ଟ…

BJD Starcampaigners: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି। ଗତକାଲି ବିଜେପି ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଥିବା ବେଳେ ଆଜି ବିଜେଡି ମଧ୍ୟ ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଛି । ଏହି ଷ୍ଟାର ପ୍ରଚାରକ ତାଲିକାରେ ନବୀନ…

Nuapada Bypoll: ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟାଇଲା ବିଜେଡି

ନୂଆପଡା ରାଜନୀତିରେ ବଡ଼ ହଲଚଲ । ନୂଆପଡ଼ା ନିର୍ବାଚନ ପୂର୍ବରୁ ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟିଛି । ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବରିଷ୍ଠ ଆଦିବାସୀ ନେତା ଭାନୁ ପ୍ରତାପ ସିଂହ ମାଝୀ । କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କ ପୁତୁରା…

Naveen Pattnaik birthday: ଜନ୍ମଦିନରେ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ ନବୀନ ପଟ୍ଟନାୟକ

ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର…

Nuapada By-Poll: ଆତ୍ମହତ୍ୟାର ପନ୍ଥା କାହିଁକି ବାଛିଲା ବିଜଦ?

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି । ରାଜ୍ୟର କୌଣସି ଉପନିର୍ବାଚନ ଇତିହାସରେ ପୂର୍ବରୁ ଏପରି ମନୋନୟନ ଦେଖିବାକୁ ମିଳିନାହିଁ । ଉପନିର୍ବାଚନରେ…

Snehangini Chhuria Bjd candidate: ନୂଆପଡ଼ା ଉପନିର୍ବାଚନ; ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ

ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ…

Nuapada By-Election: ୨୪ ବର୍ଷର ଶାସନ; ପ୍ରାର୍ଥୀ ଖୋଜି ପାଉନି ବିଜୁ ଜନତା ଦଳ

ନୂଆପଡ଼ା ଉପନିର୍ବାଚନ ପାଇଁ ସବୁ ଦଳର ଅଙ୍କକଷା ଆରମ୍ଭ ହୋଇଗଲାଣି । କଂଗ୍ରେସ ମାଡ଼ି ଚାଲିଥିବା ବେଳେ ବିଜେଡିର ପ୍ରାର୍ଥୀ ଚୟନ ଅଙ୍କ ଛିଡ଼ୁନି । ବିଜେଡି ୨୪ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିଲା । ହେଲେ ନୂଆପଡ଼ା…

Nuapada Byelection: ନୂଆପଡା ଉପନିର୍ବାଚନ; ୩ ଆଶାୟୀଙ୍କୁ ନବୀନ ନିବାସକୁ ଡାକରା

ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ ଚାଲିଛି। ବିଜେଡି ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ୩ ଆଶାୟୀଙ୍କୁ ନବୀନ ନିବାସ ଡକରା ହୋଇଛି । ସିଧାସଳଖ ନବୀନଙ୍କୁ ଭେଟି ଆଲୋଚନା କରିବେ ୩ ଆଶାୟୀ…