Tag: BJD

ପଞ୍ଚାୟତିରାଜ ଦିବସ ତାରିଖ ବଦଳକୁ ନେଇ ବର୍ଷିଲା ବିଜେଡି

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ, ଓ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି କହି ବିଜେପି ସରକାର ଉପରେ ବର୍ଷିଛି ବିଜେଡି । ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁ ବାବୁଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇ ଦୀର୍ଘ…

ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ସରକାରଙ୍କ ଉଦାସନୀତାକୁ ନେଇ ପ୍ରଶ୍ନ କଲା ବିଜେଡି

ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ । ଦିନକ ପରେ ପଞ୍ଚାୟତିରାଜ ଦିବସ ଥିବା ବେଳେ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରସ୍ତୁତି ନାହିଁ ବୋଲି ଆଜି ସାମ୍ୱାଦିକ ସମ୍ମିଳନୀ ମଧ୍ୟମରେ ଅଭିଯୋଗ ଆଣିଛି ବିଜେଡ଼ି। ଗଣମାଧ୍ୟମରେ ବିଜେଡି…

ରାଜ୍ୟ ଯୁବ ବିଜେଡି ଉପସଭାପତି ରାଜା ଚକ୍ରଙ୍କୁ ଇଓଡବ୍ଲୁର ଜେରା

କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ ) ଅଫିସ୍‌ରେ ହାଜର ହେଲେ ରାଜ୍ୟ ଯୁବ ବିଜେଡି ଉପସଭାପତି ସୌମ୍ୟ ଶଙ୍କର ଚକ୍ର ବା ରାଜା ଚକ୍ର । ଟ୍ରାନ୍ସପୋର୍ଟ ଘୋଟାଲା ମାମଲାରେ ତନାଘନା । ଗର୍ଦ୍ଧମାର୍ଦନ ଲୋଡିଂ ଆଣ୍ଡ କୋ-ଅପରେଟିଭ୍‌ ସୋସାଇଟିର…

ରାସନ କାର୍ଡ କଟିବା ନେଇ ରାଜ୍ୟ ସରକାରଙ୍କୁ ବିଜେଡିର ଟାର୍ଗେଟ

ରାସନ କାର୍ଡ କଟିବା ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜୁ ଜନତା ଦଳ । ସରକାର କାହାକୁ ଭୂତ କହୁଛନ୍ତି ବୋଲି ବିଜେଡି ପ୍ରଶ୍ନ କରିଛି । ଇ-କେୱାଇସି ନାଁରେ ବହୁ ଯୋଗ୍ୟ ହିତାଧିକାରୀଙ୍କୁ ରାସନରୁ ବାଦ ଦିଆଯାଉଛି । ପାନ…

୨୮ରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌କୁ ବିରୋଧ କରି ଆସନ୍ତା ୨୮ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବାକୁ ଯାଉଛି ବିଜେଡି । ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର କେତେ ଯେ କ୍ଷତି…

ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି

ବିଜୁ ବାବୁଙ୍କ ଜୟନ୍ତୀ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରିଛି ବିଜେଡି। ବିଜୁ ବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ହେବ। ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ…

ବିଧାନସଭାରେ ପୂର୍ବ ସରକାରରେ ଥିବା 5Tର ପୋଲ୍‌ ଖୋଲିଲେ ରାଜସ୍ବ ମନ୍ତ୍ରୀ

ଆଜି ବିଧାନସଭା ଗୃହରେ ବିଜେଡି ବିଧାୟକ ପ୍ରତାପ ଦେବ ରାଜସ୍ୱ ମନ୍ତ୍ରୀଙ୍କୁ ପଚାରିଥିବା ପ୍ରଶ୍ନ ବିଗତ ସରକାର ସମୟରେ ଯେତିକି ବାତ୍ୟା ଆଶ୍ରୟସ୍ଥଳୀ ଘୋଷଣା ହୋଇଥିଲା, କାହିଁକି ସେହି କାର୍ଯ୍ୟ ତ୍ବରାନ୍ବିତ କରିନାହାନ୍ତି ? ୫୨ଟି ପ୍ରକଳ୍ପ କାହିଁକି କାର୍ଯ୍ୟକାରୀ ହୋଇନାହିଁ…

୫-ଟି ପାଇଁ ଆମେ ମଲୁ ବୋଲି ସ୍ବୀକାର କଲେ ଅରୁଣ

ବିଧାନସଭା ନିର୍ବାଚନରେ ବିଜୁ ଜନତା ଦଳର ବିପର୍ଯ୍ୟୟର କାରଣକୁ ନେଇ ଏବେବି ମନ୍ଥନ ଚାଲିଛି । ଦଳର ନେତୃତ୍ବ କାରଣ ଖୋଜି ପାଇନଥିଲା ବେଳେ ଯେଉଁ ବିଷୟକୁ ନେଇ ଚର୍ଚ୍ଚା ହୋଇଥିଲା, ଯାହାକୁ ବିଜଦ ନେତାମାନେ ମାନୁ ନଥିଲେ ବୁଧବାର ବରିଷ୍ଠ…

ବିଜେପି ହ୍ବୁସିଲ୍ ମାରିଲେ ଖଣ୍ଡ ଖଣ୍ଡ ହୋଇଯିବ ବିଜେଡି: ଜୟନାରାୟଣ ମିଶ୍ର

ଆଜି ବିଧାନସଭା ପ୍ରବେଶ ଦ୍ବାରରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ବିଧାନସଭା ସମ୍ମୁଖରେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ତାଗିଦ କରିଥିବା କଥା ଏବେ ରାଜନୀତିର ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକୁ ନେଇ ପ୍ରତିକ୍ରିୟାରେ…

ବିଧାନସଭାରେ ଚମ୍ପୁଆ ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିତ; ବିଜେପି ଆଡ଼କୁ ଯାଉଛନ୍ତି କି କହି କଲେ ତେରଛା ବାଣ

ଆଜି ବିଧାନସଭାର ବଜେଟ ଅଧିବେଶନରେ ଆରମ୍ଭ ହୋଇଥିବା ବେଳେ । ସେଠାରେ ପହଞ୍ଚୁ ପହଞ୍ଚୁ ଚମ୍ପୁଆ ବିଜେଡି ବିଧାୟକଙ୍କ ଉପରେ ବର୍ଷିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଚମ୍ପୁଆ ବିଧାୟକଙ୍କୁ ତାଗିତ କରି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି…