ରାଜନୀତି ରାଜ୍ୟ ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି August 25, 2025 Nirvay ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…
ତାଜା ଖବର ରାଜନୀତି ରାଜ୍ୟ ନବୀନ ନିବାସରେ ପ୍ରେମ ପଟ୍ଟନାୟକ August 22, 2025 Papirani ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ଡିହାଇଡ୍ରେସନ କାରଣରୁ ଡାକ୍ତରଖାନାରେ…
ପ୍ରିମିୟମ ଖବର ରାଜନୀତି ରାଜ୍ୟ ଓଳାଶୁଣୀ ଭୋଜି, ଶଙ୍ଖରେ ଭାଳେଣି August 22, 2025 Papirani ଓଳାଶୁଣୀ ଯାଜପୁର ଜିଲ୍ଲାର । ଗୋବରୀ ନଦୀ କୂଳରେ ଓଳାଶୁଣୀ ଗୁମ୍ଫା । ମନ୍ଦିର ବି ଅଛି । ସାଧୂ ଅରକ୍ଷିତ ଦାସଙ୍କ ସମାଧିପୀଠ ପାହାଡ ଉପରେ । ଏଇଠି ଅରକ୍ଷିତ ଦାସ ଲେଖୁଥିଲେ ମୋହିମା ମଣ୍ଡଳ ଗୀତା। ଶୂନ୍ୟ ବ୍ରହ୍ମର…
ରାଜ୍ୟ ମେଡିକାଲ୍ରୁ ଡିସ୍ଚାର୍ଜ ହେଲେ ନବୀନ ପଟ୍ଟନାୟକ August 20, 2025 Nirvay ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମେଡିକାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି । ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍ରୁ ସିଧା ସେ ନବୀନ ନିବାସ ଯାଇଛନ୍ତି । କହିରଖୁଛୁ ଯେ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ…
ରାଜନୀତି ରାଜ୍ୟ ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଖଡ୍ଗେ August 20, 2025 Nirvay କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ବୁଧବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍ରେ କଥା ହୋଇଛନ୍ତି । ଖଡ୍ଗେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…
ରାଜନୀତି ରାଜ୍ୟ ବାଦ୍ ପଡ଼ିଥିବା ୪୪ ଅଞ୍ଚଳକୁ ତୁରନ୍ତ ଏନଏସି ମାନ୍ୟତା ଦିଅ: ବିଜେଡି August 20, 2025 Nirvay ବିଜେଡି ସରକାର ରାଜ୍ୟରେ ୫୬ଟି ନୂଆ ଏନଏସି ଘୋଷଣା କରିଥିଲେ, ଯାହା ମଧ୍ୟରୁ କେବଳ ୧୨ଟି ଅଞ୍ଚଳକୁ ଏନଏସି ମାନ୍ୟତା ଦେବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ବିଜୁ ଜନତା ଦଳ କଡ଼ା ସମାଲୋଚନା କରିଛି । ରାଜ୍ୟ ସରକାର…
ରାଜନୀତି ରାଜ୍ୟ ଶଙ୍ଖ ଦଳରେ କିଏ ରାବଣ କିଏ ବିଭୀଷଣ ? August 20, 2025 Papirani ଲଙ୍କାରେ ସୁବର୍ଣ୍ଣପୁରୀ ଥିଲା । ନବୀନ ବାବୁଙ୍କ ଯୁଗରେ ଓଡ଼ିଶା ସୁବର୍ଣ୍ଣପୁରୀ ହେଇଯାଇଥିଲା। ତାଙ୍କ ଘର ବା ନିବାସଟି ଥିଲା ସୁବର୍ଣପୁରୀ । ମା’ଲକ୍ଷ୍ମୀ ପୁରା ଦୟା କରିଥିଲେ । କିନ୍ତୁ ହନୁମାନ ମା’ ସୀତାଙ୍କୁ ଖୋଜିବାକୁ ଯାଇ କ’ଣ ମନ…
ରାଜନୀତି ରାଜ୍ୟ ନିର୍ବାଚନ କମିସନ ବିଜେଡି ଠାରୁ ସତ୍ୟପାଠ ଦାବି କରିନାହାନ୍ତି: ବିଜେଡି August 19, 2025 Nirvay ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ମିହିର ରାୟ ଓ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଗୋଟିଏ ଦାୟିତ୍ୱ ସମ୍ପନ୍ନ ରାଜନୈତିକ ଦଳ ଭାବେ ଗତ ନିର୍ବାଚନରେ ପରିଲକ୍ଷିତ ହୋଇଥିବା…
ରାଜନୀତି ସମ୍ପାଦକୀୟ ରାଧାକୃଷ୍ଣ ଭଜିବ ଶଙ୍ଖ ଦଳ ! August 19, 2025 Papirani ଉପ-ରାଷ୍ଟ୍ରପତି ପଦ ପାଇଁ ଏନଡିଏ ପ୍ରାର୍ଥୀ ଘୋଷଣା କରିଦେଲା । ପ୍ରାୟତଃ କେହି ଅନୁମାନ କରିନଥିଲେ ଯେ, ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଏନଡିଏ ବାଛିବ ଉପ-ରାଷ୍ଟ୍ରପତି ପଦ ପାଇଁ । ତାଙ୍କ ନାଁ ଘୋଷଣା ହେବା ମାତ୍ରେ ସେ ସସ୍ତ୍ରୀକ…
ତାଜା ଖବର ରାଜନୀତି ରାଜ୍ୟ ସୁସ୍ଥ ହେଉଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ : କ୍ୟାବିନ୍କୁ ହେଲେ ସ୍ଥାନାନ୍ତର August 18, 2025 Papirani ଧିରେ ଧିରେ ସୁସ୍ଥ ହେଉଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ନବୀନ ପଟ୍ଟନାୟକଙ୍କୁ ଆଜି ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର…