ରାଜନୀତି ରାଜ୍ୟ ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ April 19, 2025 Nirvay ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ଵିଦ୍ୱନ୍ଦରେ ବିଜେଡିର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଆଜି ଶଙ୍ଖ ଭବନରେ ଘୋଷଣା କରିଛନ୍ତି । ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା…
ତାଜା ଖବର ରାଜନୀତି ରାଜ୍ୟ ଶଙ୍ଖ ଭବନରେ ବିଜୁ ବାବୁଙ୍କ ଶ୍ରାଦ୍ଧ ସଭା ପାଳିତ April 17, 2025 Papirani ଆଜି ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଭାବ ଗମ୍ଭୀର ପରିବେଶ ରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ବିଜେଡି ସଭାପତି ଶ୍ରୀ ନବୀନ ପଟନାୟକ…
ତାଜା ଖବର ରାଜନୀତି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ April 17, 2025 Papirani ଆଜି ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ୯ମ ଥର ପାଇଁ ଏକମାତ୍ର ପାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ ।…
ରାଜନୀତି ରାଜ୍ୟ ରାଜ୍ୟବ୍ୟାପୀ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ April 16, 2025 Nirvay ଆସନ୍ତାକାଲି ରାଜ୍ୟବ୍ୟାପୀ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ ପାଳିବ ବିଜେଡି । ୧୪୭ଟି ନିର୍ବାଚନ ମଣ୍ଡଳୀ ଓ ଶଙ୍ଖ ଭବନରେ ତିରୋଧାନ ଦିବସ ପାଳନ ହେବ । ଓଡ଼ିଆ ଜାତି ପାଇଁ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣ କରାଯିବ ।…
ତାଜା ଖବର ରାଜନୀତି ରାଜ୍ୟ ଚିଠିରେ ନବୀନଙ୍କୁ ବରିଷ୍ଠ ବିଧାୟକ ରାଜା ସ୍ବାଇଁଙ୍କ ପ୍ରସ୍ତାବ April 14, 2025 Papirani ନବୀନଙ୍କୁ ଚିଠି ଲେଖିଲେ ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ସାଂଗଠନିକ ନିର୍ବାଚନ ପ୍ରକ୍ରିୟାବେଳେ ରାଜାଙ୍କ ଚିଠି ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସଂଗଠନରେ ସଂରକ୍ଷଣ ନେଇ ନବୀନଙ୍କୁ ପ୍ରସ୍ତାବ ଦେଇଛନ୍ତି ରାଜା । ସେ ଚିଠିରେ ଲେଖିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୧୬ ବିଜେଡି ଜିଲ୍ଲା ସଭାପତି April 13, 2025 Papirani ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ବିଜେଡି ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏ ନେଇ ଆଜି ସୂଚନା ଦେଇଛନ୍ତି ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ…
ରାଜନୀତି ରାଜ୍ୟ ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ବିଜେଡି ସାଂଗଠନିକ ନିର୍ବାଚନ: ଦେବୀ ମିଶ୍ର April 12, 2025 Nirvay ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ବିଜେଡି ସାଂଗଠନିକ ନିର୍ବାଚନ । ସୂଚନା ଦେଇଛନ୍ତି ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର । ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ଘରେ ଆଜି ହୋଇଥିବା ବୈଠକ ପରେ…
ତାଜା ଖବର ରାଜନୀତି ରାଜ୍ୟ ୱକ୍ଫ ଭୋଟିଂକୁ ନେଇ ସବୁ ରହସ୍ୟମୟ: ଅମର ଶତପଥୀ April 10, 2025 Papirani ଓ୍ବାକଫ୍ ଆଇନ ନେଇ ବିଜେଡିର ମତ, ଏବେ ରାଜ୍ୟ ରାଜନୀତିକୁ ଚଳଚଞ୍ଚଳ କରିଛି । ଦିନକୁ ଦିନ ଏହାକୁ ନେଇ ସ୍ଥିତି ବହୁତ ସଙ୍ଗୀନ ହୋଇ ପଡିଛି । ଏହା ମଧ୍ୟରେ ୱାକଫ ଘଟଣାବଳୀକୁ ରହସ୍ୟମୟ କହିଛନ୍ତି ଅମର ଶତପଥୀ ।…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିର ୯୦ ଭାଗ ବରିଷ୍ଠ ନେତା ମିଶି ଗଠନ କରିବେ ନୂଆ ଦଳ: ପ୍ରଦୀପ ପୁରୋହିତ April 10, 2025 Papirani ବିଜେଡି ବିଭାଜନକୁ ନେଇ ଓ ନୂତନ ଦଳ ଗଠନ କରିବାକୁ ନେଇ ଆଜି ବଡ଼ ବୟାନ ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ସେ କହିଛନ୍ତି ବିଜେଡି ଆଗକୁ ଖଣ୍ଡ ଖଣ୍ଡ ହୋଇଯିବ। ଏହା ସହ ବିଜେଡିର ୯୦ ଭାଗ…
ତାଜା ଖବର ରାଜନୀତି ରାଜ୍ୟ ବିଦେଶ ଗସ୍ତରୁ ଫେରିଲେ ସାଂସଦ ସସ୍ମିତ ପାତ୍ର; ୱାକଫ ବିଲ୍କୁ ନେଇ ଦେଲେନାହି କୌଣସି ପ୍ରତିକ୍ରିୟା April 10, 2025 Papirani ୱାକଫ ବିଲ୍ ଭୋଟିଂକୁ ନେଇ ବିବାଦରେ ଅଛନ୍ତି ସାଂସଦ ସସ୍ମିତ ପାତ୍ର । ଏହାକୁ ନେଇ ବିଜେଡି ଦଳରେ ବିବାଦ ବଢ଼ି ଚାଲିଥିବା ବେଳେ ଆଜି ଭାରତ ଫେରିଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ଦିଲ୍ଲୀରେ ପହଞ୍ଚିବା ପରେ ୱାକଫ୍…