Tag: BJD

ମେଣ୍ଟ ପ୍ରସଙ୍ଗରେ ଦେବାଶିଷଙ୍କୁ ଗୋଲକଙ୍କ କଟାକ୍ଷ

କଂଗ୍ରେସ ସହ ବିଜେଡି ମେଣ୍ଟ କରି ରାଜ୍ୟରେ ନୂଆ କରି ସରକାର ଗଢ଼ିବ ବୋଲି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ କହିଛନ୍ତି। କୁଜଙ୍ଗରେ ଏକ ଦଳୀୟ କାର୍ଯ୍ୟକ୍ରମରେ କର୍ମୀଙ୍କୁ ଉଦବୋଧନ ଦେଇ ସେ ଏହି ପ୍ରସଙ୍ଗ ଉଠାଇଥିଲେ। ତେବେ ଦେବାଶିଷଙ୍କ ଏହି…

ଦେବାଶିଷ ଜଣେ ପ୍ରତ୍ୟାଖିତ ନେତା; ମୋକିମ

ବିସ୍ଫୋରକ ବୟାନ ଦେଇ ଅଡୁଆରେ ପଡିଛନ୍ତି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ। ସେ କହିଥିଲେ ହାଇକୋର୍ଟରେ ୭ରୁ ୮ଟି କେସ ଚାଲିଛି। ତେଣୁ ବିଜେପିର କିଛିଇ ନେତା ଆସନ ହରାଇପାରନ୍ତି। ଫଳରେ ଏ ସରକାର ସଂଖ୍ୟାଲଘୁ ସରକାର ହେବାରୁ ପୁଣି ଥରେ…

ଭରତପୁର ଥାନା ବିବାଦ; ୨୪ରେ ବିଜେଡିର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା

ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ମାଡ଼ ଘଟଣାରେ ସାରା ରାଜ୍ୟରେ ଉତ୍ତେଜନା ଲାଗି ରହିଛି। ସାହାଯ୍ୟ ପାଇଁ ଯାଇଥିବା ବେଳେ ପୋଲିସର ଏଭଳି ଅମାନୁଷିକ ଓ ବର୍ବର କାଣ୍ଡ ପାଇଁ ଆସନ୍ତା ୨୪ ତାରିଖରେ…

ଭରତପୁର ଘଟଣାରେ ରାଜଭବନ ସାମ୍ନାରେ ମହିଳା ବିଜେଡିର ବିକ୍ଷୋଭ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଓ ଯୌନ ଉତ୍ପୀଡନକୁ ନେଇ ରାଜ୍ୟଠୁ ଆରମ୍ଭ କରି ସାରା ଦେଶରେ ଚାଲିଛି ହଇଚଇ। ଦୋଷୀଙ୍କ ବିରୋଧରେ ଚାରିଆଡ଼େ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରୁ ତୀବ୍ର ଦାବି ହୋଇଛି। ସେଥିମଧ୍ୟରୁ…

ଭରତପୁର ଘଟଣାରେ ଆସନ୍ତା କାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ବିଜେଡି କହିଛି ଏହି ମାମଲାକୁ ନେଇ ଆସନ୍ତା କାଲି ବିଜୁ ମହିଳା ଜନତା ଦଳ ଭୁବନେଶ୍ବର ୟୁନିଟ୍ ପକ୍ଷରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ…

ବିଜେଡିକୁ ଫେରିବାକୁ ଚିଠି ଲେଖିଲେ ପୂର୍ବତନ ଆନନ୍ଦପୁର ବିଧାୟକ

ପୁଣି ବିଜେଡିକୁ ଫେରିବାକୁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ। ସେ କହିଛନ୍ତି, ଗତ ସାଧାରଣ ନିର୍ବାଚନ ସମୟରେ ଶାରୀରିକ ଅସୁସ୍ଥତା ଓ କିଛି ବ୍ୟକ୍ତିଗତ କାରଣ ପାଇଁ ମୁଁ ଇସ୍ତଫା ଦେଇଥିଲି।…

ରାଜ୍ୟ ସରକାରଙ୍କ ଶହେ ଦିନର କାର୍ଯ୍ୟରୁ ସ୍ପଷ୍ଟ ହେଉଛି ରାଜ୍ୟର ପ୍ରଗତି ଦୁଇ ପାଦ ପଛକୁ ଯିବ: ବିଜେଡି

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅରୁଣ ସାହୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଶହେ ଦିନର ବିଫଳତା ଗୁଡିକ ଉପରେ ଆଲୋକପାତ କରିଥିଲେ। ବିଜେପି ଦ୍ୱାରା…

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…

ଓଡ଼ିଶାର ଇତିହାସକୁ ବିକୃତ କରିବାକୁ ଉଦ୍ୟମ କରୁଛି ବିଜେପି: ବିଜେଡି

ରେଭେନ୍ସାର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ଡଃ ଲେନିନ୍ ମହାନ୍ତି । ଇତିହାସକୁ ବିକୃତ କରିବା ପାଇଁ ବିଜେପି ସରକାର ଉଦ୍ୟମ ଜାରି ରଖିଛନ୍ତି।…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିବାକୁ ବିଜେଡିର ଆହ୍ୱାନ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖାଯାଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ଏହା ସମ୍ଭବ ହେବ କି ନାହିଁ ବିଜେଡି ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ହାଇକୋର୍ଟ…