Tag: BJD

ମାତୃଜାତିର ଅସମ୍ମାନ ବିଜେଡିର ଚରିତ୍ର: ବିଜେପି

ପବିତ୍ର ବିଧାନସଭା ଗୃହରେ ବାଚସ୍ପତିଙ୍କ ଉପରେ ଆକ୍ରମଣ ଭଳି ସ୍ଥିତି ସୃଷ୍ଟି କରି ଜଣେ ମହିଳାଙ୍କ ଉପରେ ବିଜେଡି ବିଧାୟକଙ୍କ ବ୍ୟବହାର/ଆଚରଣ ଅତ୍ୟନ୍ତ ଲଜ୍ଜାଜନକ, ଦୁର୍ଭାଗ୍ୟଜନକ ଓ ଦୁଃଖଦାୟକ । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା…

ନବୀନଙ୍କୁ ଭେଟିଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦର ନବନିର୍ବାଚିତ ଅଧ୍ୟକ୍ଷା ଓ ସଦସ୍ୟ

କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ। ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦ୍ବରେ ନିର୍ବାଚିତ ହେବା ପରେ ଲିଲିତା ଦାସ ନବୀନ ନିବାସକୁ ଆସି ବିଜୁ ଜନତା ଦଳ ସଭାପତି ତଥା…

ରାଜ୍ୟସଭା ପ୍ରାର୍ଥିଙ୍କୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

ରାଜ୍ୟସଭା ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ହିସାବରେ ମମତା ମହାନ୍ତ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ଯ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ମମତା ରାଜ୍ଯସଭାରୁ ପ୍ରାର୍ଥୀ ହେବେ ବୋଲି ବିଜେପି ସଂସଦୀୟ କମିଟି ଗତକାଲି ଘୋଷଣା…

ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ

ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ। ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇ ମଦମୃତ୍ୟୁ ଘଟଣା ସମ୍ପର୍କରେରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବା ସହ ଏହାର ଅନୁଧ୍ୟାନ ପାଇଁ…

ଶଙ୍ଖ ଭବନରେ ବିଜେଡି କରିବ ଦିନିକିଆ ପ୍ରଶିକ୍ଷଣ ଶିବିର

ବିଜେଡି କରିବ ଦିନିକିଆ ପ୍ରଶିକ୍ଷଣ ଶିବିର । ୨୫ ତାରିଖରେ ଶଂଖ ଭବନରେ ଆୟୋଜିତ ହେବାକୁ ଯାଉଛି ପ୍ରଶିକ୍ଷଣ ଶିବିର । ଏହାକୁ ନେଇ ସୂଚନା ଦେଇଛନ୍ତି ବିଜେଡି ଉପମୁଖ୍ୟ ସଚେତକ ପ୍ରତାପ ଦେବ । ସେ କହିଛନ୍ତି ନବନିର୍ବାଚିତ ବିଧାୟକଙ୍କୁ…

ବିଜେପିରେ ଯୋଗଦେଲେ କର୍ପୋରେଟର ବନ୍ଦିତା ପାଲ

ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ପୋରେଟର ଥିବା ବନ୍ଦିତା ପାଲ ଆଜି ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରି ବିଜେପିରେ ଯୋଗ ହେଇଛନ୍ତି |।ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି ବନ୍ଦିତା ।…

ବିଜେଡିରୁ ଇସ୍ତଫା ଦେଲେ କର୍ପୋରେଟର

ଆଜି ବିଜେଡି ଛାଡ଼ିଲେ ୩୭ ନଂ ୱାର୍ଡ କର୍ପୋରେଟର। କର୍ପୋରେଟର ବନ୍ଦିତା ପାଲ ଓ ତାଙ୍କ ସ୍ୱାମୀ ଇସ୍ତଫା ଦେଇଛନ୍ତି। ସ୍ୱାଧୀନ ଭାବେ ଜିତିବା ପରେ ବିଜେଡିରେ ସାମିଲ ହୋଇଥିଲେ। ରାଜନୈତିକ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଲେ। ଆଜି ସେମାନେ…

ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ଯକ୍ରମରେ ଯୋଗଦେବନି ବିଜେଡି

ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ଯକ୍ରମରେ ଯୋଗ ଦେବନି ବୋଲି ବିଜେଡି କହିଛି। ଏ ନେଇ ବିରୋଧୀ ଦଳ ମୁଖ୍ଯ ସଚେତକ ପ୍ରମିଳା ମଲ୍ଲିକ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି। ନିୟମ ଅନୁଯାୟୀ, ବିଧାନସଭାରେ ହେଉଥିବା ସମସ୍ତ କାର୍ଯ୍ଯ ବିଧାନସଭାକୁ ନିର୍ବାଚିତ ହେଉଥିବା ସଭ୍ଯ…

ଶଙ୍ଖ ଭବନ ଓ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ପତାକା ଉତ୍ତୋଳନ

୭୮ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ…

ବିଜେଡି ରାଜ୍ୟରେ ଅଶାନ୍ତି ଓ ବିଶୃଙ୍ଖଳା ସୃଷ୍ଟି କରୁଛି: ବିଜେପି

ଦୀର୍ଘ ୨୫ବର୍ଷ ଶାସନ କ୍ଷମତାରେ ରହି ନବୀନ ବାବୁ ଓଡ଼ିଆ ଓ ଓଡିଶାବାସୀଙ୍କ ସହ ଖେଳ ଖେଳିଆସିଲେ । ଓଡିଆ ଅସ୍ମିତାର ଧଜିଆ ଉଡାଇଲେ । ଆଜି ବିଜେଡି ଓଡିଆ ଅସ୍ମିତାର ସମ୍ପର୍କରେ ସମାଲୋଚନା କରିବା ହାସ୍ୟାସ୍ପଦ ଏବଂ ଦୁର୍ଭାଗ୍ୟଜନକ ।…