ତାଜା ଖବର ରାଜ୍ୟ ପୁଣି ରାଜ୍ୟରେ ଲଜ୍ଜା; ବାଲି ହରଚଣ୍ଡୀ ପୀଠରେ ଯୁବତୀଙ୍କୁ ଗଣଧର୍ଷଣ September 16, 2025 Papirani ଦୁଇ ଦିନ ତଳେ ବ୍ରହ୍ମଗିରି ପ୍ରସିଦ୍ଧ ଶକ୍ତିପୀଠ ମା’ ବାଲି ହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ଘଟିଛି ଲଜ୍ଜାଜନକ ଘଟଣା। ବାଲି ହରଚଣ୍ଡୀ ପୀଠରେ ଜଣେ ଯୁବତୀଙ୍କୁ ଗଣଧର୍ଷଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଗୁରୁତର ଅବସ୍ଥାରେ ହସ୍ପିଟାଲରେ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଇବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି September 15, 2025 Papirani ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଣ ସୁନିଶ୍ଚିତ କରିବା ଏବଂ ବଣ୍ଟନରେ ବ୍ୟାପକ କଳାବଜାରୀ ଓ ଅବ୍ୟସ୍ଥାକୁ ରୋକିବା ପାଇଁ ଜରୁରୀ ହସ୍ତକ୍ଷେପ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି । ଚିଠି ମାଧ୍ୟମରେ ବିଜେଡି କହିଛି ଚଳିତ ଖରିଫ…
ତାଜା ଖବର ରାଜ୍ୟ ସାର ସମସ୍ୟାକୁ ନେଇ ରାଜଭବନ ସାମ୍ନାରେ ବିଜେଡିର ହଲ୍ଲାବୋଲ September 15, 2025 Papirani ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ସାର ସଙ୍କଟ। ରାଜ୍ୟରେ ଚାଲିଥିବା ସାର ସଙ୍କଟ ବିରୋଧରେ ଆଜି ରାଜଭବନ ଆଗରେ ବିଜେଡିର ହଙ୍ଗାମା ଦେଖିବାକୁ ମିଳିଛି। ବିଜେଡି ରାଲି କରି ରାଜଭବନ ଆଡ଼କୁ ଯାଉଥିବା ବେଳେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା।…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ September 14, 2025 Papirani ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…
ରାଜନୀତି ରାଜ୍ୟ ସାର ନିଅଣ୍ଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି September 12, 2025 Nirvay ସାର ଅଭାବକୁ ନେଇ ରାଜ୍ୟର କୃଷକ ସମାଜ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ସାର ମହଜୁଦ ରହିଛି ବୋଲି ରାଜ୍ୟ ସରକାର…
ବ୍ୟବସାୟ ଇସ୍ତଫା ଦେବା ପରେ ଦଳରୁ ନିଲମ୍ୱନ ହେଲେ ପ୍ରଫୁଲ୍ଲ କୁମାର ମଲ୍ଲିକ September 12, 2025 Papirani ବିଜେଡିରୁ ବିଦା ହେଲେ ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ମଲ୍ଲିକ । ଇସ୍ତଫା ଦେବା ପରେ ଦଳରୁ ନିଲମ୍ୱନ ହେଲେ ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ମଲ୍ଲିକ । ଦଳ ବିରୋଧୀ କାର୍ଯ୍ୟପାଇଁ ଉପସଭାପତି ପ୍ରତାପ ଜେନା ପ୍ରଫୁଲ୍ଲଙ୍କୁ ଶୁକ୍ରବାର ନିଲମ୍ବିତ…
ତାଜା ଖବର ରାଜନୀତି ରାଜ୍ୟ ଭାରତୀୟ ଜନତା ପାର୍ଟି ମହିଳାଙ୍କୁ ଅପମାନିତ ଓ ନିର୍ଯ୍ୟାତିତ କରିଛି: ଲେଖାଶ୍ରୀ ସାମନ୍ତସିଂହାର September 11, 2025 Papirani ଆଜି ଅୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଡ଼ ଲେଖାଶ୍ରୀ ସାମନ୍ତସିଂହାର ଓ ତାଙ୍କର ଓକିଲ ସମନ କୁମାର ରାଉତରାୟ ଭାରତୀୟ ଜନତା ପାର୍ଟିର ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ମହିଳାଙ୍କ ପ୍ରତି ସର୍ବସାଧାରଣରେ ଦେଇଥିବା…
ତାଜା ଖବର ରାଜନୀତି ରାଜ୍ୟ ଗଠନ ହେବ ନୂଆ ବିଜେଡି; ସଂକେତ ଦେଲେ ଅମର ଶତପଥୀ September 10, 2025 Papirani ନୂଆ ବିଜେଡି ଗଠନର ସଂକେତ ଦେଇଛନ୍ତି ବରିଷ୍ଠ ନେତା ଅମର ଶତପଥୀ । ସେ କହିଛନ୍ତି ବିଜେଡି ଲୋକ ହିଁ ଗଠନ କରିବେ ନୂଆ ବିଜେଡି । ଲୋକ ଓ କର୍ମୀଙ୍କ ଠାରୁ ଦୂରେଇ ଯାଉଛି ବର୍ତ୍ତମାନର ବିଜେଡି । ନିର୍ଦ୍ଦିଷ୍ଟ…
ରାଜନୀତି ରାଜ୍ୟ ପଞ୍ଚଭୂତରେ ବିଲୀନ ହେଲେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ September 9, 2025 Nirvay ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ନୂଆପଡ଼ା ଠାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଏହି ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସମେତ ବିଜେଡିର ବରିଷ୍ଠ ନେତୃବୃନ୍ଦ, ଅନ୍ୟ ରାଜନୈତିକ ଦଳର…
ରାଜନୀତି ରାଜ୍ୟ ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫା ଦ୍ୱାରା ଦଳ ଉପରେ କୌଣସି ପ୍ରଭାବ ପଡିବ ନାହିଁ: ବିଜେଡି September 9, 2025 Nirvay ରାୟଗଡା ଜିଲ୍ଲାରେ ଏନ୍. ଭାସ୍କର ରାଓ, ଲାଲ ବିହାରୀ ହିମିରିକା ଓ ବିଜୁ ଜନତା ଦଳର କିଛି କର୍ମକର୍ତ୍ତା ଆଜି ଦଳରୁ ଇସ୍ତଫା ଦେଇଥିବା ବେଳେ, ଏହା ଦଳର ସଂଗଠନ ଉପରେ କୌଣସି ପ୍ରଭାବ ପଡିବ ନାହିଁ ବୋଲି ବିଜୁ ଜନତା…