ତାଜା ଖବର ରାଜନୀତି ରାଜ୍ୟ ଆଈ ମା ଗପ ଛାଡି କାମ କରି ଦେଖାନ୍ତୁ ସରକାର: ନବୀନ ପଟ୍ଟନାୟକ September 11, 2024 Papirani ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ବିଜୁ ଯୁବ ଜନତା ଦଳ ର ଏକ ସମାବେଶ ରେ ଯୋଗ ଦେଇ ବିଜେଡିର ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ବିଜୁ ଯୁବ ଜନତା ଦଳର ସମସ୍ତ ସଦସ୍ୟଙ୍କ ପରିଶ୍ରମ…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜୁ ଜନତା ଦଳର ପୋଲାଭରମ ଟିମ September 10, 2024 Papirani ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ନବୀନ ପଟ୍ଟନାୟକଙ୍କୁ ଭେଟି ତଦନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ନବୀନଙ୍କ କାମର ଶ୍ରେୟ ନେବା ପାଇଁ ବ୍ୟଗ୍ର ଆଜିର ସରକାର: ବିଜେଡି September 9, 2024 Papirani ବର୍ତମାନର ବିଜେପି ସରକାର କେବଳ ନବୀନ ସରକାରଙ୍କ ଅମଳରେ ହୋଇଥିବା ଅନେକ କାର୍ଯ୍ୟଗୁଡିକର ରିବନ କାଟି ଉଦଘାଟନ କରୁଛନ୍ତି ଓ ଶ୍ରେୟ ନେବାକୁ ଚେଷ୍ଟା କରୁଛନ୍ତି । ତେଣୁ ଏହି ସରକାରକୁ ରିବନ କଟା ସରକାର କହିଲେ ଭୁଲ ହେବ ନାହିଁ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା; ବିଜେଡିରୁ ବହିଷ୍କୃତ September 6, 2024 Nirvay ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ବିଜେଡିକୁ ଶକ୍ତ ଝଟକା ଲାଗିଛି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଛନ୍ତି । କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ରାଜ୍ୟସଭାରୁ ଇସ୍ତଫା…
ତାଜା ଖବର ରାଜନୀତି ରାଜ୍ୟ ରେଭେନ୍ସା ପ୍ରସଙ୍ଗ; ଦଳୀୟ ନେତାଙ୍କ ବିରୋଧରେ ମିଥ୍ୟା ଏତଲାକୁ ନିନ୍ଦା କଲା ବିଜେଡି September 6, 2024 Nirvay ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହୋଇଥିବା ବିକ୍ଷୋଭକୁ ନେଇ ଦଳର ସମ୍ମାନିତ ନେତା ବ୍ୟୋମକେଶ ରାୟ, ବିଧାୟକ ଡ. ଲେନିନ ମହାନ୍ତି ଓ ଛାତ୍ର ନେତା ଆକ୍ରମ ଖାଁଙ୍କ ବିରୋଧରେ କରାଯାଇଥିବା ଏତଲା ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି ବିଜୁ ଜନତା ଦଳ…
ତାଜା ଖବର ରାଜନୀତି ରାଜ୍ୟ ରେଭେନ୍ସାଙ୍କ ପରେ ଫକୀରମୋହନଙ୍କ ପାଳି କି: ବିଜେଡି September 5, 2024 Papirani ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ବିଜେପି ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି ଓ ତୁମ୍ବନାଥ ପଣ୍ଡା…
ତାଜା ଖବର ରାଜନୀତି ରାଜ୍ୟ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ; ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ଆହ୍ବାନ September 5, 2024 Nirvay ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ ଅନୁଷ୍ଠିତ ହୋଇଛି। ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ଓ ରାଜ୍ୟ ନେତୃବୃନ୍ଦକୁ ସମ୍ବୋଧିତ କରିବା ଅବସରରେ ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ସାମିଲ ନକଲେ ଆନ୍ଦୋଳନ ହେବ: ବିଜେଡି September 2, 2024 Papirani ସୁଭଦ୍ରା ଯୋଜନାର ଏସଓପିକୁ ନେଇ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଆଜି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଛୁରିଆ…
ତାଜା ଖବର ରାଜ୍ୟ ନାଁ ବଡ଼ ନୁହେଁ କାମ ବଡ଼: ସୌମ୍ୟ September 1, 2024 Nirvay ତେଜୁଛି ରେଭେନ୍ସା ରାଜନୀତି। ଏହି ପ୍ରସଙ୍ଗରେ ପୂର୍ବତନ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖି ନାଁ ବଡ଼ ନୁହେଁ କାମ ବଡ଼ ବୋଲି କହିଲେ। ଏହା ତାଙ୍କର ବ୍ୟକ୍ତିଗତ ମତ ବୋଲି କହିଛନ୍ତି। ନାଁ ପରିବର୍ତ୍ତନ କଲେ ଚରିତ୍ର ବଦଳେନି କି…
ତାଜା ଖବର ରାଜ୍ୟ ଠକେଇ ଅଭିଯୋଗରେ ସସ୍ମିତା ମାଝୀ ଗିରଫ August 30, 2024 Nirvay ବିଜେଡିରୁ ବହିଷ୍କୃତ ହୋଇଥିବା ମାଥିଲି ବ୍ଲକ ୩ ନମ୍ବର ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ ଗିରଫ ହୋଇଛନ୍ତି। ମାଥିଲି ପୋଲିସ ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି । ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଛନ୍ତି। ଭିକେ ପାଣ୍ଡିଆନଙ୍କ…