ରାଜ୍ୟ ବିଜେଡିରେ ବିଭୀଷଣ କିଏ? ଚାଲିଛି ଆଲୋଚନା July 3, 2024 Nirvay ବିଜେଡିରେ ଅନେକ ବିଭୀଷଣ ଅଛନ୍ତି ଯେଉଁମାନେ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି । ବୁଧବାର ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରୁ ବାହାରିବା ବିଜେଡି କର୍ପୋରେଟର ଅମରେଶ ଜେନା ଏଭଳି ମନ୍ତବ୍ୟ ଦେଇଛନ୍ତି । ଏହା ଉପରେ ଆଲୋଚନା…
ରାଜ୍ୟ ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ July 3, 2024 Nirvay ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ବିଜେଡିରେ ଅନ୍ତଃକନ୍ଦଳ…
ତାଜା ଖବର ରାଜନୀତି ରାଜ୍ୟ ଦରଦାମ ବୃଦ୍ଧିକୁ ନେଇ ବିଜେଡିର ପ୍ରେସମିଟ୍: ଦରଦାମ ନିୟନ୍ତ୍ରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି July 3, 2024 Papirani ଶଙ୍ଖ ଭବନରେ ଆଜି ଦରଦାମ ବୃଦ୍ଧିକୁ ନେଇ ପ୍ରେସମିଟ କରିଛି ବିଜେଡି । ପ୍ରେସମିଟ୍ ମାଧ୍ୟମରେ ବିଜେଡି କହିଛି ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁଁ ସାଧାରଣ ଲୋକଙ୍କୁ ବେଶ ବଢୁଛି ଏବଂ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…
ତାଜା ଖବର ରାଜନୀତି ରାଜ୍ୟ ବବି ଓ ପାଣ୍ଡିଆନ ଦଳର କ୍ଷତି କଲେ, କର୍ମଫଳ ଭୋଗିଲେ: ପ୍ରଭାତରଂଜନ ବିଶ୍ବାଳ July 3, 2024 Papirani ଚୌଦ୍ବାର କଟକରେ ସୌଭିକ ବିଶ୍ବାଳଙ୍କ ବିଜୟ ପାଇଁ କଟକର ମହାନଦୀବିହାରସ୍ଥିତ ସେଲିବ୍ରେସନ ମଣ୍ଡପରେ ଆୟୋଜିତ ବିଜେଡି କର୍ମୀଙ୍କୁ ଧନ୍ୟବାଦ ପ୍ରଦାନ ସମାରୋହରେ ଉଦ୍ବୋଧନ ଦେଇ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ସିଧାସଳଖ ଭି. କେ. ପାଣ୍ଡିଆନ ଓ ବିଜେଡିର ସଙ୍ଗଠନ ସଂପାଦକ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ: ସୁଲତା ଦେଓ July 2, 2024 Papirani ରାଜ୍ୟସଭାରେ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ପ୍ରଶ୍ନ ବଣରେ ବିଜେପିକୁ ଘାଇଲା କରିଛନ୍ତି ସୁଲତା, ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ସମୟରେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଭୋଜି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ବିଶାଳ ଦାସ July 2, 2024 Papirani ରାଜନୈତିକ ମାହୋଲରେ ଏବେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ୱର୍ଗତ ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦଳୀୟ ନେତୃବୃନ୍ଦଙ୍କ ସହିତ ଏକ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ସ୍ବାର୍ଥକୁ ନେଇ ସାଲିସ କରାଯିବନି : ବିଜେଡି June 29, 2024 Papirani ଆଜି ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି ବିଜେଡି ବିଧାୟକ ତଥା ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ବିଧାନସଭାରେ ଓଡ଼ିଶା ସ୍ବାର୍ଥକୁ ନେଇ ସାଲିସ କରାଯିବ ନାହିଁ । ଓଡ଼ିଶା ସ୍ବାର୍ଥ ବାଧାପ୍ରାପ୍ତ ହେଲେ ଆମେ ବିରୋଧ କରୁଥିଲୁ ଆଉ…
ତାଜା ଖବର ରାଜନୀତି ରାଜ୍ୟ ଦୁର୍ନୀତି, ଭ୍ରଷ୍ଟାଚାରକୁ ଲୁଚାଇବା ପାଇଁ ବିଜେଡିର ପ୍ରଳାପ : ସଜ୍ଜନ ଶର୍ମା June 27, 2024 Papirani ବିଜେଡ଼ି ସରକାର ୨୫ ବର୍ଷ ଧରି ନିରୁଙ୍କଶ ଶାସନରେ ଥିବା ସତ୍ୱେ ରାଜ୍ୟର ସାମୁହିକ ସ୍ୱାର୍ଥକୁ ଅଣଦେଖା କରି ଚାଲିଥିଲା । ଫଳସ୍ୱରୁପ ଓଡିଶାର ବିକାଶ ବାଧାପ୍ରାପ୍ତ ହେଲା । ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭୀଚାରରେ ଲିପ୍ତ ବିଜେଡି ସରକାରର ମନ୍ତ୍ରୀ ଓ…
ତାଜା ଖବର ରାଜନୀତି ରାଜ୍ୟ ମହାନଦୀ ଜଳ ବିବାଦକୁ ନେଇ ବିଜେଡିର ପ୍ରେସମିଟ୍ June 27, 2024 Papirani ମହାନଦୀ ଜଳ ବିବାଦକୁ ନେଇ ଆଜି ବିଜେଡିର ବରିଷ୍ଠ ନେତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ମହାନଦୀ ଜଳ ବିବାଦକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ସମାଲୋଚନା ପରେ ଆଜି ସ୍ପଷ୍ଟୀକରଣ ରଖିବା ସହ କାଉଣ୍ଟର କରିଛି ବିଜେଡି। ଦେବୀ ମିଶ୍ର,…
ତାଜା ଖବର ରାଜନୀତି ରାଜ୍ୟ ବାସଭବନ ଭାଙ୍ଗିବା ନେଇ ପ୍ରତିକ୍ରିୟା ଦେଲେ ପ୍ରଣବ ଦାସ June 25, 2024 Papirani ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଏ ଯାଉଛି…