ତାଜା ଖବର ରାଜନୀତି ରାଜ୍ୟ ବିଜେପି ଲିଙ୍କରେ ବିଜେଡିର ବହୁତ ନେତା! May 8, 2024 Papirani ବିଜେଡି ନେତା ପାଣ୍ଡିଆନଙ୍କ ମନ୍ତବ୍ୟକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି । ସେ କହିଛନ୍ତି ବିଜେଡିରେ ସମସ୍ତେ ତ କ୍ରୀତଦାସ ନୁହନ୍ତି ନା, ଅନେକ ଏକନାଥ ସିନ୍ଦେ ବି ଅଛନ୍ତି। ଆଉ ଏମାନେ…
ରାଜନୀତି ରାଜ୍ୟ ବିଜେଡିକୁ ଟାର୍ଗେଟ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ May 8, 2024 Nirvay ବିଜେଡିକୁ ଟାର୍ଗେଟ୍ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ। ଆଜି କୋରାପୁଟ ଜିଲ୍ଲା କୁନ୍ଦ୍ରାରେ ବିଜେପି ପାଇଁ ନିର୍ବାଚନ ପ୍ରଚାର କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ ବିଜେଡି ଆଦିବାସୀଙ୍କୁ କେବଳ ଭୋଟ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ମହିଳା ବିରୋଧୀ ଅପରାଧ ବଢ଼ିଛି, ସରକାର ମୌନ କାହିଁକି : ବିଜେପି May 8, 2024 Papirani ଭୁବନେଶ୍ୱର : ଆଜି କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଓ ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରେସମିଟ୍ ।ପ୍ରେସମିଟରେ ବିଜେଡି ସରକାରଙ୍କ ବିରୋଧରେ ବର୍ଷିଲା ବିଜେପି । ରାଜ୍ୟରେ ମହିଳା ବିରୋଧୀ ଅପରାଧ ବଢିଛି, ସରକାର ମୌନ କାହିଁକି ବୋଲି ସେ ପ୍ରଶ୍ନ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ “ଭ୍ରଷ୍ଟାଚାରୀ”ଙ୍କ ପେଣ୍ଠସ୍ଥଳ ପାଲଟିଛି ନବୀନ ଶାସନ: ସଜ୍ଜନ ଶର୍ମା May 7, 2024 Papirani ଭୁବନେଶ୍ୱର, ତା.୦୭/୦୫: ନିର୍ବାଚନ ମାହୋଲ ଏବେ ଗରମା ଗରମ ହେବା ଆରମ୍ଭ କରିଛି । ସାଧାରଣତଃ ନିର୍ବାଚନ ସମୟରେ ଯେଉଁ ରାଜନୈତିକ ଦଳ ସରକାରରେ ଥାଏ ସେ ବିଗତ ୫ବର୍ଷରେ କ’ଣ କରିଛି ତାହା ଉପସ୍ଥାପିତ କରେ । ଲୋକଙ୍କ ପ୍ରତିଶ୍ରୁତି…
ତାଜା ଖବର ରାଜନୀତି ରାଜ୍ୟ ବିଜେଡ଼ି ଭୋଟ ବ୍ୟାଙ୍କ ପାଇଁ ଏସ୍ଏଚଜିର ଅପବ୍ୟବହାର କରୁଥିବା ଅଭିଯୋଗ ଆଣିଲା ବିଜେପି May 7, 2024 Papirani ଭୁବନେଶ୍ୱର: ମହିଳାଙ୍କୁ ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା । କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍ଏଚଜିର ମା’, ଭଉଣୀମାନଙ୍କୁ ପ୍ରଲୋଭିତ କରିଆସୁଛି ।…
