Tag: BJD

Violence Against Women in Odisha: ଡବଲ ଇଞ୍ଜିନ ସରକାର ମହିଳା ହିଂସାରେ ଓଡିଶାକୁ କଳଙ୍କିତ କରିଛି: ବିଜେଡି

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଘରେ ପଶି ଦୁଷ୍କର୍ମ କରିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଲଜ୍ଜାଜନକ ବୋଲି ବିଜୁ ଜନତା ଦଳ କହିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିିତ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ଉପସଭାପତି ସଂଜୟ…

BJD Foundation day: ବିଜେଡି ପ୍ରତିଷ୍ଠା ଦିବସରେ ଦଳୀୟ ନେତାଙ୍କ ଉପରେ ବର୍ଷିଲେ ପ୍ରଭାତ ବିଶ୍ୱାଳ; ପଣ୍ଡିଆନ ଦମ୍ପତିଙ୍କୁ କଲେ ପ୍ରଶଂସା

ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ । ଶଙ୍ଖ ଭବନରେ ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ବିପୁଳ ଉତ୍ସାହ ସହ ପାଳିତ ହୋଇ ଯାଇଛି । ଏହି ସମୟରେ ଖୋଲା ମଞ୍ଚରେ ବିସ୍ଫୋରଣ…

BJD Will Stay For 100 Years: ଶହେ ବର୍ଷ ରହିବ ବିଜେଡି – ନବୀନ ପଟ୍ଟନାୟକ

ଆଜି ଶଙ୍ଖ ଭବନ ରେ ବିଜୁ ଜନତା ଦଳ ୨୯ ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ବିପୁଳ ଉତ୍ସାହ ସହ ପାଳିତ ହୋଇ ଯାଇଛି। ଏହି ଅବସରରେ ଉପସ୍ଥିତ ନେତା ଓ କର୍ମୀ ମାନଙ୍କୁ ଉଦବୋଧନ ଦେଇ…

Chandbali Bandh: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା: ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ 

ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା। ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ ପାଳନ କରାଯାଉଛି। ନାବାଳିକା ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଆଜି ଦୁଇ ବିରୋଧୀ ଦଳ ବିଜେଡ଼ି ଏବଂ କଂଗ୍ରେସ ପୃଥକ ପୃଥକ ୬ ଘଣ୍ଟିଆ ବନ୍ଦ…

Odisha Politics: ମିଛ ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ଯୋଗାଣମନ୍ତ୍ରୀ: ବିଜେଡି

ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ୍ ମହାନ୍ତି କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟର ଚାଷୀମାନଙ୍କୁ ଧାନ ସଂଗ୍ରହ ବାବଦରେ ମିଛ ତଥ୍ୟ ଦେଇ ଭୂଆଁ ବୁଲାଉଛନ୍ତି ।…

National Farmers Day: ଧାନକିଣା ପ୍ରସଙ୍ଗରେ ବିଜେପି ଉପରେ ବର୍ଷିଲା ବିଜେଡି

ଧାନ କିଣାକୁ ନେଇ ରାଜ୍ୟର ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ କରି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ପ୍ରମିଳା…

BJD Rajya Sabha Elections: ରାଜ୍ୟସଭା ନିର୍ବାଚନ ବେଳେ ବିଭାଜିତ ହୋଇପାରେ ବିଜଦ

ବଡ଼ ସଂକଟ ଘଡି ଭିତର ଦେଇ ଗତି କରୁଛି ବିଜୁ ଜନତା ଦଳ । କ୍ଷମତାରୁ ଯିବାର ଦୁଇବର୍ଷ ନପୁରୁଣୁ ବିଭାଜନର କଳାବାଦଲ ଘୋଟିଗଲାଣି ବିଜଦ ଆକାଶରେ । ଅନେକ ଦଳ ଭାଙ୍ଗି ନବୀନ ପଟନାୟକ ନିଜ ଦଳକୁ ସମୃଦ୍ଧ କରିଛନ୍ତି…

BJD Press Meet: ଶିଳ୍ପାୟନ ସ୍ୱପ୍ନ ବେଶୀ, ସତ କମ୍: ବିଜେଡି

ରାଜ୍ୟରେ ଶିଳ୍ପର ଉନ୍ନତି କରିବା ନିମନ୍ତେ ନିବେଶକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ରାଜକୋଷରୁ କୋଟି କୋଟି ଟଙ୍କା ପାଣି ଭଳି ବ୍ୟୟ କରି ଦେଶ ବିଦେଶରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରି ପୁଞ୍ଜି ଆଣୁଛନ୍ତି ବୋଲି ଡିଣ୍ଡିମ ପିଟୁଥିଲା…

Bhadrak BJD: ଭଦ୍ରକ ବିଜେଡ଼ିକୁ ପୁଣି ଏକ ଝଟକା; ବିଜେଡ଼ି ଛାଡ଼ିବେ ଜିଲ୍ଲାର ୩ ଜଣ ପ୍ରମୁଖ ନେତା

ଭାଙ୍ଗୁଛି ବିଜେଡିର ଭଦ୍ରକ ଗଡ଼ । ବିଜେଡ଼ିକୁ ପୁଣି ଏକ ବଡ଼ ଝଟକା ଲାଗିବାକୁ ଯାଉଛି । ଏକକାଳୀନ ଭଦ୍ରକ ଜିଲ୍ଲାର ୩ ଜଣ ପ୍ରମୁଖ ନେତା ଦଳ ଛାଡ଼ିବାକୁ ଯାଉଥିବା ଖବର ସାମ୍ନାକୁ ଆସିଛି। ବିଜେଡ଼ିର ବରିଷ୍ଠ ନେତା, ଦକ୍ଷ…

Saheed Nagar Gang-Rape: ସହିଦ ନଗର ଗଣଦୁଷ୍କର୍ମ ମାମଲା; ଉଦବେଗ ପ୍ରକାଶ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ସହିଦ ନଗର ଗଣଦୁଷ୍କର୍ମ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ । ଏନେଇ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରି ନବୀନ ଲେଖିଛନ୍ତି ମହିଳାଙ୍କ ପାଇଁ ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ ଭୁବନେଶ୍ୱର, ପୁଣି କଳଙ୍କ ମୁଣ୍ଡାଇଛି ଓଡ଼ିଶା।…