Tag: BJD

ଓଡ଼ିଶା ନିର୍ବାଚନ ଗଡ଼ବଡ଼ ପ୍ରସଙ୍ଗ; ଫର୍ମ ୧୭-ସିର ତଥ୍ୟକୁ ସାର୍ବଜନିନ କରିବାକୁ ବିଜେଡିର ଦାବି

ସାଧାରଣ ନିର୍ବାଚନରେ ଗଡ଼ବଡ଼ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ବିଜେଡି ସଂସଦୀୟ ଟିମର ପ୍ରେସମିଟ୍ । ନିର୍ବାଚନ ଗଡ଼଼ବଡ଼ ନେଇ ନିର୍ବାଚନ କମିଶନଙ୍କୁ ଭେଟିବା ପରେ ପ୍ରେସମିଟ୍ ରଖିଲା ବିଜେଡ଼ି । ପ୍ରେସମିଟ୍ ମାଧ୍ୟମରେ ବିଜେଡ଼ି ସୂଚନା ଦେଇ କହିଛି ନିର୍ବାଚନ କମିଶନଙ୍କ…

ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ

ଡିଲିମିଟେସନ ବା ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ । ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ । ଆସନ୍ତା ୨୬ ତାରିଖରେ ଚେନ୍ନାଇରେ ଡିଲିମିଟେସନ ସ୍ଵତନ୍ତ୍ର ବୈଠକ ବସିବାକୁ ଯାଉଛି । ଯାହାକୁ ନେଇ ଆଜି…

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଆଜି ବିଜେପି ବିଧାୟକଙ୍କ ମନ୍ତବ୍ୟକୁ ନେଇ ସରଗରମ ହୋଇଛି ବିଧାନସଭା ଗୃହ । ଆଜି ପବିତ୍ର ଗୃହରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି, ତାହାକୁ ନେଇ ଏବେ ରାଜ୍ୟ ରାଜନୀତିର ଚର୍ଚ୍ଚାର ବିଷୟ ପାଲଟିଛି। ଗୃହର ପ୍ରଶ୍ନୋତ୍ତରକାଳରେ ବିରୋଧୀ ଏବଂ…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତି

ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର…

ଶଙ୍ଖ ଭବନରେ ବିଜେଡିର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ଆଜି ଶଙ୍ଖ ଭବନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଛି । ଏହି ଅବସରରେ ଶଙ୍ଖ ଭବନ ରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ…

ବିଜୁ ଜନତା ଦଳରେ ଅସ୍ତିତ୍ବ ସଂକଟ

ବିକୁ ପରିବାର ଅବଧାରଣା (କନ୍‌ସେପ୍ଟ)ରେ ଜନତା ଦଳକୁ ବିଭାଜିତ କରି ଜନ୍ମ ନେଇଥିଲା ବିଜୁ ଜନତା ଦଳ । ଏଥିପାଇଁ ବିଜୁଭକ୍ତ ନେତାମାନେ ନିଜନିଜର ଦକ୍ଷତା ଅପେକ୍ଷା ଭରସା କରିଥିଲେ ବିଜୁ ପୁତ୍ର ନବୀନଙ୍କ ଉପରେ । ନେତାମାନଙ୍କ ମଧ୍ୟରେ ପାରସ୍ପରିକ…

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନରରେ ହଟ୍ଟଗୋଳ;  ୧୨ଟା ଯାଏଁ ଗୃହ ମୁଲତବୀ

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ପ୍ରଥମ ଦିନରୁ ଦେଖାଯାଇଛି ହଟ୍ଟଗୋଳ। ଅଧିବେଶନ ଆରମ୍ଭରୁ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ । ତେବେ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅନୁରୋଧ କରିବା ସତ୍ତ୍ବେ ମଧ୍ୟ ସେମାନେ ଶୁଣି ନଥିଲେ । ଫଳରେ ବାଚସ୍ପତି ବାଧ୍ୟ…

ରାଜା ଚକ୍ରଙ୍କୁ ବଦ୍ରିଙ୍କ ଟାର୍ଗେଟ୍‌; କହିଲେ ବିଜେଡିକୁ ବ୍ୟବହାର କରି ଅର୍ଥ ଉପାର୍ଜନ ନା ନାହିଁ ତଦନ୍ତରୁ ଜଣାପଡ଼ିବ

ରାଜା ଚକ୍ରଙ୍କ ଘର ରେଡ୍‌ ଘଟଣାରେ ବରିଷ୍ଠ ନେତା ବଦ୍ରିନାରାୟଣ ପାତ୍ରଙ୍କ ତେର୍ଚ୍ଛା ବାଣ । ନାଁ ନନେଇ ରାଜା ଚକ୍ରଙ୍କୁ ଟାର୍ଗେଟ କରି ବଦ୍ରି କହିଛନ୍ତି କେନ୍ଦୁଝରରେ ଖଣିଜ ଲୁଟ୍ ହେଉଛି, ଦାଦାଗିରି ହେଉଛି, ଚାନ୍ଦା ଆଦାୟ କରୁଛନ୍ତି। ଏଭଳି…

ଆସନ୍ତା ୬ ତାରିଖରେ ବିଜେଡିର ରାଜ୍ୟବ୍ୟାପି ପ୍ରତିବାଦ

ରାଜ୍ୟରେ ପଞ୍ଚାୟତିରାଜ ଦିବସ ଗତ ପ୍ରାୟ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ପାଳିତ ହୋଇଆସୁଥିବା ବେଳେ, ରାଜ୍ୟ ସରକାର ଏହାକୁ ମାର୍ଚ୍ଚ ୫ ରେ ନକରି ଏପ୍ରିଲ ୨୪ ତାରିଖରେ ପାଳନ କରିବା ନିଷ୍ପତି ନେଇଛନ୍ତି । ବିଜେଡି ତରଫରୁ…

ରାଜନୈତିକ ସ୍ୱାର୍ଥ ପାଇଁ ପଞ୍ଚାୟତିରାଜ ଦିବସକୁ ବିଭ୍ରାନ୍ତି କରିଥିଲା ବିଜେଡି: ଅନିଲ ବିଶ୍ୱାଳ

ଏପ୍ରିଲ ମାସ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରିବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ଭାରତ ବର୍ଷର ଗଣତନ୍ତ୍ରରେ ଏପ୍ରିଲ ୨୪ ତାରିଖ ହେଉଛି ଏକ ଐତିହାସିକ ଦିନ । ଏହି ଦିନରେ ଦେଶରେ…