ତାଜା ଖବର ରାଜନୀତି ରାଜ୍ୟ ଆଉ କେତେ ସଦସ୍ୟ ଖୋଜିବେ ମାନ୍ୟବର ନବୀନ? ୨୪ ବର୍ଷ କମ ପଡିଲା? October 9, 2024 Nirvay ୨୪ ବର୍ଷ ଓଡ଼ିଶାର ଶାସନଭାର ସମ୍ଭାଳିଲା ବିଜେଡି। ତାପରେ ବି କଣ ସଦସ୍ୟ କମ ପଡିଗଲେ। ଆଉ କେତେ ସଦସ୍ୟ ଖୋଜିବେ ମାନ୍ୟବର ନବୀନ? ଏବେ କଣ ଅଫିସର, ଅମଲା ନବୀନଙ୍କ ହାତ ଛାଡିଦେଲେ କି ? ଯେଉଁମାନଙ୍କୁ ଭରସା କରି…
ତାଜା ଖବର ରାଜନୀତି ରାଜ୍ୟ ହରିୟାଣା ହାରିଲା କଂଗ୍ରେସ, ବିଳାପ କରିବ ବିଜେଡି October 9, 2024 Papirani ହରିୟାଣା ନିର୍ବାଚନ ଫଳ କଂଗ୍ରେସକୁ ଜାତୀୟସ୍ତରରେ ବଡ଼ ଧକ୍କା ଦେଇଛି। କିନ୍ତୁ ଓଡ଼ିଶାରେ କଂଗ୍ରେସ ଅପେକ୍ଷା ବିଜୁ ଜନତା ଦଳର ନେତାମାନେ ଏବେ ବିଳାପ କରିବା ଅବସ୍ଥାକୁ ଆସିଯାଇଛନ୍ତି । ପୂର୍ବ ଶାସକ ଦଳର ନେତାମାନେ ଧରି ନେଇଥିଲେ ଯେ ହରିୟାଣାରେ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିର ସଦସ୍ଯ ସଂଗ୍ରହ ଅଭିଯାନ ଆରମ୍ଭ: ଏବେ ବି ବିଜେଡି ଓଡ଼ିଶାର ନମ୍ବର ୱାନ୍ ଦଳ ବୋଲି କହିଲେ ନବୀନ October 9, 2024 Papirani ଆଜିଠାରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଶଙ୍ଖ ଭବନରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆସନ୍ତା ୨ ମାସ ଯାଏଁ ଚାଲିବ…
ତାଜା ଖବର ରାଜନୀତି ରାଜ୍ୟ ଝାଡଖଣ୍ଡ ନିର୍ବାଚନ ପାଇଁ ଓଡ଼ିଶା ରାଜଭବନ ବିଜେପିର ୱାର ରୁମ ପାଲଟିଛି: ବିଜେଡି October 3, 2024 Papirani ଗତ କିଛି ଦିନ ଭିତରେ, ଓଡ଼ିଶାର ରାଜଭବନ ଭିତରେ ଦେଖିବାକୁ ମିଳିଥିବା କିଛି ରାଜନୈତିକ ଗତିବିଧିକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ଏହା ଉପରେ ପ୍ରଶ୍ନ ଉଠାଇବା ସଙ୍ଗେ ସଙ୍ଗେ, ଝାଡଖଣ୍ଡ ନିର୍ବାଚନ ପାଇଁ ଓଡିଶା ରାଜ ଭବନ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ଦଳକୁ ଭାଙ୍ଗିବାକୁ ପଡ଼ିବନି ସେ ଆପେ ଆପେ ଭାଙ୍ଗିଯିବ: ସନାତନ ବିଜୁଳି October 3, 2024 Papirani ବିଜେଡ଼ି ଦଳରେ ଲାଗି ରହିଥିବା ଗୋଷ୍ଠୀ କନ୍ଦଳକୁ ନେଇ ରାଜ୍ୟ ରାଜନୀତିର ଚର୍ଚ୍ଚା ଏବେ ବେଶ ସରଗରମ ହେବାକୁ ଲାଗିଛି । ଦୁଇ ଦଳରେ ନେତାଙ୍କ ମଧ୍ୟରେ ଦିନକୁ ଦିନ ବିଭିନ୍ନ ମତରେ ଜୋର ସୋରରେ ବୟାନ ବାଜି ଜାରି ରହିଥିବା…
ତାଜା ଖବର ରାଜନୀତି ରାଜ୍ୟ ବହୁତ ଶୀଘ୍ର ଖାଲି ହୋଇଯିବ ବିଜେଡି: ମନମୋହନ ସାମଲ October 2, 2024 Papirani ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେପିରେ ମିଶିବା ପାଇଁ ବହୁ ବିଜେଡି ନେତା ଆବେଦନ କରିଥିବା ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ସେ କହିଛନ୍ତି ଖୁବଶୀଘ୍ର ବିଜେଡି ଖାଲି ହୋଇଯିବ । କାରଣ ବିଜେପିରେ ମିଶିବାକୁ ବହୁ…
ତାଜା ଖବର ରାଜନୀତି ରାଜ୍ୟ ଲୋକ ସବୁ କଥା ଜାଣିଲେ ବୋଲି ବିଜେଡିକୁ ପ୍ରତ୍ୟାଖ୍ୟାନ କଲେ: ବିରଞ୍ଚି ତ୍ରିପାଠୀ October 2, 2024 Papirani ବିଜେଡିର ପଦଯାତ୍ରା ଉପଲକ୍ଷେ ବିଜେପି ସରକାର ବିରୋଧରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଅଭିଯୋଗର ଆଟାକ୍କୁ କାଉଣ୍ଟର କରି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ କହିଛନ୍ତି ନବୀନ ଗୋଟିଏ କଥା ସତ କହିଛନ୍ତି ଯେ ଲୋକ…
ତାଜା ଖବର ରାଜନୀତି ରାଜ୍ୟ ମୋ ପରିବାର କଥା ମୁଁ ବାହାରେ କହିବି ନାହିଁ – ଶ୍ରୀମୟୀ ମିଶ୍ର October 2, 2024 Papirani ବିଜେଡି ଦଳ କନ୍ଦଳକୁ ନେଇ ଶ୍ରୀମୟୀ ମିଶ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ଆଜି ଗାନ୍ଧୀ ଜୟନ୍ତୀ । ମହାତ୍ମା ଗାନ୍ଧୀ ସବୁ ବେଳେ କହୁଥିଲେ ଏ ଦେଶ ସେ ଦିନ ସ୍ବାଧୀନ ହେବ ଯେଉଁଦିନ ଗୋଟେ ନାରୀ ସ୍ବାଧୀନ ଭାବରେ ରାତିରେ…
ତାଜା ଖବର ରାଜନୀତି ରାଜ୍ୟ ମିଛ କହି ବିଜେପି କ୍ଷମତାକୁ ଆସିଛି- ନବୀନ ପଟ୍ଟନାୟକ October 2, 2024 Papirani ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା । ଏହି ଜନସମ୍ପର୍କ ପଦଯାତ୍ରାକୁ ଶୁଭାରମ୍ଭ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଆଜି ଗାନ୍ଧୀ ଜୟନ୍ତୀ । ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳୀ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ମୁହାଁମୁହିଁ ହେଲେ ୨ ଗୋଷ୍ଠୀ September 30, 2024 Papirani ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ବିଜେଡ଼ିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ଭଦ୍ରକ ଜିଲ୍ଲା ସମୀକ୍ଷା ବେଳେ…