ତାଜା ଖବର ରାଜନୀତି ରାଜ୍ୟ କଳାଟଙ୍କାର ପାହାଡ ସୃଷ୍ଟି କରିଥିବା ବିଜେଡି ସରକାରର ଗେହ୍ଲାପୁଅମାନେ ଏବେ ଜେଲ୍ ମୁହାଁ: ବିଜେପି August 13, 2024 Papirani ବିଜୁ ଜନତା ଦଳ ସରକାର ସମୟରେ କିଭଳି ଦୁର୍ନୀତି ଖୁଲମଖୁଲା ଚାଲିଥିଲା, ସରକାରୀ ଅର୍ଥକୁ ବେଧଡକ୍ ଲୁଟ୍ କରି ସରକାରୀ ଅଧିକାରୀମାନେ କଳାଟଙ୍କାର ପାହାଡ ତିଆରି କରିଥିଲେ ଏହାର ପ୍ରମାଣ ଏବେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହେବା ପରେ ସାମ୍ନାକୁ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗ; ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ: ବିଜେଡି August 13, 2024 Papirani ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପ୍ରସଙ୍ଗରେ ପ୍ରତିକ୍ରିୟା ହେଇଛନ୍ତି ବିଜେଡିର ମୁଖପାତ୍ର ଚିନ୍ମୟ ସାହୁ। ସେ କହିଛନ୍ତି ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ ନିଆଯାଇଥିଲା ।୨୦୨୦ରେ ବଳିଷ୍ଠ…
ତାଜା ଖବର ରାଜନୀତି ରାଜ୍ୟ ଇଭିଏମ ଓ ନିର୍ବାଚନ କମିଶନଙ୍କ ସ୍ୱଚ୍ଛତାକୁ ନେଇ ଅଭିଯୋଗ ଆଣିଲା ବିଜେଡି August 9, 2024 Papirani ୨୦୨୪ ନିର୍ବାଚନରେ ବିଜେଡି ପରାଜୟ ହୋଇଛି । ଏବେ ନିର୍ବାଚନର ପ୍ରାୟ ୨ମାସ ପରେ ଇଭିଏମ ଓ ନିର୍ବାଚନ କମିଶନଙ୍କ ସ୍ୱଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ସେ କହିଛନ୍ତି, ମତଦାନ ଦିନ ପଡିଥିବା ଭୋଟ…
ତାଜା ଖବର ରାଜ୍ୟ ବିଜେଡି ପାଳିଲା ବିଶ୍ୱ ଆଦିବାସୀ ଦିବସ August 9, 2024 Nirvay ଆଦିବାସୀଙ୍କ ଭାଷା, ସଂସ୍କୃତିର ସୁରକ୍ଷା ଓ ଏହାକୁ ଗୁରୁତ୍ୱ ଦେବା ପାଇଁ ଅଗଷ୍ଟ ୯ ତାରିଖରେ ବିଶ୍ୱ ଆଦିବାସୀ ଦିବସ ପାଳନ ହେଉଛି। ଏହି ଅବସରରେ ଶଙ୍ଖ ଭବନରେ ବିଜେଡି ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳନ କରାଯାଇଛି। ମୁଖ୍ୟ ଅତିଥି…
ତାଜା ଖବର ରାଜନୀତି ରାଜ୍ୟ ଲୋକଙ୍କୁ ଭୂଆଁ ବୁଲାଇବାକୁ ଉଦ୍ୟମ କରୁଛି ବିଜେଡି: ଜୟନାରାୟଣ ମିଶ୍ର August 6, 2024 Nirvay ଲୋକଙ୍କ ଭଲପାଇବା ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଓଡ଼ିଶାର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପୋଲାଭରମ ପ୍ରକଳ୍ପ ପାଇଁ ବିଜେପି ସରକାର ଉଚିତ ସମୟରେ ଉଚିତ ପଦକ୍ଷେପ ନେବ। ମାତ୍ର ଏହି ପ୍ରସଙ୍ଗକୁ ନେଇ ବିଜେଡି ଅଯଥାରେ…
ବ୍ୟବସାୟ ବିଜେଡିର ୧୫ ଜଣିଆ ଟିମ୍ ଗଠିତ August 5, 2024 Nirvay ବିଜୁ ଜନତା ଦଳର ନୂଆ କମିଟି ଗଠନ ହୋଇଛି। ବିଭିନ୍ନ କାର୍ଯ୍ୟକ୍ରମର ସଠିକ ପରିଚାଳନା ପାଇଁ କମିଟି ଗଠନ କରାଯାଇଛି। କମିଟିର ଅଧ୍ୟକ୍ଷ ହେଲେ ଦେବୀପ୍ରସାଦ ମିଶ୍ର। ଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ୧୫ ଜଣିଆ ଟିମ୍ ଗଠିତ ହୋଇଛି। ଏହି ଟିମରେ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ସରକାର କେନ୍ଦୁପତ୍ର ଉପରୁ ଜିଏସ୍ଟି ଛାଡ଼ ପାଇଁ କେନ୍ଦ୍ର ପାଖରେ ଦାବି ରଖନ୍ତୁ: ବିଜେଡି August 5, 2024 Papirani ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ପୂର୍ବତନ ରାଜ୍ୟ ସମ୍ପାଦକ ତଥା ପୂର୍ବତନ କେନ୍ଦୁପତ୍ର ୱେଲଫେୟାର ବୋର୍ଡ଼ର ଉପଦେଷ୍ଟା ଶ୍ରୀ ସଞ୍ଜିତ ମହାନ୍ତି କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସ୍ଟିକୁ ଉଚ୍ଛେଦ କରିବା ଦାବିକୁ କେନ୍ଦ୍ର ସରକାରଙ୍କର…
ତାଜା ଖବର ରାଜନୀତି ରାଜ୍ୟ ମମତା ମହାନ୍ତ ବିଜେପିରେ ଯୋଗଦେବା ପରେ ଜୋର ଧରିଲା ରାଜନୀତି August 2, 2024 Papirani ବିଜେପି ନେତା ଅରବିନ୍ଦ ଢାଲି ବିଜେଡି ଉପରେ କରିଥିବା ମନ୍ତବ୍ୟ ପରେ ଜୋର ସରଗରମ ହୋଇଛି ରାଜନୀତି । ମମତା ମହାନ୍ତଙ୍କ ଇସ୍ତଫା ପରେ ବିଜେପି ନେତା ଅରବିନ୍ଦ ଢାଲି କହିଛନ୍ତି ବିଜେଡି ବସା ଖାଲି ହୋଇଯିବ। ୨୫ ବର୍ଷରେ ବିଜେଡି…
ତାଜା ଖବର ରାଜନୀତି ରାଜ୍ୟ ଭବିଷ୍ୟତରେ ବିଜେଡି ଖଣ୍ଡବିଖଣ୍ଡିତ ହେଇଯିବ: ଅରବିନ୍ଦ ଢାଲି August 2, 2024 Papirani ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ ପଦ ସହ ଦଳରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେବା ପରେ, ଏବେ ବିଜେଡିକୁ ଟାର୍ଗେଟ କରିଛନ୍ତି ଭାଜପା ନେତା ଜୟଦେବ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଅରବିନ୍ଦ ଢାଲି। ସେ କହିଛନ୍ତି ଯେ,…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିର ଆରୋପ; ବିଜେପି ପ୍ରଲୋଭନରେ ଦଳ ଛାଡ଼ିଛନ୍ତି ମମତା August 1, 2024 Papirani ନିଜର ବ୍ୟକ୍ତିଗତ ସ୍ୱାର୍ଥ ହାସଲ ଲକ୍ଷ୍ୟରେ ଚଞ୍ଚକତା କରି ବିଜେଡ଼ି ତଥା ରାଜ୍ୟସଭାର ସଦସ୍ୟ ପଦରୁ ମମତା ମହାନ୍ତ ଇସ୍ତଫା ଦେଇଛନ୍ତି ବୋଲି ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପୂର୍ବତନ ମନ୍ତ୍ରୀ, ପୂର୍ବତନ ରାଜ୍ୟସଭା ସାଂସଦ…