Tag: BJD

ମୁନ୍ନା ଖାଁ ଙ୍କ ବଡ଼ ବୟାନ “ବିଜେଡି ଲିଙ୍କ ରେ ୧୪ ବିଜେପି ବିଧାୟକ ”

ରାଜ୍ଯସଭା ସାଂସଦ ମୁନ୍ନା ଖାଁ ନବୀନଙ୍କ ନେତୃତ୍ୱାଧୀନ ବିଜେଡ଼ି ସରକାର ପୁଣି ଥରେ କ୍ଷମତାକୁ ଫେରିବ ବୋଲି ଦୃଢୋକ୍ତି ଦେଇଛନ୍ତି| ବରିଷ୍ଠ ବିଜେଡ଼ି ନେତା ମୁନା ଖାଁ ବିଜେପି ଦଳ ଉପରେ ଆକ୍ଷେପ କରି କହିଛନ୍ତି ଯେ ଏହା ଭାଙ୍ଗିବା ପାଇଁ…

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଦ୍ୱାରା ଆଜି ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ଦଳ ତରଫରୁ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ସହିତ ପଞ୍ଚାୟତରାଜ ମନ୍ତ୍ରୀଙ୍କୁ ମଧ୍ୟ…

ନେତାଙ୍କୁ ଅଣଦେଖା କରିବା ବିଜେଡି ହାରିବାର କାରଣ; ପ୍ରଭୁ ଜଗନ୍ନାଥ ଠିକ୍‌ ବିଚାର କରିଛନ୍ତି: ସୁନନ୍ଦା

ନିର୍ବାଚନ ହାରିବା ପରଠୁ ରାଜ୍ୟରେ ବିଜେଡିରେ ଦଳକନ୍ଦଳ ବାରମ୍ବାର ଦେଖିବାକୁ ମିଳୁଛି । ଅସନ୍ତୋଷ ପ୍ରକାଶ କରୁ ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡିବାରେ ଲାଗିଛନ୍ତି । ଅନେକ ନେତା ଦଳ ଛାଡିଥିବା ବେଳେ ଗତକାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି…

ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି: ଜୟନାରାୟଣ ମିଶ୍ର

ପ୍ରମିଳା ମଲ୍ଲିକଙ୍କ ୧୪୦ ସିଟ୍ ଜିତିବା ମନ୍ତବ୍ୟକୁ ଟାର୍ଗେଟ କରି ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଅମିତ ଶାହାଙ୍କ ଗୋଟିଏ ହୁଇସିଲରେ ବିଜେଡି ଭାଙ୍ଗିଯିବ । ଆମ ଉପରେ କିଛି କହିବା ଆଗରୁ ବିଜେଡି ଆଗେ ନିଜ ଘର…

ଆଜି ନିର୍ବାଚନ ହେଲେ ୧୪୦ ସିଟ୍ ଜିତିବ ବିଜେଡ଼ି: ପ୍ରମିଳା ମଲ୍ଲିକ

ବିଜେଡି ଆଜି ବି ଏକ ନମ୍ବର ଦଳ। ଆଜି ବି ଯଦି ନିର୍ବାଚନ ହୁଏ ୧୪୦ ସିଟ୍ ଜିତିବ ବିଜେଡ଼ି । ଏହି ପ୍ରତିକ୍ରିୟା ଦେଇଛନ୍ତି ବିଜେଡି ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ…

ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବକ୍ତବ୍ୟରେ ତାଙ୍କ କଥାକୁ ହେୟଜ୍ଞାନ କରିବେ ନାହିଁ ଓ ତାଙ୍କ ସରକାରଙ୍କ ଏବେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ କେବଳ ଟ୍ରେଲର ଓ ପୁରା ଫିଲ୍ମ ଆସିବା ବାକି ଅଛିକୁ…

ଧରାପଡ଼ିଯାଉଛି ବିଜଦର ହତାଶା ! ‘ଦାନା’ ପରୀକ୍ଷାରେ ଉତ୍ତୀର୍ଣ୍ଣ ମୋହନ

ବାତ୍ୟା ‘ଦାନା’ ଆସିବା ପୂର୍ବରୁ ଏବଂ ବାତ୍ୟା ପରେ ମଧ୍ୟ ଆକ୍ଟିଭ୍ ମୋଡରେ ମୋହନ ସରକାର। ବାତ୍ୟା ‘ଦାନା’ର ଦୁଇଟି ଦିଗ। ପ୍ରଥମଟି ବାତ୍ୟା ଓ ଦ୍ବିତୀୟଟି ବର୍ଷା । ବାତ୍ୟା ବିଶେଷ କ୍ଷତି କରିପାରି ନାହିଁ। କିନ୍ତୁ ବର୍ଷା ୫ଟି…

ରାଜ୍ୟ ସରକାରଙ୍କ ଫୋକସ ବାତ୍ୟା ମୁକାବିଲାରେ ନୁହେଁ, ପ୍ରଶଂସା ସାଉଁଟିବାରେ ଥିଲା: ବିଜେଡି

ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ…

ରଘୁବରଙ୍କୁ ନେଇ ବିଜେଡି-କଂଗ୍ରେସ ଏକ

ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ନିଜ ପଦବୀ ଓ କ୍ଷମତାର ଦୁରୂପଯୋଗ କରି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପ୍ରଚାରରେ ଲିପ୍ତ ଅଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ…

ଜୀବନ ଅମୂଲ୍ୟ ତେଣୁ ବାତ୍ୟା ପାଇଁ ଭୟ କରନ୍ତୁନି, ସଜାଗ ରୁହନ୍ତୁ ବୋଲି ରାଜ୍ୟବାସୀଙ୍କୁ ନିବେଦନ କଲେ ନବୀନ ପଟ୍ଟନାୟକ

ବାତ୍ୟା ‘ଦାନା’ ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ କହିଛନ୍ତି ସଚେତନତା ଓ ସତର୍କତା ହିଁ ସମ୍ଭାବ୍ୟ ବାତ୍ୟା ‘ଦାନା’ରୁ ଆମକୁ ସୁରକ୍ଷିତ କରିବ। ବାତ୍ୟା ଆସୁଥିବା…