ରାଜନୀତି ରାଜ୍ୟ କେନ୍ଦ୍ରୀୟ ନେତାଙ୍କ ଓଡ଼ିଶା ଗସ୍ତକୁ ନେଇ ଏମିତି କହିଲେ ଦେବୀ ମିଶ୍ର May 7, 2024 Nirvay ବିଜେପି କେନ୍ଦ୍ରୀୟ ନେତାଙ୍କ ଘନ ଘନ ଓଡ଼ିଶା ଗସ୍ତ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର। ‘ପ୍ରଥମ ପର୍ଯାୟରେ ବିଜେଡି ବିପୁଳ ସମର୍ଥନ ପାଉଛି’,‘ମୁଖ୍ୟମନ୍ତ୍ରୀ ପ୍ରଚାରକୁ ଓହ୍ଲାଇଲେ ତାର ପ୍ରଭାବ ପଡୁଛି,ଅନ୍ୟ ରାଜ୍ୟରେ ବିଜେପିକୁ ସଫଳତା ମିଳୁନଥିବାରୁ ଓଡ଼ିଶା…
ତାଜା ଖବର ରାଜନୀତି ରାଜ୍ୟ ସମୀର ଦାଶଙ୍କୁ ଢେଙ୍କାନାଳ ପର୍ଯ୍ୟବେକ୍ଷକ ଓ ଅରୁନ୍ଧତୀ ଦେବୀଙ୍କୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ମିଳିଲା ଦାୟିତ୍ୱ May 7, 2024 Papirani ନିମାପଡ଼ା ବିଧାୟକ ସମୀର ଦାଶଙ୍କୁ ବିଜେଡ଼ି ଦେଇଛି ନୂଆ ଦାୟିତ୍ୱ । ସେ ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଜେଡିରୁ ଟିକେଟ୍ ନମିଳିବା ପରେ ଅସନ୍ତୁଷ୍ଟ ଥିବା ସମୀର ଦାଶଙ୍କ ପରବର୍ତ୍ତୀ ପଦକ୍ଷେପକୁ ଅପେକ୍ଷା କରାଯାଇଥିଲା।…
ତାଜା ଖବର ରାଜନୀତି ରାଜ୍ୟ ଆଜି ଗଞ୍ଜାମରେ ବିଶାଳ ରୋଡ ସୋ’ କରିବେ ଭିକେ ପାଣ୍ଡିଆନ୍ May 7, 2024 Papirani ଆଜି ବିଜେଡିର ଦ୍ୱିତୀୟ ଷ୍ଟାର କ୍ୟାମ୍ପେନର ଭି କାର୍ତ୍ତିକେୟ ପାଣ୍ଡିଆନ୍ ଗଞ୍ଜାମର ଶେରଗଡ଼ଠାରେ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ସେରଗଡରୁ ଆରମ୍ଭ କରିଛନ୍ତି ପ୍ରଚାର । ସୋମବାରଦିନ ସେ ଗୋପାଳପୁରଠାରେ ନିର୍ବାଚନ ରୋଡ ଶୋ’କରିଥିଲେ। ଆଜି ଶେରଗଡ଼ର ଗୋଠ ଗାଁରେ…
ତାଜା ଖବର ରାଜନୀତି ରାଜ୍ୟ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାର ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ May 7, 2024 Papirani ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାରଙ୍କୁ ଟାର୍ଗେଟ କରି ଧର୍ମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ କେମିତି ପ୍ରଚାର କରୁଛନ୍ତି ତାହା ଓଡ଼ିଶାବାସୀ ଦେଖୁଛନ୍ତି ।ଓଡ଼ିଶାରେ ନିର୍ବାଚନ ନାଚଗୀତ, ମେଲୋଡି ଜରିଆରେ ପ୍ରଚାର କରୁଛନ୍ତି । ଓଡ଼ିଶାରେ ନିର୍ବାଚନ ପ୍ରଚାରକୁ ହାଲୁକା ଭାବେ ନେଉଛି…
ଦେଶ ରାଜନୀତି ରାଜ୍ୟ ବିଜେଡିକୁ କ୍ଷମା ଦେବେନି ଓଡ଼ିଶାର ମା’ମାନେ:ମୋଦି May 6, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସଭାରେ ଉଦବୋଧନ ଦେବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୋଦୀ ସରକାର ଗର୍ଭବତୀ ମହିଳାଙ୍କୁ ୬ହଜାର ଟଙ୍କା ଆର୍ଥିକ ସହାୟତା ଦେଉଛି କିନ୍ତୁ ଓଡ଼ିଶା ସରକାର ଏହି…